Monthly Archives

September 2025

ଛାତ୍ରଙ୍କ ଆଖିରେ ଅଠା ପକାଇଦେବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ବିତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ପିଲାଙ୍କ ଆଖିରେ ଅଠା ପକାଇଦେବା ଘଟଣାରେ କନ୍ଧମାଳ ଜିଲ୍ଲାପାଳ ବଡ଼ ପଦକ୍ଷେପ ନେଇଛନ୍ତି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁଙ୍କୁ ନିଲମ୍ବନ କଲେ କନ୍ଧମାଳ ଜିଲ୍ଲାପାଳ । ଘଟଣା ଦିନ
Read More...

ବଲାଙ୍ଗିର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା, ବଲାଙ୍ଗିର (ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ସିଭିଲ କୋର୍ଟ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରର ମୂଳ
Read More...

ବିଶ୍ୱ ପ୍ରାଥମିକ ଉପଚାର ଦିବସ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ବିଶ୍ୱ ପ୍ରାଥମିକ ଉପଚାର ଦିବସ ପାଳିତ ହୋଇଯାଇଛି । ଭାରପ୍ରାପ୍ତ ଅଧ୍ୟକ୍ଷ ନୀଳାଚଳ ମହାରଣା ଜିଲ୍ଲା ସଂଯୋଜକ ତଥା ପ୍ରାଥମିକ ଚିକିତ୍ସା ବିଶାରଦ ଡ.ବିଭୂତି
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ୱ କରିବା ସହିତ ଏବର୍ଷର ବିଷୟ" ପ୍ରାଥମିକ ଚିକିତ୍ସା ଏବଂ ଜଳବାୟୁ ପରିବର୍ତ୍ତନ" ସଂପର୍କରେ
Read More...

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରତାଖଣ୍ଡିରେ ଫାଷ୍ଟ-ଏଡ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ "ବିଶ୍ୱ ଫାଷ୍ଟ-ଏଡ୍ ଦିବସ" ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ବ୍ଲକ ଜୁନିୟର ରେଡ଼କ୍ରସ ସହ ସଂଯୋଜକ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ ଏବଂ ସମ୍ମାନିତ ଅତିଥି ଭାବେ ଲୋଇସିଂହା ବ୍ଲକ
Read More...

ବିଶ୍ଵ ଫାଷ୍ଟ-ଏଡ଼ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ପକ୍ଷରୁ ବିଶ୍ୱ ଫାଷ୍ଟ-ଏଡ଼ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ପ୍ରାଥମିକ ଚିକିତ୍ସା
Read More...

ଓଡ଼ିଆ ଭାଷା ସାହିତ୍ୟର ଅସ୍ମିତା ଆଦର୍ଶ ପାଠାଗାରର ଐତିହାସିକ ମୃତ୍ୟୁ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୀର୍ଘ ଷାଠିଏ ଦଶକରୁ ଅଧିକ ସମୟ ଧରି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତିର ପୀଠସ୍ଥଳୀ ରୂପେ ଆଦର୍ଶ ପାଠାଗାର ଓଡ଼ିଆ ଅସ୍ମିତାର ଥିଲା କୀର୍ତ୍ତିସ୍ତମ୍ଭ । ପୁସ୍ତକମେଳା ଠାରୁ ଆରମ୍ଭ କରି ସମୟାନ୍ତରରେ ବିଭିନ୍ନ ସାହିତ୍ୟ ସଂପାନମାନ ଆୟୋଜନ କରି ରାଉରକେଲାର
Read More...

ମାୟାବର୍ହା ହାଇସ୍କୁଲଠାରେ ଆନ୍ତର୍ଜାତୀୟ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ଅନୁଷ୍ଠିତ ପ୍ରାଥମିକ ଚିକିତ୍ସା ଦିବସ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଜୁନିଅର ରେଡକ୍ରସ ଦ୍ଵାରା ସ୍ଵୀକୃତିପ୍ରାପ୍ତ ପ୍ରାଥମିକ ଚିକିତ୍ସା
Read More...

ପିତୃ ହତ୍ୟାର ପ୍ରତିଶୋଧ : ଶବ ଉଦ୍ଧାର, ଦୁଇ ଭାଇ ଗିରଫ

ବୈପାରୀଗୁଡା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନିଜ ବାପାଙ୍କ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟାକାରୀଙ୍କୁ ହତ୍ୟା କରିଛନ୍ତି ତିନି ଭାଇ । ଦୁଇଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଜଣେ ଫେରାର ଅଛି । ଘଟଣାରୁ ପ୍ରକାଶ ଯେ, ଗତ ଅଗଷ୍ଟ ୪ ତାରିଖ
Read More...

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଟିଟିଲାଗଡ଼ ପୋଲିସ : ଗଞ୍ଜେଇ ଜବତ, ଜଣେ ଗିରଫ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଅପରେସନ ପ୍ରହାରରେ ଟିଟିଲାଗଡ଼ ପୋଲିସର ଦ୍ୱିତୀୟ ସଫଳତା । ଶନିବାର ସକାଳୁ ଟିଟିଲାଗଡ ଥାନାଧିକାରୀ ଶ୍ରୀମତୀ କଲ୍ୟାଣୀ ବେହେରା ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଟିଟିଲାଗଡ଼ ସିରଭଟା ପଡ଼ା ରେଳ ଷ୍ଟେସନ ନିକଟ ରେଳବାଇ କଲୋନୀ ନିକଟରେ ଜଣେ ଯୁବକ ରେଳବାଇ
Read More...