Monthly Archives

September 2025

ସାହିତ୍ୟିକା ଚିରଶ୍ରୀ ଇନ୍ଦ୍ରସିଂଙ୍କୁ ମନୋଜ କୁମାର ପଣ୍ଡା ସର୍ଜନ ପୁରସ୍କାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମାଜ-ସାହିତ୍ୟ-ସଂସ୍କୃତି କ୍ଷେତ୍ରରେ କାର୍ୟ୍ୟରତ 'ରଚନା' ଅନୁଷ୍ଠାନ ପ୍ରତି ବର୍ଷ 'ରଚନା'ର ପ୍ରତିଷ୍ଠାତା ସଦସ୍ୟ, ଶାରଳା ପୁରସ୍କାର ବିଜେତା ଗାଳ୍ପିକ ମନୋଜ କୁମାର ପଣ୍ଡାଙ୍କ ସ୍ମୃତିରେ ତାଙ୍କ ଜନ୍ମଦିନ ଅକ୍ଟୋବର ୪ ତାରିଖରେ ସ୍ମାରକୀ ବକ୍ତୃତା ଓ ସର୍ଜନ
Read More...

କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପାଇଁ ଉଠିଲା ଦାବି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଯାଦବ ଭବନ ଠାରେ ତହଁକ୍ କୁଟୁମ୍ ପକ୍ଷରୁ କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବଲାଙ୍ଗିର ଲେଖକ ପରିଷଦର ସମ୍ପାଦକ କପିଳେଶ୍ୱର ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ 'କୋଶଳ ପ୍ରବାହ'ର ସଂପାଦକ
Read More...

ମହାଷ୍ଟମୀ ମହାନବମୀ ପାଇଁ ମା’ ବୀରସିଂହୀ ପୀଠରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅଧୀନସ୍ଥ ବିପୁଲିଙ୍ଗୀ ଗ୍ରାମର ଏକ ଅନୁଚ୍ଚ ପର୍ବତ ଉପରେ ବିରାଜିତ ଖଣ୍ଡ-ମଣ୍ଡଳର ଅଧିଷ୍ଠାତ୍ରୀ ଦେବୀ ମା' ବୀରସିଂହୀ ପୀଠରେ ଶାରଦୀୟ ଦୁର୍ଗାପୂଜା ଉତ୍ସବ ମୁଖର ହୋଇଉଠିଛି । ତିନିଦିନ ବ୍ୟାପୀ ଶାରଦୀୟ ଦୁର୍ଗାପୂଜା ଉତ୍ସବ
Read More...

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ପକ୍ଷରୁ ବିଜୟା ଦଶମୀ ଉତ୍ସବ ପାଳନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ବର୍ତ୍ତମାନ ନିଜର ଶତାବ୍ଦୀ ବର୍ଷ ପାଳନ କରୁଛି । ୧୯୨୫ ମସିହାରେ ଆରମ୍ଭ ହୋଇଥିବା ସଂଘର କାର୍ଯ୍ୟ ଆଜି ସେବାମୂଳକ କାର୍ଯ୍ୟଦ୍ୱାରା ସମଗ୍ର ଦେଶ ଓ ବିଦେଶରେ ପରିଚିତ । ଗତ ରବିବାର ଦିନ ଛତ୍ରପୁର ସହର ଅନସ୍ଲୋ ହାଇସ୍କୁଲ
Read More...

ଆଗଲପୁରରେ ବିଶ୍ଵ ହିନ୍ଦୁ ପରିଷଦର ବୈଠକ ଅନୁଷ୍ଠିତ

ଆଗଲପୁର : ଆଜି ଆଗଲପୁରଠାରେ ବିଶ୍ଵ ହିନ୍ଦୁ ପରିଷଦର ପ୍ରଖଣ୍ଡ ସ୍ତରୀୟ ବୈଠକ ସଂପାଦକ ଘନଶ୍ୟାମ ସାହୁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ବିଶ୍ଵ ହିନ୍ଦୁ ପରିଷଦର ପ୍ରାନ୍ତ ସଂପାଦକ ଯୋଗୀନ୍ଦ୍ର ଦାଶ ଯୋଗଦେଇ ମାନବ ସମାଜକୁ ଭାରତୀୟ ସନାତନ ଧର୍ମର ଅବଦାନ ଉପରେ
Read More...

