Daily Archives

କେନ୍ଦ୍ର ଆଦିବାସୀ ବ୍ୟାପର ମନ୍ତ୍ରାଳୟର ନିର୍ଦ୍ଦେଶକ ଡ଼କ୍ଟର ବର୍ଣ୍ଣାଳୀ ଡେକାଙ୍କ ମୟୂରଭଞ୍ଜ ଗସ୍ତ : ଆଦି କର୍ମଯୋଗୀ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରାଳୟର ନିର୍ଦ୍ଦେଶକ ଡ଼କ୍ଟର ବର୍ଣ୍ଣାଳୀ ଡେକା ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ଆଦିକର୍ମଯୋଗୀ ଅଭିଯାନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜିଲ୍ଲାର ବିଭିନ୍ନ ବ୍ଲକର ଆଦିବାସୀ ବହୁଳ ଗ୍ରାମ ପରିଦର୍ଶନ କରିଛନ୍ତି ।
Read More...

ମାନ୍ୟବର ରାଜ୍ୟ ନିର୍ବାଚନ କମିଶନରଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭାରତୀୟ ପ୍ରଶାସନିକ ସେବାର ଅବସରପ୍ରାପ୍ତ ବରିଷ୍ଠ ଅଧିକାରୀ ତଥା ମାନ୍ୟବର ରାଜ୍ୟ ନିର୍ବାଚନ କମିଶନର, ମଧୁସୂଦନ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ହେମକାନ୍ତ ସୟଙ୍କ
Read More...

ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଝୁମର ଆଲୋଚନା ଚକ୍ର ଓ କର୍ମଶାଳା ଉଦଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମହାରାଜ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଓଡିଶା ଝୁମର ଏକାଡେମୀ ଓ ବିଶ୍ଵବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ଦୁଇଦିନ ବ୍ୟାପି ଝୁମର ଆଲୋଚନା ଚକ୍ର ଓ କର୍ମଶାଳା ଉଦଯାପିତ ହୋଇଯାଇଛି । ଦ୍ୱିତୀୟ ଦିନର
Read More...

ହିନ୍ଦୀ ପକ୍ଷ ଦିବସ ଉଦଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶା ରାଷ୍ଟ୍ରଭାଷା ପ୍ରଚାର ସମିତି, ମୟୁରଭଞ୍ଜ ଶାଖା ଆନୁକୂଲ୍ୟରେ ଆୟୋଜନ ହିନ୍ଦୀ ପକ୍ଷ ଦିବସର ଉଦଯାପନୀ ଉତ୍ସବ ଶ୍ରୀମା ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମା ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷା କଳ୍ପନା ଷଡଙ୍ଗୀଙ୍କ
Read More...

ଡୁମ୍ବେରବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ପଞ୍ଚାୟତ ଡୁମ୍ବେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ହୃଷିକେଶ ବାଗଙ୍କ ସଭାପତିତ୍ୱରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ
Read More...

ପଙ୍ଗନିଆରେ ଆସ ଆମେ ସ୍କୁଲ ଯିବା ବ୍ଲକସ୍ତରୀୟ ପଦଯାତ୍ରା ଅଭିଯାନ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ଆସ ଆମେ ସ୍କୁଲ ଯିବା ପଦଯାତ୍ରା ଅଭିଯାନ କାର୍ଯ୍ୟକ୍ରମ ମୁରିବାହାଲ ସଦର ପଞ୍ଚାୟତ ପଙ୍ଗନିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ କୁନିକୁନି ଛାତ୍ରଛାତ୍ରୀଙ୍କୁ ନେଇ ବିଦ୍ୟାଳୟଠାରୁ
Read More...

ମୁରିବାହାଲ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୧ତମ ପ୍ରତିଷ୍ଠା ଦିବସ ସ୍ପାର୍କ -୨୫ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ୧୧ତମ ପ୍ରତିଷ୍ଠା ଦିବସ ସ୍ପାର୍କ- ୨୫ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି । ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ତ୍ରିବିକ୍ରମ ସାହୁଙ୍କ ସଭାପତିତ୍ୱରେ
Read More...

ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି ବୈଠକ

● କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଚାର ପ୍ରସାରରେ ଆନ୍ତଃବିଭାଗୀୟ ସମନ୍ୱୟ ଉପରେ ଗୁରୁତ୍ୱ ଦେଲେ ପିଆଇବି ଏଡିଜି ଭୁବନେଶ୍ୱର, (ପିଆଇବି) : ଶୁକ୍ରବାର ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ର ପରିସରରେ ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି (ଆଇଏମପିସିସି) ବୈଠକ
Read More...

ଗ୍ରାହକଙ୍କ ପାଇଁ ଜିଏସଟି ହ୍ରାସର ଲାଭ ସୁନିଶ୍ଚିତ କରିବା ସହିତ ଶିଳ୍ପଜଗତ ଉପରେ ଅନୁପାଳନ ବୋଝ ହ୍ରାସ କରିଛନ୍ତି ସରକାର

ଆଇନଗତ ମାପ ନିୟମକୁ କୋହଳ କରାଯାଇଛି : ସଂଶୋଧିତ ସର୍ବାଧିକ ଖୁଚୁରା ମୂଲ୍ୟ (ଏମଆରପି) ପାଇଁ ଆଉ ଖବରକାଗଜ ସୂଚନା ଆବଶ୍ୟକ ନାହିଁସଂଶୋଧିତ ମୂଲ୍ୟ ସହିତ ପୁରୁଣା ପ୍ୟାକେଜିଂ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଉପଭୋକ୍ତା ବ୍ୟାପାର,
Read More...

ରକ୍ତଦାତାଙ୍କୁ ଉତ୍ସାହିତ କଲେ ସିଡିଏମ୍‌ଓ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ବିଲେଇସର୍ଡା ଗ୍ରାମର ଯଶୋବନ୍ତୀ ଗଡତ୍ୟା ବଲାଙ୍ଗିର ଭୀମ ଭୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ ୪% ରକ୍ତ ଥିବାରୁ ତାଙ୍କୁ ଜରୁରୀ କାଳୀନ ସ୍ଥିତିରେ ରକ୍ତ ଦେବା ପାଇଁ ଡାକ୍ତର ପରାମର୍ଶ ଦେଲେ । କୌଣସି
Read More...