Daily Archives

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ…

• ପ୍ରଧାନମନ୍ତ୍ରୀ ମୋଦୀଙ୍କ ରାଷ୍ଟ୍ର ନିର୍ମାଣ ପ୍ରତି ଜୀବନବ୍ୟାପୀ ସମର୍ପଣ ଏବଂ କର୍ମଯୋଗର ଭାବନା କାର୍ଯ୍ୟକ୍ରମରେ ହେବ ପ୍ରଦର୍ଶିତ : ଅଶ୍ୱିନୀ ବୈଷ୍ଣବ• ଭାରତର ଗ୍ରାମାଞ୍ଚଳରେ ହୋଇଥିବା ବିକାଶ ଉପରେ କ୍ଷୁଦ୍ର ଚଳଚ୍ଚିତ୍ର ଏବଂ ‘ମେରା ଗାଁଓ ଆଜ୍’ ଧାରାବାହିକହେଲା ଉନ୍ମୋଚନ
Read More...

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଆଇଆଇଏମସି ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

ଭୁବନେଶ୍ୱର, (ପିଆଇବି) : ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ସଚେତନତା ସୃଷ୍ଟି କରିବା ଲାଗି ଆସନ୍ତା ଅକ୍ଟୋବର ପ୍ରଥମ ସପ୍ତାହରେ ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ପ୍ରତିଷ୍ଠାନ (ଆଇଆଇଏମସି) ପରିସରରେ ଫଟୋଗ୍ରାଫି ପ୍ରତିଯୋଗିତା ଆୟୋଜନ କରାଯିବ। ଏଥିପାଇଁ ଫଟୋ ପଠାଇବାର ଶେଷ
Read More...

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ

ପ୍ରଧାନମନ୍ତ୍ରୀ ହେଉଛନ୍ତି ତ୍ୟାଗ ଏବଂ ସମର୍ପଣର ପ୍ରତୀକ ଏବଂ ଲକ୍ଷ ଲକ୍ଷ ଦେଶବାସୀଙ୍କ ପାଇଁ ପ୍ରେରଣାଦେଶବାସୀଙ୍କ କଲ୍ୟାଣ ପାଇଁ ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ନିରନ୍ତର ସେବାରେ ନିୟୋଜିତ ପ୍ରଧାନମନ୍ତ୍ରୀ ମୋଦୀ, ପ୍ରତ୍ୟେକ ନାଗରିକଙ୍କ ପାଇଁ 'ରାଷ୍ଟ୍ର ପ୍ରଥମ' ର ଜୀବନ୍ତ ପ୍ରେରଣା
Read More...

ଗଜବନ୍ଧରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନର ଶୁଭାରମ୍ଭ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଏଚ୍‌ଓ ସନ୍ତୋଷିନୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

କଳିଙ୍ଗା ଘାଟିରେ ଭୂ-ସ୍ଖଳନ ଘଟଣା : ମରାମତି କାମ ପରିଦର୍ଶନ କଲେ କନ୍ଧମାଳ ଜିଲ୍ଲାପାଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଦେଇ ଯାଇଥିବା୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ ଖାଲ ହୋଇଛି । ବୁଧବାର ଠାରୁ ଜାତୀୟ ରାଜପଥ
Read More...

ମାହେଶ୍ୱରୀ ଆଇ.ଟି.ଆଇରେ ବିଶ୍ୱକର୍ମା ପୂଜା

ଟିଟିଲାଗଡ଼ : ଟିଟିଲାଗଡ଼ ବାନ୍ଦୁପଲା ସ୍ଥିତ ମାହେଶ୍ୱରୀ ଆଇ.ଟି.ଆଇରେ ଚଳିତ ବର୍ଷ ବହୁ ଆଡ଼ମ୍ବରରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଅନୁଷ୍ଠାନର ସମ୍ପାଦକ ଇଂ. ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନର ଅଧ୍ୟକ୍ଷ ଇଂ. ଦେବବ୍ରତ ଛତର ଓ ସହ ଧର୍ମିଣୀ
Read More...

ପୁଣି ସ୍ଥିତି ଜାହିର୍ କଲା ଲାଲ୍ ବାହିନୀ : ଆସନ୍ତା ୨୧ରୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାନର ମାଧ୍ୟମରେ ଆହ୍ୱାନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କିଛି ଦିନର ନିରବତା ପରେ ବ୍ୟାନର ଜାରି କରି ପୁଣିଥରେ ସ୍ଥିତି ଜାହିର କଲା ଲାଲ୍ ବାହିନୀ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା, ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଏକାଧିକ
Read More...

ସଂଯୁକ୍ତ କୃଷକ ସଂଗଠନ ତରଫରୁ ରାମଚଣ୍ତି ମନ୍ଦିରରେ ନୂଆଖାଇ ଭେଟଘାଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସଂଯୁକ୍ତ କୃଷକ ସଂଗଠନ ତରଫରୁ ପଶ୍ଚିମ ଓଡିଶା ପବିତ୍ର ପୀଠ ନୃସିଂହନାଥ ରାମଚଣ୍ଡୀ ମନ୍ଦିର ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପ୍ରଗତିଶୀଳ ୧୭ ଗୋଟି କୃଷକ ସଂଗଠନର ୪୦୦
Read More...

ବୁରୋମୁଣ୍ଡା ହାଇସ୍କୁଲରେ ହିନ୍ଦୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ବୁରୋମୁଣ୍ତା ସରକାରୀ ରାଜ କୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ରାମକୁମାର ପଟେଲ ଏହି ଦିବସର
Read More...

ପାଇକମାଲ ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର ଛେତଗାଁ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଧାନ ଶିକ୍ଷକ ରାଜକୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଚୟନ ଶିବିରରେ ମୁଖ୍ୟ ଅତିଥି ଅଦନ ସୁନା ବିଇିଓ
Read More...