Daily Archives

ବାଗବାହାଲିରେ ବିଜେପିର ବିରାଟ ମିଶ୍ରଣ ପର୍ବ ଓ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

ବରିଷ୍ଠ ବିଜେଡି ନେତା ବୁଦ୍ଧଦେବ ମହାକୁରଙ୍କ ସହ ଶତାଧିକ ବିଜେଡି କର୍ମୀଙ୍କ ବିଜେପିରେ ଯୋଗଦାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ପଞ୍ଚାୟତ ବାଗବାହାଲି ଗ୍ରାମରେ ବ୍ଲକ ବିଜେପିର ବିରାଟ ମିଶ୍ରଣ ପର୍ବ ଓ ନୂଆଁଖାଇ ଭେଟଘାଟ
Read More...

ସାରସପଡ଼ା ଗ୍ରାମର ଅବସରପ୍ରାପ୍ତ ବ୍ଲକ କର୍ମଚାରୀ ନିରଞ୍ଜନ ତାଣ୍ଡିଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତ ସାରସପଡ଼ା ଗ୍ରାମର ବରିଷ୍ଠ ବ୍ୟକ୍ତି ତଥା ଅବସରପ୍ରାପ୍ତ ବ୍ଲକ କର୍ମଚାରୀ ନିରଞ୍ଜନ ତାଣ୍ଡି(୯୫)ଙ୍କ ଶୁକ୍ରବାର ସକାଳେ ସାରସପଡ଼ା ସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି । କିଛି ଦିନ ତଳେ
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ମାନରେ ସମ୍ମାନିତ ହେଲେ ଟିଟିଲାଗଡ଼ର ଶିକ୍ଷୟତ୍ରୀ ନିରୁପମା ତ୍ରିପାଠୀ ଓ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ବଲାଙ୍ଗିରର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ଟିଟିଲାଗଡ଼ ଘଣ୍ଟାଶୁଣି ସରକାରୀ ଉଚ୍ଚ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ଗୁରୁ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି ।ଏହି ଅବସରରେ ହୁମ୍ମା ସ୍ଥିତ ବୀରଭଦ୍ର ଉଚ୍ଚବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦୁର୍ଗାପ୍ରସାଦ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ଗୁରୁ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନୀତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସେପ୍ଟେମ୍ବର ୫ ତାରିଖ ପବିତ୍ର ଗୁରୁଦିବସ ସର୍ବତ୍ର ପାଳିତ ହୋଇଯାଇଛି । ଏହି ଅବସରରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଗୁରୁ ଦିବସ ସମାରୋହ ତଥା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ମାନୀତ କାର୍ଯ୍ୟକ୍ରମ ବର୍ଣ୍ଣାଢ଼୍ୟ ଉତ୍ସବରେ ଜିଲ୍ଲା ସଦର ମହକୁମା
Read More...

ନାରାୟନ ପ୍ଲେ ସ୍କୁଲରେ ଗୁରୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପେଲେସଲାଇନ୍ ସ୍ଥିତ ନାରାୟନ ପ୍ଲେ ସ୍କୁଲରେ ବଡ଼ ଧୁମଧାମରେ ଗୁରୁ ଦିବସ ପାଳିତ ହୋଇଯାଇଛି ।ସ୍କୁଲର ପ୍ରିନ୍ସିପାଲ ଦିବ୍ୟା ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ଗୁରୁ ଦିବସ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ ଓ
Read More...

ଟାଙ୍ଗଣାପଲ୍ଲୀ ବାଳିକା ଉଚ୍ଚବିଦ୍ୟାଳୟରେ ୨୦ତମ ଆଞ୍ଚଳିକ ଗୁରୁ ପୂଜନ ସମାରୋହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଟାଙ୍ଗଣା ପଲ୍ଲୀ ହରାଗୌରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଆଞ୍ଚଳିକ ସ୍ତରୀୟ ୨୦ତମ ଗୁରୁପୂଜନ ସମାରୋହ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଟାଙ୍ଗଣା ପଲ୍ଲୀ ଅଂଚଳର ବିଭିନ୍ନ ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ତଥା
Read More...

ପୋଖରୀରେ ବୁଡି ଦୁଇ ଭାଇ ମୃତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଞ୍ଚି ପଦର ଗ୍ରାମର ଏକ ଦୁଃଖଦ ଘଟଣା ପାଇଁ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଗ୍ରାମର ଦୁଇ ଭାଇ ରାଧାକାନ୍ତ ରଣା (୧୨) ଏବଂ ସୀତାକାନ୍ତ ରଣା (୯) ଘରେ କେହି ନଥିବାବେଳେ ଗାଁ
Read More...

ପୈଗମ୍ବର ମହମ୍ମଦଙ୍କ ୧୫୦୦ତମ ଜୟନ୍ତୀ ପାଳନ ଓ ଶୋଭାଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ମୁସଲମାନ ସମ୍ପ୍ରଦାୟର ଧର୍ମଗୁରୁ ପୈଗମ୍ବର ମହମ୍ମଦଙ୍କ ୧୫୦୦ତମ ଜୟନ୍ତୀ ପାଳନ ଅବସରରେ ସେକ୍ଟର ୨୦ ଆଜାଦ୍ ବସ୍ତି ଠାରୁ ଆମ୍ବାଗାନ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ଶୋଭାଯାତ୍ରା ସେକ୍ଟର ୨୦ ଆଜାଦ ବସ୍ତିରୁ ଆରମ୍ଭ ହୋଇ ୨୦ ନମ୍ବର ଡି
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଗୁରୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ପବିତ୍ର ଗୁରୁ ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ଏହି ଉପଲକ୍ଷେ ଅନୁଷ୍ଠିତ ସଭାର ସଭାପତିତ୍ୱ କରିଥିଲାବେଳେ
Read More...