Daily Archives

ଛତ୍ରପୁର ଥାନା ସୁନ୍ଦରପୁର ଗ୍ରାମରୁ ମିଳିତ ଚଢ଼ାଉ ବେଳେ ଲକ୍ଷାଧିକ ଟଙ୍କାର ବାଣ ଜବତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଥାନା ଅଧୀନସ୍ଥ ସୁନ୍ଦରପୁର ଗ୍ରାମରୁ ଲକ୍ଷାଧିକ ଟଙ୍କାର ବାଣ ଜବତ କରାଯାଇଛି । ଛତ୍ରପୁର ଥାନା ପୋଲିସ ଓ ମାଜିଷ୍ଟ୍ରେଟ ମିଳିତ ଚଢ଼ାଉ କରି ସୁନ୍ଦରପୁର ଗ୍ରାମ ଟାୱାର ସାହିର ପପୁନ ପାତ୍ରଙ୍କ ତିନୋଟି ଘରୁ ବେଆଇନ ବାଣ ଗଚ୍ଛିତ ଥିବା ଏବଂ
Read More...

ମାଣିକ୍ୟ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଶିଶୁ ବିକାଶ କେନ୍ଦ୍ରର ୪୦ ବର୍ଷ ପୂରଣ ଅବସରରେ ମାଣିକ୍ୟ ଜୟନ୍ତୀର ଉଦ୍‌ଯାପନୀ କାର୍ଯ୍ୟକ୍ରମ ପାଇଁ ଶିକ୍ଷାବିତ୍‌ କପିଳ ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ କାର୍ଯ୍ୟକ୍ରମ
Read More...

ପୌର ପରିଷଦର ଦୁର୍ନିତୀକୁ ଲୋକ ଲୋଚନକୁ ଆଣିବା ପାଇଁ ନଗର କଂଗ୍ରେସର ପଥପ୍ରାନ୍ତ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୌର ପରିଷଦର ଦୁର୍ନିତୀକୁ ଲୋକ ଲୋଚନକୁ ଆଣିବା ପାଇଁ ନଗର କଂଗ୍ରେସ ପକ୍ଷରୁ ପଥପ୍ରାନ୍ତ ସଭାର ଆୟୋଜନ କରାଯାଇଛି । ବଲାଙ୍ଗିର ସହରର ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ପୌର ପାଳିକାର ଧ୍ୟାନ ନାହିଁ ବରଂ ଲୋକଙ୍କର ସମସ୍ୟା ହେଲେ କୁମ୍ଭୀର କାନ୍ଦଣା
Read More...

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ହାତେଇବା ପାଇଁ ଉଦ୍ୟମ କରିବା ଅଭିଯୋଗରେ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାରେ ପୁଣି ଜାଲ୍‌ ସାର୍ଟିଫିକେଟ ମାମଲା । ଦୁଇଦିନ ହେଲା କ୍ରାଇମବ୍ରାଞ୍ଚ ବଲାଙ୍ଗିର ଜିଲାରେ ଡେରା ପକାଇ ବିଭିନ୍ନ ଅଫିସକୁ ଅଫିସ ଯାଇ ନକଲି ସାର୍ଟିଫିକେଟର ଯାଂଚ କରୁଥିଲା । ଆଜି ଏହି ମାମଲାରେ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗିରଫ କରି
Read More...

ଡେଲାଙ୍ଗରେ ଦେବଶିଳ୍ପୀ ବିଶ୍ୱକର୍ମା ପୂଜା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଭଗବାନ ବିଶ୍ୱକର୍ମା ଏ ବିଶ୍ୱର ନିର୍ମାଣ କର୍ତ୍ତା । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ଦେବଶିଳ୍ପୀ ବିଶ୍ୱକର୍ମା କନ୍ୟା ସଂକ୍ରାନ୍ତି ଦିନ ମର୍ତ୍ତ୍ୟ ମଣ୍ଡଳରେ ଆବିର୍ଭୂତ ହୋଇଥିଲେ । ଭଗବାନ ବିଶ୍ୱକର୍ମା ସ୍ୱୟଂ ବଢ଼େଇ ରୂପରେ ଭକ୍ତ ମନୋବାଞ୍ଛା
Read More...

ଏକ ପେଡ ମା’ କେ ନାମ ୨.୦ ଅଭିଯାନର ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକ ପକ୍ଷରୁ ରେଞ୍ଚ, ଅରିଶଲ ଠାରେ ଏକ ପେଡ ମା' କେ ନାମ ୨.୦ ଅଭିଯାନର ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର ଓ ପିପିଲି ବିଧାୟକ ଆଶ୍ରିତ
Read More...

ବିଭିନ୍ନ ପଞ୍ଚାୟତରେ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ଡେଲାଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତ, ସ୍କୁଲ କଲେଜ ଓ ଅଙ୍ଗନୱାଡି, ସ୍ୱାସ୍ଥ୍ୟ କେନ୍ଦ୍ର, ସରକାରୀ ଅନୁଷ୍ଠାନରେ ମା' ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ
Read More...

ଖଇରାରେ ବ୍ଲକସ୍ତରୀୟ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ : ଯୋଗଦେଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଖଇରା ଗ୍ରାମରେ ଥିବା ସତ୍ୟମହିମା ସଂସ୍କୃତ ବିଦ୍ୟାପୀଠ ପରିସରରେ ବ୍ଲକସ୍ତରୀୟ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ
Read More...

ବିକାଶ ଶାଖା ଦ୍ୱାରା ବୃକ୍ଷରୋପଣ

କଣ୍ଟାବାଞ୍ଜି, (ଅର୍ଜୁନ କୁମାର ହଂସ) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଆହ୍ୱାନରେ "ଏକ ପେଡ ମା’ କେ ନାମ” ଅଭିଯାନରେ ୭୫ ଲକ୍ଷ ଗଛ ଲଗାଇବାର କାର୍ଯ୍ୟକ୍ରମ ହେଉଛି । ଏହି ଅବସରରେ ମାରୱାଡି ଯୁବାମଞ୍ଚ,
Read More...

ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ ପକ୍ଷରୁ ‘ଏକ୍ ପେଡ୍ ମା କେ ନାମ’ କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଶାଖା ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ 'ଏକ୍ ପେଡ୍ ମା କେ ନାମ' ୨.୦ କାର୍ଯ୍ୟକ୍ରମରେ ବୃକ୍ଷ ରୋପଣ
Read More...