Monthly Archives

September 2025

ବିଜେଡି କର୍ମୀଙ୍କ ବିଜେପିରେ ଯୋଗଦାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଚିକିଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳ ବିଜେଡ଼ି ଗଡ଼ ଭାବେ ପରିଗଣିତ ହୋଇଆସିଥିବା ବେଳେ ଧୀରେ ଧୀରେ ଏହି ଅଞ୍ଚଳରେ ବିଜେଡ଼ି ଗଡ଼ ଧସିବାରେ ଲାଗିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ଆସିଥିବା
Read More...

ରାଉରକେଲା ଷ୍ଟିଲ୍ ସିଟିର ରୋଟାରୀ କ୍ଲବ ତରଫରୁ ଡିଏଭି ପବ୍ଲିକ ସ୍କୁଲରେ ଶିକ୍ଷକ ତାଲିମ ସେମିନାର

ରାଉରକେଲା, (ସସ୍ମିତା ପ୍ରଧାନ) : ଶିକ୍ଷା ମାଧ୍ୟମରେ ସାମୁଦାୟିକ ବିକାଶ ପ୍ରତି ଏହାର ନିରନ୍ତର ପ୍ରତିବଦ୍ଧତାର ଅଂଶ ସ୍ୱରୂପ, ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ୍ ସିଟି ସେକ୍ଟର-୧୬ ସ୍ଥିତ ଡିଏଭି ପବ୍ଲିକ୍ ସ୍କୁଲଠାରେ ଏକ ଶିକ୍ଷକ ତାଲିମ ସେମିନାର ସଫଳତାର ସହିତ ଆୟୋଜିତ ହୋଇଯାଇଛି ।
Read More...

ଭିସୁଟ, ବୁର୍ଲାର ୧୬ତମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

• ଓଡ଼ିଶାରେ ‘ନ୍ୟୁ ଏଜ୍ ଅର୍ଥନୀତି’ର ନେତୃତ୍ୱ ନେବ ଭିସୁଟ - ଧର୍ମେନ୍ଦ୍ର ପ୍ରଧାନ• ମାନ୍ୟବର ରାଜ୍ୟପାଳ ଡଃ. ହରିବାବୁ କମ୍ଭମପାଟି, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଓ ସମ୍ବଲପୁର
Read More...

ଏନ୍‌ପିଏସ୍‌ ଶିକ୍ଷକ ସଂଘର ପ୍ରତିବାଦ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗିର ଜିଲ୍ଲା ହାଇସ୍କୁଲ ଏନ୍‌ପିଏସ୍‌ (ନୂତନ ପେନସନ ସ୍କିମ) ଶିକ୍ଷକ ସଂଘ ତରଫରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରବଳ ବର୍ଷା ସତ୍ତ୍ୱେ ଏହି ସଭାରେ ବଲାଙ୍ଗିର ଜିଲ୍ଲାର ସମସ୍ତ ୧୪ଗୋଟି
Read More...

ସକାରାତ୍ମକ ଚିନ୍ତାଧାରା ଦିବସ

ଡେ଼ଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : "ସକାରାତ୍ମକ ଚିନ୍ତାଧାରା ଦିବସ" ପ୍ରତିବର୍ଷ ୧୩ ସେପ୍ଟେମ୍ବରରେ ପାଳନ କରାଯାଏ । ଏହି ଦିବସଟି ସକାରାତ୍ମକ ଚିନ୍ତାଧାରାର ଶକ୍ତି ଏବଂ ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଆଣିଥିବା ଲାଭ ଉପରେ ଧ୍ୟାନ ଦେବା ପାଇଁ ଉତ୍ସର୍ଗୀକୃତ ଅଟେ । ଏହି ଉତ୍ସବ
Read More...

୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତାରେ ବଲାଙ୍ଗିରର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତା ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ୧୦ରୁ ୧୨ ତାରିଖ କେନ୍ଦୁଝର ବଡବିଲ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଉଷୁ ଦଳ ଚମତ୍କାର ପ୍ରଦର୍ଶନ କରିଛନ୍ତି । ହିମାନି ହୋତା ବ୍ରୋଞ୍ଜ
Read More...

ରାଜ୍ୟସ୍ତରୀୟ ଟାଇକଣ୍ଡୋ ସ୍କୁଲ ଗେମରେ ବଲାଙ୍ଗିରକୁୁ ୬ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦୁଝର ଜିଲ୍ଲା ବଡବିଲ ସ୍ଥିତ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପ୍ରତିଯୋଗିତା ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛ । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ସଂପାଦକ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ
Read More...

ସାଇଟ୍‌ କଲେଜରେ ଯୋଗ ଶିକ୍ଷା ତାଲିମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିକଟସ୍ଥ ସଦାଇପାଲି ପଲ୍ଲିଶ୍ରୀ ବିହାର ପରିସରରେ ସାଇଟ୍‌ କଲେଜ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଯୋଗ ଶିବିରର ଆୟୋଜନ କରାଯାଇଥିଲା । ଏଥିରେ ବିନିକାର ଜଣାଶୁଣା ଯୋଗ ଶିକ୍ଷକ ସୁରେଶ ବେହେରା ଯୋଗଦାନ କରି ଶିବିରାର୍ଥୀ ମାନଙ୍କୁ ଯୋଗର ଉପାଦେୟତା ବିଷୟରେ ବୁଝାଇ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ଆନୁକୂଲ୍ୟରେ ସାମୂହିକ ତିଳତର୍ପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନରସିଂହ ମନ୍ଦିର ପରିସରରେ ଜିଲ୍ଲା ବ୍ରାହ୍ମଣ ମହାସଭା ସଂପାଦକ ଆଇନଜୀବୀ ଜୟରାମ ମିଶ୍ରଙ୍କ ଆହ୍ୱାନ କ୍ରମେ ସାମୂହିକ ତିଳତର୍ପଣ ଅନୁଷ୍ଠିତ ହୋଇଯାଇଛି । ଉପରୋକ୍ତ କାର୍ଯ୍ୟକ୍ରମକୁ ପଣ୍ଡିତ ସନ୍ତୋଷ କୁମାର ଶତପଥି, ପଣ୍ଡିତ ଗୋକୁଳା ମିଶ୍ର, ପଣ୍ଡିତ କିଶୋର
Read More...

ଆମ ଆଦମି ପାର୍ଟି ବଲାଙ୍ଗିର ପକ୍ଷରୁ ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆମ୍‌ ଆଦମି ପାର୍ଟି ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଧିକ୍ଷକଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ବିଭିନ୍ନ ବିଷୟରେ ଏକ ଦାବିପତ୍ର
Read More...