Monthly Archives

September 2025

ପଶ୍ଚିମ ଓଡିଶାର ପାରମ୍ପରିକ ମାହୋଲରେ ଓସାକା ହାଇଦ୍ରାବାଦହ ନୂଆଁଖାଇ ଭେଟଘାଟ ଆୟୋଜିତ

ହାଇଦ୍ରାବାଦ : ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ ଓସାକା ତରଫରୁ ନୂଆଁଖାଇ ମୌଳିକ ପରମ୍ପରାକୁ ବଜାୟ ରଖି ଧୁମଧାମରେ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୭ ତାରିଖ ଦିନ ଆୟୋଜିତ ହୋଇଯାଇଛି । ବଂଜାରା ହିଲସ୍ ସ୍ଥିତ ଆଦିବାସୀ ଭବନ ଠାରେ ଅନୁଷ୍ଠିତ ଏହି
Read More...

ନୂଆଦିଲ୍ଲୀରେ ଭାରତ ଓ ଇସ୍ରାଏଲ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ୱାକ୍ଷରିତ

କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ଇସ୍ରାଏଲର ଅର୍ଥମନ୍ତ୍ରୀ ବେଜାଲେଲ୍ ସ୍ମୋଟ୍ରିଚ୍ ଏହି ଚୁକ୍ତିନାମାରେ ସ୍ୱାକ୍ଷର କଲେ ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାର ଏବଂ ଇସ୍ରାଏଲ ସରକାର ନୂଆଦିଲ୍ଲୀରେ ଏକ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା
Read More...

ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଏବଂ ବୈଷୟିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ବଲାଙ୍ଗିର ଶାଖାର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଏବଂ ବୈଷୟିକ ସହଭାଗିତା କାର୍ଯ୍ୟକ୍ରମ ସ୍ଥାନୀୟ ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ମୀନକେତନ ମାଝି
Read More...

କୃଷକ ସମାବେଶ ଅନୁଷ୍ଠିତ

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲା କିଷାନ ମୋର୍ଚ୍ଚା ସଭାପତି ଦୀପକ ଦାଶଙ୍କ ନେତୃତ୍ୱରେ ବଡସାହି ବ୍ଲକ ଅନ୍ତର୍ଗତ ସାନକେରକୋର କଳାମନ୍ଦିର ପ୍ଲାଜା ଠାରେ ଏକ କୃଷକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଡବଲ
Read More...

ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

"ରାଷ୍ଟ୍ର ତଥା ସମାଜର ବିକାଶ ପାଇଁ ସାକ୍ଷରତା ଅପରିହାର୍ଯ୍ୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର କନଫରେନ୍ସ ହଲ ଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ
Read More...

ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସାକ୍ଷରତା ଦିବସ ଓ ଉଲ୍ଲାସ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସାକ୍ଷରତା ଦିବସ ଓ ଉଲ୍ଲାସ କାର୍ଯ୍ୟକ୍ରମ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହାରାଧନ ବେରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରୀୟ ନବବର୍ଷ ଆୟୋଜନ ସମିତି ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷ ସଂଯୁକ୍ତ ଶାଖା, ସେକ୍ଟର ୨ ଆନୁକୂଲ୍ୟରେ ମା ପାଇଁ ଗଛଟିଏ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସେକ୍ଟର ୨ ସ୍ଥିତ ଏନ୍‌ଏସି ମାର୍କେଟ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ଆବାହକ ହରେକୃଷ୍ଣ
Read More...

ସୁନ୍ଦରଗଡ ଲେଖକ ସାମୁଖ୍ୟର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠାଗାର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଛେଣ୍ଡ ସ୍ଥିତ ମଧୁସୂଦନ ପାଠାଗାରରେ ଅନୁଷ୍ଠିତ ହୋଇଯାଇଛି । କବି ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ମୋକ୍ଷ ପ୍ରାପ୍ତିର ମାର୍ଗ ଓ ଶକ୍ତିପୂଜା
Read More...

ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦର ନୂଆଁଖାଇ ଭେଟଘାଟ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶା ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ନୂଆଁଖାଇ ଭେଟଘାଟ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ରାଉରକେଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ମହାନ ଗଣପର୍ବ "ନୂଆଁଖାଇ
Read More...

ଶିବମ କୁମାର ସିଂଙ୍କୁ ପ୍ରଫେସର ଡ଼. ରମେଶ ଚନ୍ଦ୍ର ବେହେରା ସ୍ମୃତି ସ୍ୱର୍ଣ୍ଣପଦକ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଫେସର ଡ଼. ରମେଶ ଚନ୍ଦ୍ର ବେହେରା ଏନ୍ଆଇଟି ରାଉରକେଲାରେ ମେଟାଲର୍ଜି ବିଭାଗରେ ବିଭାଗୀୟ ମୁଖ୍ୟ ଓ ଏନ୍ଆଇଟିର ଡିନ ଏକାଡେମୀ ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ତାଙ୍କର ମୃତ୍ୟୁ ପରେ ଆଜକୁ ୭ ବର୍ଷ ହେଲା ତାଙ୍କ ସ୍ମୃତିରେ ଏନ୍ଆଇଟିର ଏମ୍ ଟେକରେ
Read More...