ବ୍ଲକ ସ୍ତରୀୟ ଖେଳକୁଦ ସମାରୋହ ଅନୁଷ୍ଠିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଲମପୁର ମିନି ଷ୍ଟାଡିୟମରେ ବ୍ଲକ ସ୍ତରୀୟ ଖେଳକୁଦ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟର ପରିଚାଳନା ସମିତି ସଭାପତି ତଥା ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସମାରୋହରେ!-->…
Read More...
Read More...