Monthly Archives

August 2025

ମହିଳା ଏବଂ ଶିଶୁ ସଶକ୍ତିକରଣ ଦିଗରେ ପ୍ରୟାସ ପାଇଁ ୭୯ତମ ସ୍ୱାଧୀନତା ଦିବସ ସମାରୋହରେ ସମ୍ମାନିତ ହେବେ ସ୍ୱତନ୍ତ୍ର…

ନୂଆଦିଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୫ ଅଗଷ୍ଟ ୨୦୨୫ରେ ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲାରୁ ୭୯ତମ ସ୍ୱାଧୀନତା ଦିବସ ପାଳନର ନେତୃତ୍ୱ ନେବେ । ସେ ଏହି ଐତିହାସିକ ସ୍ମାରକୀ ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିବେ ଏବଂ ଦେଶବାସୀଙ୍କୁ ଅଭିଭାଷଣ ପ୍ରଦାନ କରିବେ । ମହିଳା
Read More...

ସ୍ୱାଧୀନତା ଦିବସ ଉପଲକ୍ଷେ ୧୦୯୦ ଜଣ ପୁଲିସ, ଅଗ୍ନିଶମ, ଗୃହରକ୍ଷୀ, ବେସାମରିକ ପ୍ରତିରକ୍ଷା ଏବଂ ସଂସ୍କାର ସେବା…

ଓଡ଼ିଶାର ୯ ଜଣଙ୍କୁ ସାହସିକତା ପଦକ, ୨ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ ଏବଂ ୧୧ ଜଣଙ୍କୁ ପ୍ରଶଂସନୀୟ ସେବା ପଦକ ନୂଆଦିଲ୍ଲୀ, (ପିଆଇବି) : ସ୍ୱାଧୀନତା ଦିବସ ୨୦୨୫ ଉପଲକ୍ଷେ ମୋଟ୍ ୧୦୯୦ ଜଣ ପୁଲିସ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ଏବଂ ସଂସ୍କାର ସେବା କର୍ମୀଙ୍କୁ
Read More...

ଗାଦିବ୍ରହ୍ମ ଡିଗ୍ରୀ ମହାବିଦ୍ୟାଳୟରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଗାଦିବ୍ରହ୍ମ ଡିଗ୍ରୀ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଅଭିଯାନ ଉପଲକ୍ଷେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼, ସରୋଜ ପଣ୍ଡାଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧକ୍ଷ ଡ଼ଃ ସରୋଜ କୁମାର ପଣ୍ଡା ଏହି ଯାତ୍ରାକୁ
Read More...

ସ୍ୱଚ୍ଛତା ଦିବସ ଓ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଚୁଲିଫୁଙ୍କା ପଞ୍ଚାୟତ କାର୍ଯ୍ୟାଳୟଠାରେ ସ୍ୱଚ୍ଛତା ଦିବସ ଓ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚୁଲିଫୁଙ୍କା ପଞ୍ଚାୟତର ସରପଞ୍ଚ ଯମୁନା
Read More...

ଦିଲ୍ଲୀରେ ପାଳିତ ସ୍ଵାଧିନତା ଦିବସ ଉତ୍ସବରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେବେ ପ୍ରକୃତିବନ୍ଧୁ ବିଭୁତି ଭୁଷଣ ମୁଣ୍ଡ

ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ଶା ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜର୍ଜଗଡ ଗ୍ରାମର ପ୍ରକୃତିବନ୍ଧୁ ବିଭୂତି ଭୂଷଣ ମୁଣ୍ଡ ବିଶିଷ୍ଟ ଅତିଥି ଭାବେ ନୂଆଦିଲ୍ଲୀ ସ୍ଥିତ ୭୯ତମ ସ୍ଵାଧୀନତା ଦିବସ ସମାରୋହରେ ସାମିଲ
Read More...

