ବାଲିଗୁଡା ଏନଏସିରେ କାଉନସିଲ ବୈଠକ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହଠାରେ ୧୨ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ!-->…
Read More...
Read More...