ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର, ପରିସରରେ ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥି ପରିଚୟ ସହ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ । ଅନୁଷ୍ଠାନର ସଭାପତି ପଦ୍ମଚରଣ ସାହୁ ସଭାପତିତ୍ଵ କରିଥିଲା!-->…
Read More...
Read More...