୭୪ତମ ବର୍ଷରେ ପଦାର୍ପଣ କରିଛି ମାଣ୍ଡୋସିଲ ସାର୍ବଜନୀନ ଦୁର୍ଗାପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ତଥା ଜିଲ୍ଲାର ସୀମାନ୍ତ ଗାଁ ମାଣ୍ଡୋସିଲ । କାହିଁ ଆବାହନ କାଳରୁ ଏହି ଗାଁରେ ଦୁର୍ଗାପୂଜା ହୋଇଆସୁଅଛି । ଗ୍ରାମବାସୀ ତଥା ଅଞ୍ଚଳବାସୀଙ୍କ ସହଯୋଗରେ ଏ ବର୍ଷକୁ ଧରି ୭୪ ବର୍ଷରେ ପଦାର୍ପଣ କରିଛି । ଚଳିତ
Read More...

ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିଭିନ୍ନ ଦୁର୍ଗା ପୂଜା ପେଣ୍ଡାଲ ପରିଦର୍ଶନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଚାଲୁଥିବା ପର୍ବପର୍ବାଣୀ ସମୟରେ ବରଗଡ଼ ଜିଲ୍ଲାର ବିଭିନ୍ନ ଦୁର୍ଗାପୂଜା ପେଣ୍ଡାଲକୁ ଦର୍ଶନ ଉଦ୍ଦେଶ୍ୟରେ ପହଞ୍ଚି ଥିଲେ । ଏହି ସମୟରେ ଶ୍ରଦ୍ଧେୟ ସାଂସଦ ମାଆ ଦୁର୍ଗାଙ୍କୁ ପୂଜା-ଅର୍ଚ୍ଚନା କରି, ସମଗ୍ର ବିଶ୍ୱର
Read More...

ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ମାନବିକତାର ଉଦାହରଣ : ଦୁର୍ଘଟଣାରେ ଆହତଙ୍କୁ ନିଜେ ହସ୍ପିଟାଲକୁ ପହଞ୍ଚାଇଲେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କର ମାନବିକତା ଓ ସେବାଭାବର ଦୃଢ ପ୍ରମାଣ ଦେଖିବାକୁ ମିଳିଛି । ଆଗଲପୁରରେ ଆୟୋଜିତ ସେବାପକ୍ଷ କାର୍ଯ୍ୟକ୍ରମକୁ ଯିବା ରାସ୍ତାରେ, ବିଜେପୁର ବ୍ଲକର ଗୁଡିମୁଣ୍ଡା ଠାରେ ଏକ ଭୟାବହ ଦୁର୍ଘଟଣା ଘଟିବା ପରେ ସାଂସଦ ନିଜର ଗାଡ଼ି
Read More...

ଲଗାଣ ବର୍ଷାରେ ଘର ଭାଙ୍ଗିଲା : ସହାୟତା ପାଇଁଁ ଦାବି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକରେ ଲଗାଣ ବର୍ଷା ଲାଗି ରହିଥିଲା । ପ୍ରବଳ ବର୍ଷା ଯୋଗୁଁ କାଂସଡା ଗାଁର ରୁଦନା ମାଝୀଙ୍କ ରୋଷେଇ ଘର ଭାଙ୍ଗି ଯାଇଥିବାର ଅଭିଯୋଗ ହୋଇଛି । ଏନେଇ ପ୍ରଶାସନ ତରଫ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି ।
Read More...

ଛତ୍ରପୁରର ଶ୍ରୀ ଶ୍ରୀ ବ୍ୟାଘ୍ରଦେବୀ ମନ୍ଦିରରେ ନବରାତ୍ର ପୂଜା ଖୁବ୍ ଉତ୍ସବ ମୁଖର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରରେ ବିଭିନ୍ନ ଶକ୍ତିପୀଠ ଏବଂ ଗ୍ରାମଦେବୀ ମନ୍ଦିରରେ ନବରାତ୍ର ପୂଜା ଖୁବ୍ ଉତ୍ସବମୁଖର ଭାବେ ପାଳିତ ହୋଇଆସୁଛି । ସହରର ରିକାପଲ୍ଲୀ ଗ୍ରାମ୍ୟ ଉନ୍ନୟନ କମିଟି ଦ୍ଵାରା ପରିଚାଳିତ ଯାହା ଦେବୀନଗର ସାହିରେ
Read More...