Monthly Archives

August 2025

ପୂର୍ତ୍ତ ବିଭାଗର ଚରମ ଅବହେଳା : ବ୍ରିଜ୍ ଉପରେ ଆଣ୍ଠୁଏ ପାଣି

ମ. ରାମପୁର (ପି.କେ ସାହୁ) : କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ପୂର୍ତ୍ତ ବିଭାଗ ଅଧିନରେ ଥିବା ମୁଖ୍ୟ ରାସ୍ତା ଶେରଗଡ଼ ନିକଟ ସାନ୍ଦୁଲ ନଦୀ ବ୍ରିଜ ଉପରେ ଆଣ୍ଠୁଏ ଉପରେ ବନ୍ୟାଜଳ ପ୍ରବାହିତ ହୋଇଛି । ଏଣୁ ଯାତାୟାତରେ ବିଭିନ୍ନ ସମସ୍ୟା ଦେଖାଦେଇଛି । ତେବେ ଭବାନୀପାଟଣାରୁ ମ. ରାମପୁରକୁ
Read More...

ବିଶ୍ୱ ଅଙ୍ଗ ଦାନ ଦିବସ ପାଳିତ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଅଙ୍ଗଦାନ ଏକ ମହତ୍ ଦାନ । ପ୍ରତିବର୍ଷ ଅଗଷ୍ଟ ମାସର ୧୩ ତାରିଖରେ ବିଶ୍ୱ ଅଙ୍ଗଦାନ ଦିବସ ପାଳନ କରାଯାଏ । ମୃତ୍ୟୁ ପରେ, ସୁସ୍ଥ ଏବଂ ମୂଲ୍ୟବାନ ଅଙ୍ଗ ଦାନ କରି ଅନ୍ୟମାନଙ୍କର ଜୀବନ ବଞ୍ଚାଇବା ପାଇଁ ଲୋକଙ୍କୁ ପ୍ରୋତ୍ସାହନ କରିବା ଏହି ଦିବସର ଉଦ୍ଦେଶ୍ୟ ।
Read More...

ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟ ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟର ସାଂସ୍କୃତିକ ପରିଷଦ ଏବଂ ଜାତୀୟ ସେବା ଯୋଜନାର ମିଳିତ ଉଦ୍ୟମରେ ହରଘର ତ୍ରିରଙ୍ଗା ଶୋଭାଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି । ସାଂସ୍କୃତିକ ପରିଷଦ ଓ ଜାତୀୟ ସେବା ଯୋଜନାର ସଂଯୋଜକଙ୍କ ପ୍ରତ୍ୟକ୍ଷ
Read More...

ପାଇକମାଲରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ

ଜାତୀୟ ପତାକାର ମାନ ରଖିବା ପାଇଁ ଦେଶର ନାଗରିକଙ୍କ କର୍ତ୍ତବ୍ୟ : ବିଡ଼ିଓ ଶ୍ରୀ ଓଦୁ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମଣ୍ଡଳ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ
Read More...

ସ୍କୁଲ୍ ନୁ କଲେଜ୍ ଗାଁ ନୁ ସହର୍ ତହଁକ୍ ପୁହୁଁଚିଲା ଘର୍ କେ ଘର୍

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : କୋଶଲୀ ଭାଷା ସାହିତ୍ୟର ଅଗ୍ରଣୀ ଅନୁଷ୍ଠାନ ତହଁକ କୁଟୁମ ବିଭିନ୍ନ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ କରି ବେଶ ଚର୍ଚ୍ଚାରେ ରହିଥାଏ । କୋଶଲୀ ଭାଷା ସାହିତ୍ୟକୁ ଛୋଟଛୁଆମାନଙ୍କ ପାଖରୁ ନେଇ ଗ୍ରାମାଞ୍ଚଳକୁ ଯାଇ ସାଧାରଣ ଜନତାଙ୍କ ପାଖରେ ଆମ ଅଞ୍ଚଳର ସାହିତ୍ୟ,
Read More...

ରତାଖଣ୍ଡିରେ “ଆସ ଆମେ ସ୍କୁଲ ଯିବା” କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରତାଖଣ୍ଡି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ "ଆସ ଆମେ ସ୍କୁଲ ଯିବା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସରୋଜ କୁମାର ବରିହା ଏହି ଅଭିଯାନର ଶୁଭ ଉଦଘାଟନ
Read More...

ପୁଇଁନ୍ତଲା ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାର ଉଦଘାଟନୀ ସଭାରେ ରତ୍ନମୟୀ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ,
Read More...

ରାଉରକେଲା କଲେଜର ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ତରଫରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ 'ତ୍ରିରଙ୍ଗା ଯାତ୍ରା' କଲେଜରୁ ବାହାରି ସେକ୍ଟର-୨ ବିଜୁ ପଟ୍ଟନାୟକ ଛକ ହୋଇ ସେକ୍ଟର-୨ ସ୍ଥିତ ୧୦୦ ମିଲିଅନ ଟନ ସ୍ମାରକୀ ଛକ ହୋଇ କଲେଜକୁ
Read More...

ଡାହିମାଲ କ୍ଲଷ୍ଟରର‌ କ୍ଲଷ୍ଟର ସ୍ତରୀୟ ଆସ ସ୍କୁଲ ଯିବା କମିଟି ଚୟନ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତେନ୍ତୁଳୀଖୁଣ୍ଟି ପଂଚାୟତ ଉଚ୍ଚ ବିଦ୍ୟାଳୟ ଡାହିମାଲଠାରେ ଡାହିମାଲ କ୍ଲଷ୍ଟରର‌ କ୍ଲଷ୍ଟର ସ୍ତରୀୟ ଆସ ସ୍କୁଲ ଯିବା କମିଟି ଚୟନ ବୈଠକରେ ସ୍ଥାନୀୟ ଡ଼ାହିମାଲ ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା ଅଧ୍ୟକ୍ଷତା କରିଥିଲେ ।ଆସ ସ୍କୁଲ ଯିବା ଉପରେ ଲକ୍ଷ୍ୟ ଓ ଉଦ୍ଦେଶ୍ୟ
Read More...

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ୨୦୨୫ ଆସନ୍ତା ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ୨୦୨୫ ଆସନ୍ତା ୧୫ ତାରିଖ ଦିନ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ହନୁମାନ ବାଟିକା ଠାରେ ଇସ୍କନ, ରାଉରକେଲା ତରଫରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଇସ୍କନ ତରଫରୁ ପଶ୍ଚିମ ଓଡିଶା
Read More...