Monthly Archives

August 2025

‘ମାସିକ ରଚନା ସନ୍ଧ୍ୟା’ରେ ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ “ମୋ ଦୃଷ୍ଟିରେ କବି ଗଙ୍ଗାଧର”…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିସମୂହରେ "ବସୁଧୈବ କୁଟୁମ୍ବକମ୍"ର ଭାବନା ଅନନ୍ତ କାଳ ଯାଏଁ ଆମକୁ ପଥ ପ୍ରଦର୍ଶନ କରିବ, ଏଥିରେ ସନ୍ଦେହ ନାହିଁ । ତାଙ୍କ କାବ୍ୟକବିତାର ଭାବଧାରା ଓ ତହିଁରେ ନିହିତ ଗଭୀର ଜୀବନ ଦର୍ଶନ ଯୁଗ ଯୁଗ ଧରି ମାନବ ଜାତିକୁ ପ୍ରେରଣା
Read More...

ନିଆରା ଢଙ୍ଗରେ ରାକ୍ଷୀ ପୂର୍ଣ୍ଣିମା ପାଳନ କଲେ ମାଁ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ

ଭବାନୀପାଟଣା : ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମାକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ମାଁ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟର କିଛି ଛାତ୍ରଛାତ୍ରୀ । ହାତରେ ଦାନ ବାକ୍ସ ନେଇ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗକୁ ବୁଲିବୁଲି ଅନାଥ ଓ ଦିବ୍ୟାଙ୍ଗ ପିଲାଙ୍କ ସହ ରାକ୍ଷୀ ପାଳନ ଉଦ୍ଦେଶ୍ୟରେ
Read More...

ସର୍ବ ଭାରତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିରର ବାଜିମାତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗୁଜୁରାଟର ମେହେସନା ସହରରେ ଅନୁଷ୍ଠିତ ହୋଇଯାଇଥିବା ସର୍ବ ଭାରତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିରର ଯୁବକମାନେ ବିଭିନ୍ନ ଓଜନ ବିଭାଗରେ ଅବତୀର୍ଣ୍ଣ ହୋଇ ସ୍ୱଣ୍ଣା, ରୌପ୍ୟ ତଥା ବ୍ରୋଞ୍ଜ ପଦକ ଲାଭ କରି ବଲାଙ୍ଗିରକୁ ଗୌରବାନ୍ୱିତ କରିଛନ୍ତି ।
Read More...

ବିଶ୍ୱ ଆଦିବାସୀ ଦିବସ ପାଳିତ

ଆଦିବାସୀ ଭାଷା ସଂସ୍କୃତି ସୁରକ୍ଷିତ ରହୁ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗୋଁଣ୍ଡୱାନା ଭବନ ଠାରେ ବିଶ୍ୱ ଆଦିବାସୀ ଦିବସ ପୌରାଂଚଳ ଆଦିବାସୀ ସମାଜ, ଅଖିଳ ଭାରାତୀୟ ଗୋଁଣ୍ଡୱାନା ଗୋଁଣ୍ଡ ମହାସଭା, ଆଦିବାସୀ କଲ୍ୟାଣ ସଂଘ, ଆଦିବାସୀ କର୍ମଚାରୀ ସଂଘ ମିଳିତ ଆନୁକୂଲ୍ୟରେ ବିଶ୍ୱ
Read More...

ଆଦିବାସୀ ଭାଷା, ସଂସ୍କୃତି, ପ୍ରଥା, ପରମ୍ପରାର ସୁରକ୍ଷା ପାଇଁ ଆହ୍ୱାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗଶର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ଅଧିନସ୍ଥ ବଙ୍ଗୋମୁଣ୍ଡା ବ୍ଲକ ମୁଖ୍ୟାଳୟ ଠାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ବୁଡୁକା ପ୍ରଗଣା ବଙ୍ଗୋମୁଣ୍ଡାର ସଭାପତି ଚକ୍ରଧର ଜାନିଙ୍କ ସଭାପତିତ୍ୱରେ ଜିଲା ଉପସଭାପତି ଶରତ ଚନ୍ଦ୍ର
Read More...

ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ବିଶ୍ୱ ସ୍ତନ୍ୟପାନ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ନାରୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ବିଶ୍ୱ ସ୍ତନ୍ୟପାନ ଦିବସ ଗୋପାଳଜୀ ମନ୍ଦିର ଠାରେ ସଭାପତି ମାଳତୀ ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଛି । ପ୍ରଥମରେ ଆଦ୍ୟାଶକ୍ତି ସ୍ୱରୂପିଣୀ ମାଁ ଦୁର୍ଗାଙ୍କର ପୂଜା
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ବିଦ୍ୟୁତ ବିଭାଗ ଦ୍ୱାରା ଅଘୋଷିତ ଘନ ଘନ ବିଦ୍ୟୁତ କାଟ ଯୋଗୁଁ ଜନସାଧାରଣ ଅସନ୍ତୋଷ ହେଉଛନ୍ତି । ତେଣୁ ସଭ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ ଏବଂ
Read More...

ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ

ଜୟପାଟଣା, (ଶେଷଦେବ ବେହେରା ) : ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ତମ ଜୟନ୍ତୀ ସମାରୋହ, ଜୟପାଟଣା ସାହିତ୍ୟ ସଂସଦ ତରଫରୁ, ସ୍ଥାନୀୟ କଲ୍ୟାଣୀ ମଣ୍ଡପ ଠାରେ ଏକ ଭବ୍ୟ ସମାବେଶ ମଧ୍ୟରେ ପାଳିତ ହୋଇଯାଇଛି । ସାହିତ୍ୟ ସଂସଦର ସଭାପତି ତୀର୍ଥରାଜ ଦଳପତିଙ୍କ ଆବାହକତ୍ୱରେ ବହୁ ସାହିତ୍ୟକ, କବି,
Read More...

ଆମ ଓଡ଼ିଶା ଗୁଡଭେଲା ଶାଖା ପକ୍ଷରୁ ରାକ୍ଷୀ ପୂର୍ଣ୍ଣିମାରେ ନିଶା ନିବାରଣ ବ୍ରତ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆମ ଓଡ଼ିଶା ଗୁଡଭେଲା ଶାଖା ପକ୍ଷରୁ ତୁଷୁରା ଗାୟତ୍ରୀ ମନ୍ଦିର ପରିସରରେ ଗାୟତ୍ରୀ ପରିବାର, ମାରୱାଡ଼ି ମହିଳା ସମିତି ଓ ଜାଗୃତି ଶାଖାର ମିଳିତ ଉଦ୍ୟମରେ ସମ୍ବାଦ ସାହିତ୍ୟ ଘରର ସଭାପତି ଡ଼ଃ ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଶ୍ରଦ୍ଧାରେ ରକ୍ଷା ବନ୍ଧନ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ)) : ସେକ୍ଟର ୧୬ ସ୍ଥିତ ଦିବ୍ୟାଙ୍ଗଙ୍କ ପ୍ରତି ସମର୍ପିତ ଶ୍ରଦ୍ଧା ଅନୁଷ୍ଠାନ ଆନୁକୂଲ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ଅନୁଷ୍ଠାନ ଛାତ୍ରୀମାନେ ନିଜ ହାତରେ ପୂର୍ବରୁ ପ୍ରସ୍ତୁତ କରିଥିବା
Read More...