Monthly Archives

September 2025

ଜର୍ଣ୍ଣାଲିଷ୍ଟ ଏସୋସିଏସନ ଝାରବନ୍ଧର ଦ୍ୱିତୀୟ ବାର୍ଷିକୋତ୍ସବ ଓ ନୂଆଁଖାଇ ଭେଟଘାଟ

୨୨ ୟୁନିଟ ରକ୍ତ ସଂଗ୍ରହ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜର୍ଣ୍ଣାଲିଷ୍ଟ ଏସୋସିଏସନ ଝାରବନ୍ଧର ନୂଆଁଖାଇ ଭେଟଘାଟ ୨୦୨୫ ତଥା ଦ୍ୱିତୀୟ ବାର୍ଷିକୋତ୍ସବ ସଭାପତି ମୋତିଲାଲ ବାଗଙ୍କ ସଭାପତିତ୍ୱରେ ସ୍ଥାନୀୟ ବଜାର ପ୍ରାଙ୍ଗଣରେ ଅନୁଷ୍ଠିତ
Read More...

ବରଗଡ ଜୋନର କୁବେର ସମାଜର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ସ୍ଥିତ କୁବେର ପାନ୍ଥଶାଳା ଠାରେ କୁବେର ସମାଜ ପଶ୍ଚିମାଞ୍ଚଳ ଓଡିଶା ଓ ଛତିଶଗଡ଼ର ବରଗଡ ଜୋନ ସ୍ତରୀୟ ଏକ ବୈଠକ ଜୋନ ସଭାପତି ତାରାଚାନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ସଭା ଆରମ୍ଭରୁ
Read More...

ଦଶମ ଆୟୁର୍ବେଦ ଦିବସ ପାଳନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଚଳିତ ବର୍ଷ ଠାରୁ ଭାରତ ସରକାର ସେପ୍ଟେମ୍ବର ୨୩ ତାରିଖକୁ ଆୟୁର୍ବେଦ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବିଗତ ବର୍ଷ ମାନଙ୍କରେ ଧନ୍ୱନ୍ତରି ଜୟନ୍ତୀକୁ ଆୟୁର୍ବେଦ ଦିବସ ଭାବେ ପାଳନ କରାଯାଉଥିଲା । ଏହି ବର୍ଷ ଦଶମ ଆୟୁର୍ବେଦ ଦିବସ
Read More...

ମାଣ୍ଡୋସିଲ ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଆ ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ମାଣ୍ଡୋସିଲ ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଅଧ୍ୟକ୍ଷ ବିନୟ ରଞ୍ଜନ ପଣ୍ଡା ଯୋଗ ଦେଇ
Read More...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମହାନତା : ନାମ ଲେଖା ପାଇଁ ଆର୍ଥିକ ସହାୟତା ପାଇଲେ ଛାତ୍ରୀ

ଦୀପାଙ୍କ ଟ୍ୱିଟ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିଲା ଆର୍ଥିକ ସହାୟତା ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁର୍ଲା ଗ୍ରାମର ଜଣେ ଛାତ୍ରୀ ଅର୍ଥାଭାବରୁ ଉଚ୍ଚ ଶିକ୍ଷା ପାଇଁ ସଂଘର୍ଷ କରୁଥିଲେ । ଏହି ସମୟରେ ସ୍ୱେଚ୍ଛାସେବୀ
Read More...

ଆଗଲପୁର ବ୍ଲକରେ ସଫେଇ ମିତ୍ର ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ ପରିସରରେ ସଫେଇ ମିତ୍ର ସୁରକ୍ଷା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଆର୍‌ସି ଅଂଶୁମାନ ଦେବ ବାବୁଙ୍କ ତତ୍ୱାବଧାନରେ ସ୍ୱଚ୍ଛତାରେ ଶ୍ରମ ଦିବସ ତଥା ସ୍ୱାସ୍ଥ୍ୟ ପରୀକ୍ଷା
Read More...

ରକ୍ତଦାନ ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ହୃଷୀକେଶ ରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଅପରେସନ ସିନ୍ଦୂରରେ ବଳିଦାନ ଦେଇଥିବା ସହିଦଙ୍କ ଉଦ୍ଦେଶ୍ୟରେ ବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର
Read More...

ଭାଲୁମୁଣ୍ଡାରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ଗଙ୍ଗାଧର ମେହେର ଧର୍ମଶାଳା ଠାରେ ଆଜି ଭାଲୁମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସିନ୍ଧେକେଲା ତରଫରୁ ସୁସ୍ଥ ନାରୀ ସଶକ୍ତ ପରିବାର ନିରାକରଣ ଅଭିଯାନ
Read More...

କେନ୍ଦ୍ରୀୟ ପୂଜା କମିଟି ତରଫରୁ ସିପିସି ନାଇଟ୍ ଓ ପୁରସ୍କାର ବିତରଣ ଆସନ୍ତାକାଲି

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରୀୟ ପୂଜା କମିଟି, ରାଉରକେଲା ର୨୦୨୪-୨୫ ପାଇଁ ପୁରସ୍କାର ବିତରଣ ଓ ସିପିସି ନାଇଟ୍ ଆସନ୍ତାକାଲି ୨୧ ତାରିଖ ସନ୍ଧ୍ୟା ୬ ଘଟିକା ସମୟରେ ସେକ୍ଟର ୧୭ ସମଲେଶ୍ଵରୀ ପଡ଼ିଆ ଠାରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି । ଆଜି ସେକ୍ଟର ୪ ସ୍ଥିତ ପୂର୍ତ୍ତ
Read More...

ଧର୍ମ ପରାୟଣ ବ୍ୟକ୍ତିଙ୍କ ଦେହାନ୍ତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାର ଜଣେ ଧର୍ମ ପରାୟଣ ବ୍ୟକ୍ତି ଭାବେ ପରିଚିତ ପ୍ରହଲ୍ଲାଦ ପଣ୍ଡାଙ୍କ ୮୯ ବର୍ଷ ବୟସରେ ଶନିବାର ପ୍ରାତଃ ସମୟରେ ତାଙ୍କ କଲମପୁର ସ୍ଥିତ ବାସ ଭବନରେ ଦେହାନ୍ତ ହୋଇଯାଇଛି । କିଛି ଦିନ ଧରି ସେ ବାର୍ଦ୍ଧକ୍ୟ
Read More...