ଆଦାନୀ ଫାଉଣ୍ଡେସନ ପକ୍ଷରୁ ଡିଜିଟାଲ ଶ୍ରେଣୀ ଗୃହର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛାତ୍ରଛାତ୍ରୀମାନଙ୍କ ଶୈଖିକ ସହ ବୌଦ୍ଧିକ ଶିକ୍ଷାର ବିକାଶ କରିବା ଲକ୍ଷ୍ୟ ନେଇ ଆଦାନୀ ଫାଉଣ୍ଡେସନ ପକ୍ଷରୁ ବୁଧବାର ଗୋପାଳପୁର ବନ୍ଦରର ପାର୍ଶ୍ଵବର୍ତ୍ତୀ ଗ୍ରାମ ଶ୍ରୀରାଚନ୍ଦ୍ରପୁର ପଞ୍ଚାୟତ ସ୍ଥିତ ଆଗ୍ରାହାରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ
Read More...

ପଞ୍ଚାୟତରେ ବ୍ୟବହାର ହେବ ଏଆଇ ପ୍ରଯୁକ୍ତି

ଗ୍ରାମସଭା ବିବରଣୀ ଲିପିବଦ୍ଧ କରିବା ଲାଗି ଏଆଇ-ପରିଚାଳିତ ଉପକରଣ‘ସଭାସାର’ର ଶୁଭାରମ୍ଭ କରିବ ପଞ୍ଚାୟତିରାଜ ମନ୍ତ୍ରଣାଳୟ ନୂଆଦିଲ୍ଲୀ, (ପିଆଇବି) : ପଞ୍ଚାୟତିରାଜ ମନ୍ତ୍ରଣାଳୟ ‘ସଭାସାର’ ନାମକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପରିଚାଳିତ ବୈଠକ ସାରାଂଶ ଉପକରଣ ଶୁଭାରମ୍ଭ କରିବାକୁ
Read More...

କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ : ଉଦ୍ଧାର ହେଲା ମୃତଦେହ

ସାଲେପୁର : ବୁଧବାର କେନାଲ ପାଣିରେ ଭାସିଯାଇ ନିଖୋଜ ଥିବା ଛାତ୍ରୀର ମୃତଦେହ ଆଜି ସକାଳୁ ପାଣିରେ ଭାସୁଥିବା ଅବସ୍ଥାରେ ମିଳିଥିବା ଜଣାପଡ଼ିଛି । ଘଟଣା ସ୍ଥଳରେ ଜପକୁଦ ଫାଣ୍ଡି ଅଧିକାରୀ ଭିଷ୍ମଚରଣ ପ୍ରଧାନ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ସୂଚନା ମୁତାବକ,
Read More...

ନୂଆଦିଲ୍ଲୀସ୍ଥିତ ବାସଭବନରେ ‘‘ହର ଘର ତ୍ରିରଙ୍ଗା” ଅଭିଯାନରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି କେନ୍ଦ୍ର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ‘‘ହର ଘର ତ୍ରିରଙ୍ଗା " ଅଭିଯାନ ଆଜି ଦେଶକୁ ଏକତାର ସୂତ୍ରରେ ବାନ୍ଧି ରଖିବା ଏବଂ ଦେଶପ୍ରେମର ଭାବନାକୁ ସୁଦୃଢ଼ କରିବା ପାଇଁ ଏକ ଜନ ଅଭିଯାନରେ ପରିଣତ ହୋଇଛିଏହି ଅଭିଯାନ ଦର୍ଶାଉଛି ଯେ ଅସଂଖ୍ୟ ସ୍ୱାଧୀନତା ସଂଗ୍ରାମୀ ନିଜର
Read More...

ହର ଘର ତିରଙ୍ଗା : ଜନସାଧାରଣଙ୍କ ଏକ ଉତ୍ସବ

ନୂଆଦିଲ୍ଲୀ, (ପିଆଇବି) : ଆଜାଦୀ କା ଅମୃତ ମହୋତ୍ସବ ଅନ୍ତର୍ଗତ ଆରମ୍ଭ ହୋଇଥିବା ହର ଘର ତିରଙ୍ଗା ଅଭିଯାନକୁ ଭାରତର ଜାତୀୟ ପତାକା ସହିତ ସମ୍ପର୍କକୁ ଗଭୀର କରିବାର ଏକ ଉପାୟ ଭାବରେ କଳ୍ପନା କରାଯାଇଥିଲା । ଏହି ଧାରଣା ସରଳ କିନ୍ତୁ ଗଭୀର ଥିଲା - ପ୍ରତ୍ୟେକ ନାଗରିକଙ୍କୁ ତିରଙ୍ଗା ଘରକୁ
Read More...