Daily Archives

କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

ଦେଓଗାଁ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଡଙ୍ଗରପଡା କ୍ଲଷ୍ଟରର ତୃତୀୟ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଲାସପୁର ଠାରେ ପ୍ରଧାନ ଶିକ୍ଷକ ନିକୁଞ୍ଜ ବିହାରୀ ହରପାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ରାଜ୍ୟ ସ୍ତରୀୟ ଗୁରୁପୂଜାନୋତ୍ସବରେ ଶିକ୍ଷକ ଗୋଲାପ ବିଶି ଓ ସନ୍ତୋଷ କୁମାର ଭୋଇ ସମ୍ମାନିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଖାରବେଳ ନଗର, ଭୁବନେଶ୍ୱର ଦ୍ୱାରା ରାଜ୍ୟ ସ୍ତରୀୟ ଗୁରୁପୂଜାନୋତ୍ସବ ସୋନପୁର ଠାରେ ଆୟୋଜନ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ମୁଖ୍ୟ ସଚେତକ ଓଡିଶା ସରକାର ସରୋଜ କୁମାର ପ୍ରଧାନ, ସମ୍ମାନୀତ ଅତିଥି
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହେଲେ ସହକାରୀ ଶିକ୍ଷକ ଭାଗ୍ୟବାନ ବାଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ପବିତ୍ର ଗୁରୁ ଦିବସ ଅବସରରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଭାଗ୍ୟବାନ ବାଗ ସ୍କୁଲ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ମନୋନୀତ ହୋଇ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ
Read More...

ମର୍ଯ୍ୟାଦା ଜନକ ଗୁରୁ ଗୌରବ ସମ୍ମାନ ପାଇଲେ ଆଦର୍ଶ ଶିକ୍ଷକ ଆଶୁକବି ଡ. ହେମନ୍ତ କୁମାର ଦାଶ

ତୁଷୁରା, (କେପିଏନ୍‌ଏସ୍‌) : ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିର ଆନୁକୂଲ୍ୟରେ ପଞ୍ଚାୟତ ମହାବିଦ୍ୟାଳୟ ବେଲପଡା ଠାରେ ରାଜ୍ୟ ସ୍ତରୀୟ ପବିତ୍ର ଗୁରୁ ଦିବସ ଓ ନୂଆଁଖାଇ ଭେଟ୍‌ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ମୁଖ୍ୟ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ମହୀପୁର ଆଶ୍ରମ ବିଦ୍ୟାଳୟ ଠାରେ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ମହୀପୁର ଆଶ୍ରମ ବିଦ୍ୟାଳୟ ଠାରେ ସ୍ଥାନୀୟ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏବିଇଓ ବିପିନ ବାଗ
Read More...

କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ କପସିଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ତାଣ୍ଡିଗାଁ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କପସିଲା ସିଆର୍‌ସିସି ଶ୍ରୀଯୁକ୍ତ ସୁଧାଂଶୁ ପୁଟା ତାଲିମ କାର୍ଯ୍ୟକ୍ରମ ପରିଚାଳନା ଓ ସ୍କୁଲର ପ୍ରଧାନ ଶିକ୍ଷକ ଦାଶରଥି
Read More...

ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ୍‌ ପକ୍ଷରୁ ଗୁରୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଠାରେ ୧୯୭୭ ସାମାଜିକ ଓ ସାଂସ୍କୃତିକ ସଂଘ ପକ୍ଷରୁ ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସଂଘ ତରଫରୁ ରଚନା ଲିଖନ ଓ ତର୍କ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରମାନଙ୍କୁ ପ୍ରମାଣପତ୍ର ସହ ଟ୍ରଫି
Read More...

ଚଳିତ ବର୍ଷର ମର୍ଯ୍ୟାଦା ଜନକ ଶିକ୍ଷକ ରତ୍ନ ଉପାଧି ପାଇଲେ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼ ଆଦର୍ଶପଡା ବଲାଙ୍ଗିର ରାଜ୍ୟ ସ୍ତରୀୟ ଚତୁର୍ଥ ବାର୍ଷିକ ଉତ୍ସବ, ଗୁରୁ ପୂଜନ, ପ୍ରତିଭା ସମ୍ମାନ ଓ ନୂଆଖାଇ ଭେଟ୍‌ଘାଟ୍‌-୨୦୨୫ ପବିତ୍ର ଗୁରୁ ଦିବସରେ ପଞ୍ଚାୟତ ସମିତି ମହାବିଦ୍ୟାଳୟ ବେଲପଡ଼ା
Read More...

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପବିତ୍ର ଗୁରୁ ଦିବସ ଓ ଭୂମିଦାତା ସ୍ୱର୍ଗତ କେଶୋରାମ କେଡିଆଙ୍କ…

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପବିତ୍ର ଗୁରୁ ଦିବସ ଓ ଭୂମିଦାତା ସ୍ୱର୍ଗତ କେଶୋରାମ କେଡିଆଙ୍କ ଜୟନ୍ତୀ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ଗାଳ୍ପିକା ମିନାକ୍ଷୀରାଣୀ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟତ୍ରୀ ଶ୍ରୀମତୀ ମିନାକ୍ଷୀରାଣୀ ମିଶ୍ର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୪ ଲାଭ କରିଛନ୍ତି । ଶିକ୍ଷାଦାନରେ ନିଜର ଉତ୍କୃଷ୍ଟତା ପାଇଁ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ
Read More...