Daily Archives

ଜାତିସଂଘ ମାନବାଧିକାର ପରିଷଦରେ ସ୍ୱିଜରଲ୍ୟାଣ୍ଡକୁ ଦୃଢ଼ ଜବାବ ଦେଲା ଭାରତ

• ଭାରତର ସଂଖ୍ୟାଲଘୁଙ୍କ ବିଷୟରେ କହିବା ପରିବର୍ତ୍ତେ ସ୍ୱିଜରଲ୍ୟାଣ୍ଡ ନିଜ ଦେଶର ବର୍ଣ୍ଣବୈଷମ୍ୟ ସମସ୍ୟା ପ୍ରତି ଧ୍ୟାନ ଦେଉ : ଭାରତୀୟ ପ୍ରତିନିଧି ନୂଆଦିଲ୍ଲୀ, (ପିଆଇବି) : ଜାତିସଂଘ ମାନବାଧିକାର ପରିଷଦ ବୈଠକରେ ଭାରତରେ ସଂଖ୍ୟାଲଘୁଙ୍କ ପ୍ରତି ହେଉଥିବା ବ୍ୟବହାର ସମ୍ପର୍କରେ
Read More...

ଉତ୍ତରାଖଣ୍ଡ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ବନ୍ୟା-ପ୍ରଭାବିତ ଅଞ୍ଚଳ ପାଇଁ ୧୨୦୦ କୋଟି ଟଙ୍କା ଆର୍ଥିକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀମୃତକ ପରିବାର ପାଇଁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପା ସହାୟତାସାମ୍ପ୍ରତିକ ବନ୍ୟା ଓ ଭୂସ୍ଖଳନରେ ଅନାଥ ପିଲାମାନଙ୍କ ପାଇଁ ‘ପ୍ରଧାନମନ୍ତ୍ରୀ ଶିଶୁ ଯତ୍ନ ଯୋଜନା’ ଅଧୀନରେ
Read More...

ପଦ୍ମପୁର ଜିଲ୍ଲା କୃଷି ବିଭାଗରେ ୨୨ ଲକ୍ଷ ୩୦ ହଜାର ଟଙ୍କା ଘୋଟାଲା : କିରାଣୀ ଗିରଫ, ପିଅନ ଫେରାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟରେ ଏକ ବଡ ରକମର କେଳେଙ୍କାରୀ ସାମ୍ନାକୁ ଆସିଛି । ଏହି ଅଫିସର ବରିଷ୍ଠ କିରାଣୀ ଓ ପିଅନ ମିଶି ଲକ୍ଷାଧିକ ଟଙ୍କା ଉଠାଇ ନେଇଥିବା ପଦ୍ମପୁର ଥାନାରେ ଜିଲ୍ଲା କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡା ଲିଖିତ ଅଭିଯୋଗ
Read More...

ନିଖିଳ ଉତ୍କଳ କୈବର୍ତ୍ତ ସମାଜର ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ କୈବର୍ତ୍ତ ସମାଜ ରାଉରକେଲାର ୨୫ତମ ପ୍ରତିଷ୍ଠା ଦିବସ ସେକ୍ଟର ୬ ସ୍ଥିତ ଶାରଳା ମନ୍ଦିର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସମାଜର ସଭାପତି ଅର୍ଜୁନ ଚରଣ ସାହୁଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଭ୍ରମରବର ବେହେରାଙ୍କ ଆବାହକତ୍ୱ ଓ ନଟବର
Read More...