Monthly Archives

September 2025

ଏନ୍‌ଏସି ସହ ବିଭିନ୍ନ ଦାବି ନେଇ ତେଜୁଛି ଆନ୍ଦୋଳନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋରକୁ ଏନ୍‌ଏସି, ଲାଠୋର ପିଏଚ୍‌ସିକୁ ସିଏଚ୍‌ସି ଏବଂ ରେଲୱେ ଓଭରବ୍ରିଜ ଦାବିରେ ସକାଳ ୬ରୁ ସନ୍ଧ୍ୟା ୬ଘଟିକା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଵନ୍ଦ ଡାକରା ଦିଆଯାଇଛି । ସକାଳୁ ସକାଳୁ ଆନ୍ଦୋଳନକାରୀ ମାନେ ପିକେଟିଙ୍ଗ କରି
Read More...

ମାୟାବର୍ହା ହାଇସ୍କୁଲଠାରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ପ୍ରଧାନଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ବିଜ୍ଞାନ ଶିକ୍ଷକ ତଥା ବରିଷ୍ଠ ଶିକ୍ଷକ
Read More...

କବି ଭୋଜରାଜ ବୁଡେକ ପାଇଲେ ଜାତୀୟ ଗଙ୍ଗାଧର କାବ୍ୟରତ୍ନ ସମ୍ମାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭୁବନେଶ୍ଵର ଜାତୀୟ କଳା, ସଂସ୍କୃତି, ଭାଷା, ସାହିତ୍ୟ ଏବଂ ସଙ୍ଗୀତ ନାଟକ ଏକାଡେମୀ ଆନୁକୂଲ୍ୟରେ ସମ୍ବଲପୁର ଠାରେ ଓଡ଼ିଶା ସାଂସ୍କୃତିକ ସମାଜ ତରଫରୁ ମାଣ୍ଡୋସିଲ ଅଞ୍ଚଳର କବି ଭୋଜରାଜ ବୁଡେକଙ୍କୁ ଜାତୀୟ ଗଙ୍ଗାଧର କାବ୍ୟରତ୍ନ ସମ୍ମାନରେ ସମ୍ମାନିତ
Read More...

ପାଇକମାଲ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଅଡିଟୋରିଅମରେ ବିଦ୍ୟାଳୟ ସ୍ତରୀୟ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ଡ. ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ହିନ୍ଦୀ ଶିକ୍ଷକ ପୂର୍ଣ୍ଣାରାମ ସା
Read More...

ବରତୁଣ୍ଡା ପଞ୍ଚାୟତରେ ପ୍ରକୃତ ହିତାଧିକାରୀଙ୍କୁ ଆବାସ ଗୃହ ବାଦ୍ ଅଭିଯୋଗରେ ବିଡ଼ିଓଙ୍କୁ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ବରତୁଣ୍ଡା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ଅନ୍ତୋଦୟ ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ବାଦ୍ ଦିଆଯାଉଥିବା ନେଇ ସମିତି ସଭ୍ୟ ରାଇସ ମହମ୍ମଦ ବିଡ଼ିଓଙ୍କ ଠାରେ ଲିଖିତ ଅଭିଯୋଗ କରିଛନ୍ତି । ଲିଖିତ ଅଭିଯୋଗ ମୁତାବକ
Read More...

ଗଜବନ୍ଧ ଉଚ୍ଚ ବିଦ୍ୟାଳୟରେ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ଶ୍ରୀ ଜଗନ୍ନାଥ ବିଦ୍ୟାଳୟରେ ଯକ୍ଷ୍ମା ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପଞ୍ଚାନନ କମ୍ପଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

ଦୁର୍ଗାପୂଜା ପାଇଁ ଶାନ୍ତି କମିଟି ଓ ଆମ ପୋଲିସ ସମିତି ବୈଠକ

ସିନାପାଲି : ସିନାପାଲି ଥାନା ପରିସରରେ ଦୁର୍ଗାପୂଜା ଶାନ୍ତି କମିଟି ଓ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ସିନାପାଲି ଥାନାଧିକାରୀ ରଶ୍ମିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭା ପ୍ରାରମ୍ଭରେ ଏଏସ୍‌ଆଇ ପ୍ରଜାକର ନାୟକ ଅତିଥି ସ୍ୱାଗତ, ପରିଚୟ ପ୍ରଦାନ
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରାଷ୍ଟୀୟ ହିନ୍ଦୀ ଦିବସ ୨୦୨୫ ପାଳିତ

କେସିଙ୍ଗା, (ପ୍ରୀତେଶ ପଟେଲ) : ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେସିଙ୍ଗା ପରିସରରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ -୨୦୨୫ ପାଳିତ ହୋଇଯାଇଛି । ଏହି ସମାରୋହରେ ହିନ୍ଦୀ ଶିକ୍ଷକ କହ୍ନେଇଲାଲ୍ ସାହୁ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିଲେ । ଶ୍ରୀ ବେହେରା ହିନ୍ଦୀ ଭାଷାକୁ ଭଲ ପାଇବା ସହ ନିଜ
Read More...

ସମ୍ବଲପୁରରେ “ସ୍ଵଚ୍ଛତା ହିଁ ସେବା- ୨୦୨୫” କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ : ସ୍ୱଚ୍ଛତାକୁ ଆନନ୍ଦ ଓ…

• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ‘ସେବା ପକ୍ଷ’ ପାଳନ ପୂର୍ବରୁ ସ୍ୱଚ୍ଛତା ଅଭିଯାନ• ‘ସମ୍ବଲପୁର ମହାନଗର ନିଗମ’ର ସ୍ୱଚ୍ଛ, ସୁନ୍ଦର ଓ ସବୁଜ ସମ୍ବଲପୁର ଗଢ଼ିବାର ଉଦ୍ୟମକୁ ପ୍ରଶଂସା• ସମାଜକୁ ସ୍ୱଚ୍ଛ ଓ ସୁନ୍ଦର ରଖିଲେ ହିଁ ସମାଜ ସୁସ୍ଥ ହେବ• ସମ୍ବଲପୁରରେ ସ୍ୱଚ୍ଛତା
Read More...

ଆସାମର ଦରାଙ୍ଗରେ ପ୍ରାୟ ୬୫୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ…

ଭାରତ ଏବେ ବିଶ୍ୱର ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଦେଶ ଏବଂ ଆସାମ ମଧ୍ୟ ଦେଶର ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ରାଜ୍ୟ ମଧ୍ୟରୁ ଗୋଟିଏ ଭାବରେ ଉଭା ହୋଇଛି : ପ୍ରଧାନମନ୍ତ୍ରୀଆଜି, ସମଗ୍ର ଦେଶ ଏକ ବିକଶିତ ଭାରତ ନିର୍ମାଣ ପାଇଁ ଏକତ୍ରିତ ଭାବରେ ଆଗକୁ ବଢ଼ୁଛି; ବିଶେଷକରି ଆମର ଯୁବ
Read More...