Monthly Archives

August 2025

ଗୃହ ନିର୍ମାଣ ଓ ନଗର ଉନ୍ନୟନଙ୍କ ଦ୍ୱାରା ହିତାଧିକାରୀଙ୍କୁ ଆବାସ ଯୋଜନା କାର୍ଯ୍ୟାଦେଶ : ଜଙ୍ଗଲ ଜମି ପଟ୍ଟା ଓ ଭୂମିହୀନ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦା ପୌରପାଳିକା ତରଫରୁ ପୌର ପାଳିକା ଅତିଥି ଭବନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହ ଯୋଜନା (ସହରୀ) -୨.୦ କାର୍ଯ୍ୟାଦେଶ, ଜଙ୍ଗଲ ଜମି ପଟ୍ଟା ଓ ଭୂମିହୀନ ପଟ୍ଟା ବଣ୍ଟନ ସମ୍ଭନ୍ଧୀୟ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବାରିପଦା ପୌରପାଳିକା
Read More...

ଜଙ୍ଗଲ ରାସ୍ତାକଡ଼ରୁ ମିଳିଲା ମହିଳାଙ୍କ ମୃତଦେହ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ଡିମିରିମୁଣ୍ଡା ଛକରୁ ଡିମୁରିମୁଣ୍ଡା ଗାଁକୁ ଯିବା ନିଛାଟିଆ ଜଙ୍ଗଲ ରାସ୍ତା କଡ଼ରୁ ପୋଲିସ ରବିବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି । ମୃତ ମହିଳା ଜଣକ ହେଲେ ଡିମିରିମୁଣ୍ଡା ଗ୍ରାମର ବନିତା ମହାକୁଳ । ମହିଳା ଜଣକ ପରିବା
Read More...

ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର
Read More...

ବଲାଙ୍ଗିର ମାଁ ମାହେଶ୍ୱରୀ ସେନାର ଜିଲ୍ଲା ସ୍ତରୀୟ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ଜିଲ୍ଲା ମାଁ ମାହେଶ୍ୱରୀ ସେନା ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲା ମାଁ ମାହେଶ୍ୱରୀ ସେନା ସଭାପତି ମନୋଜ କରନ ଏହି ବୈଠକରେ ସଭାପତିତ୍ୱ କରି ଆଗାମୀ ଦିନରେ ମାଁ ମାହେଶ୍ୱରୀ ସେନା ଦ୍ୱାରା ହେବାକୁ ଥିବା କାର୍ଯ୍ୟପନ୍ଥା
Read More...

ଭୋଟ କେନ୍ଦ୍ର ଗୁଡ଼ିକର ପୁନଃ ବ୍ୟବସ୍ଥା କରିବା ନେଇ ସର୍ବ ଦଳୀୟ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଭୋଟ କେନ୍ଦ୍ର ଗୁଡ଼ିକର ପୁନଃ ବ୍ୟବସ୍ଥା କରାଯିବା ନେଇ ଆଜି ସ୍ଥାନୀୟ ସଦଭାବନା ଭବନଠାରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସର୍ବ ଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଭୋଟ କେନ୍ଦ୍ର ଗୁଡ଼ିକର ପୁନଃ
Read More...

ଆଦିବାସୀ ଅଧିକାର ମହାସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଦିବାସୀ ଅଧିକାର ମହାସଂଘ ବଲାଙ୍ଗିର ସମସ୍ତ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ରାହାସ ବିହାରୀ ଭୋଇଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା । ସଂଘର କାର୍ଯ୍ୟକାଳ ସମାପ୍ତ ହୋଇଥିବାରୁ ସମସ୍ତଙ୍କ ନିଷ୍ପତ୍ତି କ୍ରମେ ନୂତନ କର୍ମକର୍ତ୍ତା ଚୟନ କରାଗଲା ।
Read More...

କୁଲୁତା ସମାଜ ପକ୍ଷରୁ ବଲାଙ୍ଗିରରେ ବୃକ୍ଷରୋପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୁଲୁତା ସମାଜ ବଲାଙ୍ଗିର ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମାଜର ସଭାପତି ଶଙ୍କର୍ଷଣ ପଧାନ ଓ ସଂପାଦକ ଶାନ୍ତନୁ କୁମାର ଭୋଇଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ବୃକ୍ଷରୋପଣ କର୍ଯ୍ୟକ୍ରମ ରାମଚଣ୍ଡି ସେବା ସଦନ
Read More...

ପଣ୍ଡରାପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ପଣ୍ଡରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନନ୍ଦକିଶୋର ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକ ରେ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବିନିକାରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ପରିଚାଳନା ସମିତି ସଭାପତି ମାନନୀୟ ମାନଗୋବିନ୍ଦ ମେହେର ଦ୍ୱୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ବାରଣାସୀରେ ପି.ଏମ୍ କିଷାନର ୨୦ ତମ କିସ୍ତିର ଶୁଭାରମ୍ଭ

ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତାପି.ଏମ୍ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ମୋର ଲକ୍ଷ୍ୟଫସଲର ବିବିଧିକରଣ କରି ସରକାରଙ୍କ ଯୋଜନାର ସୁବିଧା ନେବାକୁ,
Read More...