Daily Archives

ଜୟ ଦୁର୍ଗା କ୍ଲବର ନୂଆଖାଇ ଭେଟ୍

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ବାରପୁଡ଼ୁଗିଆ ଗ୍ରାମପଞ୍ଚାୟତର କେରମେଲି ଗ୍ରାମ ଠାରେ ମହା ସମାରୋହରେ ଜୟଦୂର୍ଗା କ୍ଲବ ଆନୁକୂଲ୍ୟରେ ନୂଆଖାଇ ଭେଟ୍‌ ଅନୁଷ୍ଠିତ ହୋଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦୦୦ ଲୋକ ଯୋଗ ଦେଇଥିଲେ । ସାଂସ୍କୃତିକ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗାଈ ବଳଦ ମୃତ୍ୟୁ ମାମଲା : ସାତ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ସ୍ଥାନୀୟ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପବିତ୍ର ବେହେରା ଏଡିଏମ୍‌ ବଲାଙ୍ଗିର, ତରଣୀ ସୁନା ପିଡି ବଲାଙ୍ଗିର, ଟିଟିଲାଗଡ଼ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ
Read More...

କେସିଙ୍ଗା ରେଳ କର୍ତ୍ତୃପକ୍ଷଙ୍କ ସହ ବିଜେପି କର୍ମୀଙ୍କ ବୈଠକ

କେସିଙ୍ଗା, (ପ୍ରୀତେଶ ପଟେଲ ) : ୨୯ ଅଗଷ୍ଟ ଭୁବନେଶ୍ୱର ଠାରେ ହୋଇଥିବା ଜେଡଆର୍‌ସିସି ବୈଠକରେ ରାଜ୍ୟ ସଭା ସାଂସଦ ସୁଜିତ କୁମାର ସେଠ କେସିଙ୍ଗା ରେଲୱେ ଷ୍ଟେସନର ବିଭିନ୍ନ ସମସ୍ୟା ବିଷୟରେ ଚର୍ଚ୍ଚା କରିଥିଲେ । ତେଣୁ ଆଜି ସମ୍ବଲପୁର ଡିଭିଜନରୁ ଆସିଥିବା ସିଆଇ ସତ୍ୟବ୍ରତ ସେଠଙ୍କ ସହ
Read More...

ବିଜେପି ପକ୍ଷରୁ ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିହାରର ଦରଭଙ୍ଗା ଠାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦଳ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ମା'ଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପ୍ରତିବାଦରେ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ଠାରେ କଲମପୁର
Read More...

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୩୮ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦାଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ
Read More...

୮ ଫୁଟିଆ ଅଜଗର ସାପ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଭାରତ ପେଟ୍ରୋଲିୟମ ପାଖରେ କେନ୍ଦୁଭଟ୍ଟା ଛକ ନିକଟରେ ସକାଳେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି । ପାଇକମାଲ ସ୍ନେକ ହେଲ୍ଫ ଲାଇନ ଚିମନଲାଲ କଟାପଲିଆ ଓ ବନବିଭାଗ ମିଳିତ ଭାବରେ ଉଦ୍ଧାର କରି ନିକଟସ୍ଥ ଗନ୍ଧମାର୍ଦ୍ଦନ ପର୍ବତ ଉପରେ
Read More...

ଗୋଇମୁଣ୍ଡରେ ୪୯ତମ ଦୁର୍ଗାପୂଜା ପାଇଁ ମାଟି ଅନୁକୂଳ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମରେ ୪୯ତମ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ମାଁଙ୍କ ମୃଣ୍ମୟୀ ମୂର୍ତ୍ତି ତିଆରି ପାଇଁ ମୃତ୍ତିକା ଅନୁକୂଳ କରାଯାଇଥିଲା । ଯଥାରୀତି ପୂଜାର୍ଚ୍ଚନା କରାଯିବା ପରେ ଗ୍ରାମର ଟଙ୍ଗଜୋର
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ ଡକ୍ଟରେଟ ଉପାଧି ଲାଭ

ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦ ଡକ୍ଟରେଟ ଉପାଧି ଲାଭ କରିଛନ୍ତି । ସେ ଆମ ଅଞ୍ଚଳର ଜଣେ ଶିକ୍ଷକ୍ଷବିତ,
Read More...

ଅଧିକ ଆସନ, ଅଧିକ ସୁବିଧା : ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ନୂଆ ସୁବିଧା

ନୂଆଦିଲ୍ଲୀ, (ପିଆଇବି) : ପୂର୍ବତଟ ରେଳପଥ ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଟ୍ରେନ ନଂ ୧୨୮୯୨/୧୨୮୯୧ ପୁରୀ-ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସରେ ଏକ ଅତିରିକ୍ତ ନନ୍-ଏସି ଚେୟାର କାର କୋଚ୍ ସ୍ଥାୟୀ ଭାବରେ ସଂଯୋଗ କରିବାକୁ ଘୋଷଣା କରିଛି । ସଂଶୋଧିତ
Read More...

ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ସ୍ମୃତି ସଭା ଅନୁଷ୍ଠିତ

ରାମଜୀ ନାଟକ ସଂସଦରୁ ଆରମ୍ଭ କରିଥିଲେ କଳାକାର ଜୀବନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଂଚମ ଅନୁଷ୍ଠାନଠାରେ ରାମଜୀ ନାଟକ ସଂସଦ ଦ୍ୱାରା ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା । ଗୁରୁ ବାଳମୁକୁନ୍ଦ ବେହେରା ଦ୍ୱୀପ ପ୍ରଜ୍ଜଳନ କରି ପଦ୍ମଶ୍ରୀ ବିନୋଦ ପଶାୟତଙ୍କ
Read More...