Monthly Archives

August 2025

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ତମ ସ୍ଵାଧିନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାଠାରେ ଉପଖଣ୍ଡ ସ୍ତରୀୟ ୭୯ତମ ସ୍ୱାଧୀନତା ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ତହସିଲଦାର ତଥା ଭାରପ୍ରାପ୍ତ ଉପଜିଲ୍ଲାପାଳ ଦୀପ୍ତି
Read More...

ଦ୍ୱିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଚଳିତ ଶିକ୍ଷା ବର୍ଷର ଦ୍ଵିତୀୟ କ୍ଲଷ୍ଟର ସ୍ତରୀୟ ବୈଠକ ଅପାମରା ସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଡ଼ବନ୍ଧ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗାଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କେସିଙ୍ଗା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜ୍ଞାନ ବିଜ୍ଞାନ ମେଳା ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାହଷ ସମ୍ପତ ଛୁରିଆ ଯୋଗ ଦେଇ ଶିଶୁମାନଙ୍କୁ
Read More...

ଡାହିମାଲ କ୍ଲଷ୍ଟରର‌ ଦ୍ଵିତୀୟ କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ ଆୟୋଜିତ

ତୁଷୁରା, (ଖୁସିରାନୀ ସାହୁ) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜମ୍ଭେଲଠାରେ ଡାହିମାଲ କ୍ଲଷ୍ଟରର‌ ଦ୍ଵିତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ପ୍ରଧାନ ଶିକ୍ଷକ କ୍ରିଷ୍ଣା ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଡାହିମାଲକ୍ଲଷ୍ଟରର ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା
Read More...

ପାଟନାରେ ପିଏମ୍ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି ବଣ୍ଟନ ଅବସରରେ ଚାଷୀମାନଙ୍କୁ ସମ୍ବୋଧନ କଲେ କୃଷି ଏବଂ କୃଷକ…

କୃଷି ହେଉଛି ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଏବଂ କୃଷକମାନେ ଏହାର ଆତ୍ମା : ଶିବରାଜ ସିଂହ ଚୌହାନପିଏମ୍-କିଷାନ ଯୋଜନା ଅଧୀନରେ, ଏପର୍ଯ୍ୟନ୍ତ ୩,୭୭,୦୦୦ କୋଟିରୁ ଅଧିକ ଟଙ୍କା ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରାଯାଇଛି : ଶିବରାଜ ସିଂହ ଚୌହାନ ନୂଆଦିଲ୍ଲୀ, (ପିଆଇବି) :
Read More...

ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ…

ପିଏମ-କିଷାନର ୨୦ତମ କିସ୍ତି ପ୍ରଦାନସହଦେଶବ୍ୟାପୀ୯.୭ କୋଟିରୁ ଅଧିକ ଚାଷୀଙ୍କୁ ୨୦,୫୦୦ କୋଟିରୁଅଧିକ ଟଙ୍କା ହସ୍ତାନ୍ତର କଲେ ପ୍ରଧାନମନ୍ତ୍ରୀସରକାର କୃଷକଙ୍କ ଜୀବନ ପରିବର୍ତ୍ତନ, ଆୟ ବୃଦ୍ଧି, ଚାଷ ଖର୍ଚ୍ଚ ହ୍ରାସ ପାଇଁ ପୂର୍ଣ୍ଣ ଶକ୍ତିରେକାର୍ଯ୍ୟ କରୁଛି, ଆମେବିହନ ଠାରୁ ବଜାର ପର୍ଯ୍ୟନ୍ତ
Read More...

ବରଗଡ ମହିଳା ସମିତି ପକ୍ଷରୁ ସମ୍ବଲପୁରୀ ଦିନରେ ଦାବି

ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରାଯାଉ ବରଗଡ, (ନିରୋଜ କୁମାର ପାଣୀ) : ସାହିତ୍ୟ, ସଂସ୍କୃତିରେ ସମୃଦ୍ଧ ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଆନୁଛେଦରେ ସ୍ଥାନ ଦେବାକୁ ବହୁ ଦିନରୁ ଦାବି ହେଉଛି । କାଳ ବିଳମ୍ବ ନକରି ରାଜ୍ୟ ଓ କେନ୍ଦ୍ର ସରକାର ଏ ଦିଗରେ
Read More...

ବିଜେପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ବରଗଡ, (ନିରୋଜ କୁମାର ପାଣୀ) : ଦୀର୍ଘ ଦିନର ଅପେକ୍ଷା ପରେ ଆଜି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବିଜେପୁର ୨୦୨୫/୨୬ ଶିକ୍ଷା ବର୍ଷରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଘନଶ୍ୟାମ ସାହୁ (ଅବସର ପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅକାରୀ)ଙ୍କ ଦ୍ୱାରା ଉଦଘାଟିତ ହୋଇଥିଲା । ମୁଖ୍ୟ ବକ୍ତା ଭାବରେ
Read More...

ବାଲାଜୀ କଲେଜ ଅଫ୍‌ ନର୍ସିଂରେ ପୋସ ଦିନ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଜାତୀୟ ରାଜପଥରେ ବାଲାଜୀ କଲେଜ ଅଫ୍‌ ନର୍ସିଂ ତରଫରୁ କର୍ମକ୍ଷେତ୍ରରେ ମହିଳାମାନେ କିଭଳିି ନର୍ଯ୍ୟାତନା ନ ହେଲେ ସେ ଦିଗରେ ପୋସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନର୍ସିଂ ବିଭାଗୀୟ ମୁଖ୍ୟ ଦେବାଶିଷ ପାଣ୍ଡିଆଙ୍କ ସଂଯୋଜନାରେ ମୁଖ୍ୟ
Read More...

ପ୍ରଧାନମନ୍ତ୍ରୀ କିଶାନ ସମ୍ମାନନିଧିର ସିଧା ପ୍ରସାରଣ ଅନୁଷ୍ଠିତ : ପିଏମ୍ କିଶାନର ୨୦ତମ କିସ୍ତି ରାଶି ଚାଷୀଙ୍କୁ…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସଂସ୍କୃତି ଭବନଠାରେ କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ଓ କୃଷକ ଶସକ୍ତିକରଣ ବିଭାଗ, ସୁନ୍ଦରଗଡର ମିଳିତ ସହଯୋଗରେ ପ୍ରଧାନମନ୍ତ୍ରୀ କିଶାନ ସମ୍ମାନନିଧିର ୨୦ ତମ କିସ୍ତି ବିତରଣ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଅନୁଷ୍ଠିତ ହୋଇଥିଲା । ଉତ୍ତର ପ୍ରଦେଶରର
Read More...