Daily Archives

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମାଁ ପାଇଁ ଗଛଟିଏ ୨.୦ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଷଷ୍ଠରୁ ଅଷ୍ଟମ ଶ୍ରେଣୀର ମୋଟ ୫୦ଜଣ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କରିଥିଲେ । ଏଥିରେ
Read More...

ମାୟାବର୍ହା ହାଇସ୍କୁଲଠାରେ “ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ "ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ‘ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ’

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ 'ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ ତତ୍ୱାବଧାନରେ ମହାବିଦ୍ୟାଳୟର ପରିସରରେ ସମସ୍ତ ଅଧ୍ୟାପକ
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ
Read More...

ମା’ ଦୁର୍ଗାଦେବୀଙ୍କ ପୀଠରେ ଶୁଭ ଖୁଣ୍ଟି ସ୍ଥାପନ : ସପ୍ତମୀ ଠାରୁ ପୂଜା ଆରମ୍ଭ ପାଇଁ ବ୍ୟାପକ ପ୍ରସ୍ତୁତି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହି ସ୍ଥିତ ମା' ଦୁର୍ଗା ଦେବୀଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଖୁବ ଜାକଜକମରେ ପାଳନ କରିବା ନେଇ ନିଷ୍ପତ୍ତି ହେବା ପରେ ଏହି ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ
Read More...

ଝଡ଼ ବର୍ଷାରେ କଳିଙ୍ଗା ଘାଟିରେ ଭୂସ୍ଖଳନ, ଯାନବାହାନ ଯାତାୟାତ ଠପ୍‌

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ-ଗଞ୍ଜାମ ଜିଲ୍ଲା ସୀମାନ୍ତ କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟି ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି । ଘାଟି ପାଦଦେଶରୁ ପ୍ରାୟ ତିନି କିଲୋମିଟର ଉପରକୁ ବଡ ବଡ ପଥର ଓ ମାଟି ଅତଡା ଖସି ଜାତୀୟ ରାଜପଥ ଉପରକୁ ମାଡି ଆସିଛି । ଏଥିସହ ପ୍ରବଳ
Read More...

ବିଶ୍ଵକର୍ମାଙ୍କ ପୂଜା ପାଳିତ : ଉତ୍ସବମୁଖର ବାଲିଗୁଡା ସହର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି । ଏନେଇ ଛୋଟ ବଡ
Read More...

ବ୍ଲକ ସ୍ତରୀୟ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁରରେ ବ୍ଲକ ସ୍ତରୀୟ ମା' ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟି ନଅଗାଁ (ଖ) ପଂଚାୟତ ଅନ୍ତର୍ଗତ ରୁରାଲପାର୍କ ପଛପଟ ପଡିଆରେ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ
Read More...

ନୃସିଂହନାଥ ବନାଞ୍ଚଳ ପକ୍ଷରୁ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ନୃସିଂହନାଥ ବନାଞ୍ଚଳ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ବନାଞ୍ଚଳ ଅଧିକାରୀ ହୃଦାନନ୍ଦ ମିଶ୍ରଙ୍କ ତତ୍ତ୍ୱାବଧାନରେ ନୃସିଂହନାଥ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ
Read More...

ବଲାଙ୍ଗିରରେ ଶ୍ରୀ ଶ୍ରୀ ଠାକୁରଙ୍କ ୧୩୮ତମ ଜନ୍ମ ମହା ମହୋତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶ୍ରୀ ଶ୍ରୀ ଠାକୁରଙ୍କ ୧୩୮ତମ ଜନ୍ମ ମହା ମହୋତ୍ସବ ଗଭୀର ଭକ୍ତି ଓ ଉତ୍ସାହର ସହିତ ବଲାଙ୍ଗିରରେ ପାଳିତ ହୋଇଯାଇଛି । ଦିନଭରି ଭଜନ କୀର୍ତ୍ତନ ଓ ବିଭିନ୍ନ କାର୍ଯ୍ୟକ୍ରମରେ ପ୍ରାୟ ୯୦୦ରୁ ଅଧିକ ଗୁରୁଭାଇଙ୍କ ଅଂଶଗ୍ରହଣ ଦୃଷ୍ଟି ଆକର୍ଷକ ଥିଲା । ସକାଳେ
Read More...