Daily Archives

ଜୋନ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ଖେଳପଡିଆ ପରିସରରେ ଜୋନ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜୟପାଟଣା ବ୍ଲକ ଚାରିଗୋଟି ଜୋନରୁ ୨୭ଗୋଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦେଇ କବାଡି, ଖୋଖୋ, ଭଲିବଲ, ଫୂଟବଲ, ବ୍ୟାଡ଼ମିଂଟନ ପ୍ରଭୁତି
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ ଆନୁକୂଲ୍ୟରେ "ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ" ଶନିବାର ପାଳିତ ହୋଇଯାଇଛି । ଏହି ଦିନର ବିଷୟବସ୍ତୁ ଥିଲା ପ୍ରାଥମିକ ଚିକିତ୍ସା ଓ ଜଳବାୟୁ
Read More...

ଛତ୍ରପୁର ପ୍ରେସ କ୍ଲବର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଗତ ଥର ପରି ଚଳିତ ଥର ପୁଣି ଥରେ ଦ୍ଵି-ବାର୍ଷିକ ଛତ୍ରପୁର ପ୍ରେସ କ୍ଲବର ନୂତନ କର୍ମକର୍ତ୍ତା ନିର୍ବାଚନ ଶୃଙ୍ଖଳିତ ଓ ଅନୁଶାସିତ ସମ୍ବିଧାନ ପ୍ରକ୍ରିୟା ଧାରାରେ ଭୋଟ ଗ୍ରହଣ ମାଧ୍ୟମରେ ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୋଟ ୨୪ ଜଣ
Read More...

ବିଜେଡି କର୍ମୀଙ୍କ ବିଜେପିରେ ଯୋଗଦାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଚିକିଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳ ବିଜେଡ଼ି ଗଡ଼ ଭାବେ ପରିଗଣିତ ହୋଇଆସିଥିବା ବେଳେ ଧୀରେ ଧୀରେ ଏହି ଅଞ୍ଚଳରେ ବିଜେଡ଼ି ଗଡ଼ ଧସିବାରେ ଲାଗିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ଆସିଥିବା
Read More...

ରାଉରକେଲା ଷ୍ଟିଲ୍ ସିଟିର ରୋଟାରୀ କ୍ଲବ ତରଫରୁ ଡିଏଭି ପବ୍ଲିକ ସ୍କୁଲରେ ଶିକ୍ଷକ ତାଲିମ ସେମିନାର

ରାଉରକେଲା, (ସସ୍ମିତା ପ୍ରଧାନ) : ଶିକ୍ଷା ମାଧ୍ୟମରେ ସାମୁଦାୟିକ ବିକାଶ ପ୍ରତି ଏହାର ନିରନ୍ତର ପ୍ରତିବଦ୍ଧତାର ଅଂଶ ସ୍ୱରୂପ, ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ୍ ସିଟି ସେକ୍ଟର-୧୬ ସ୍ଥିତ ଡିଏଭି ପବ୍ଲିକ୍ ସ୍କୁଲଠାରେ ଏକ ଶିକ୍ଷକ ତାଲିମ ସେମିନାର ସଫଳତାର ସହିତ ଆୟୋଜିତ ହୋଇଯାଇଛି ।
Read More...

ଭିସୁଟ, ବୁର୍ଲାର ୧୬ତମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

• ଓଡ଼ିଶାରେ ‘ନ୍ୟୁ ଏଜ୍ ଅର୍ଥନୀତି’ର ନେତୃତ୍ୱ ନେବ ଭିସୁଟ - ଧର୍ମେନ୍ଦ୍ର ପ୍ରଧାନ• ମାନ୍ୟବର ରାଜ୍ୟପାଳ ଡଃ. ହରିବାବୁ କମ୍ଭମପାଟି, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଓ ସମ୍ବଲପୁର
Read More...

ଏନ୍‌ପିଏସ୍‌ ଶିକ୍ଷକ ସଂଘର ପ୍ରତିବାଦ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗିର ଜିଲ୍ଲା ହାଇସ୍କୁଲ ଏନ୍‌ପିଏସ୍‌ (ନୂତନ ପେନସନ ସ୍କିମ) ଶିକ୍ଷକ ସଂଘ ତରଫରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରବଳ ବର୍ଷା ସତ୍ତ୍ୱେ ଏହି ସଭାରେ ବଲାଙ୍ଗିର ଜିଲ୍ଲାର ସମସ୍ତ ୧୪ଗୋଟି
Read More...

ସକାରାତ୍ମକ ଚିନ୍ତାଧାରା ଦିବସ

ଡେ଼ଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : "ସକାରାତ୍ମକ ଚିନ୍ତାଧାରା ଦିବସ" ପ୍ରତିବର୍ଷ ୧୩ ସେପ୍ଟେମ୍ବରରେ ପାଳନ କରାଯାଏ । ଏହି ଦିବସଟି ସକାରାତ୍ମକ ଚିନ୍ତାଧାରାର ଶକ୍ତି ଏବଂ ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଆଣିଥିବା ଲାଭ ଉପରେ ଧ୍ୟାନ ଦେବା ପାଇଁ ଉତ୍ସର୍ଗୀକୃତ ଅଟେ । ଏହି ଉତ୍ସବ
Read More...

୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତାରେ ବଲାଙ୍ଗିରର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତା ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ୧୦ରୁ ୧୨ ତାରିଖ କେନ୍ଦୁଝର ବଡବିଲ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଉଷୁ ଦଳ ଚମତ୍କାର ପ୍ରଦର୍ଶନ କରିଛନ୍ତି । ହିମାନି ହୋତା ବ୍ରୋଞ୍ଜ
Read More...

ରାଜ୍ୟସ୍ତରୀୟ ଟାଇକଣ୍ଡୋ ସ୍କୁଲ ଗେମରେ ବଲାଙ୍ଗିରକୁୁ ୬ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦୁଝର ଜିଲ୍ଲା ବଡବିଲ ସ୍ଥିତ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପ୍ରତିଯୋଗିତା ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛ । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ସଂପାଦକ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ
Read More...