Monthly Archives

September 2025

ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଏଥିରେ ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ,
Read More...

ବିଶ୍ୱ ଫିଜିଓଥେରାପି ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କମ୍ପୋଜିଟ ରିଜିନାଲ ସେଣ୍ଟର (ସିଆର୍‌ସି ) ପକ୍ଷରୁ ବିଶ୍ୱ ଭୌତିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ସିଆର୍‌ସି ନିର୍ଦ୍ଦେଶକ ଗୁରୁବସ୍କ ଜଗୋଟାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଭାକର ମିଶ୍ର ଯୋଗଦେଇ
Read More...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ
Read More...

କୁଲୁତା ସମାଜ ବଲାଙ୍ଗିରର ନୂଆଁଖାଇ ଭେଟଘାଟ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୁଲୁତା ସମାଜ ବଲାଙ୍ଗିରର ନୂଆଁଖାଇ ଭେଟଘାଟ-୨୦୨୫ କାମାକ୍ଷୀନଗର ବଲାଙ୍ଗିର ଠାରେ ଥିବା ରାମଚଣ୍ଡୀ ସେବା ସଦନ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଥମେ ସମାଜର ଉପଦେଷ୍ଟା ସୁରଥ ପଧାନଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇ ନିକଟ ଅତୀତରେ
Read More...

ବ୍ୟାଡମିଣ୍ଟନରେ ପୁଣି ଚମକିଲେ ବଲାଙ୍ଗିର ଖେଳାଳି

୯ ବର୍ଷ ବର୍ଗରେ ରାଜ୍ୟ ଚମ୍ପିୟାନ ହେଲେ ଅର୍ଣ୍ଣବ ସାହୁଇଷ୍ଟ ଜୋନ ଚମ୍ପିୟାନ ହେଲେ ଜୟଶ ଅଗ୍ରୱାଲ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଦ୍ୱାରା ଆୟୋଜିତ ମିନି ସବ୍‌ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତାରେ ବଲାଙ୍ଗିରର ଖେଳାଳି ଅର୍ଣ୍ଣବ ସାହୁ ନିଜ ବୟସ
Read More...

ଡୁମ୍ବେରପାଲି ଗ୍ରାମରେ ଭାଗବତ ଜନ୍ମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ସୋହେଲା ବ୍ଲକ ଅନ୍ତର୍ଗତ ଗର୍ଭଣା ପଞ୍ଚାୟତ ଡୁମ୍ବେରପାଲି ଗ୍ରାମରେ ଭାଗବତ ଜନ୍ମ ପାଳିତ ହୋଇଯାଇଛି । ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ଗିରିଜା ଶଙ୍କର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ବକ୍ତା ଭାବେ
Read More...

ଆନ୍ତର୍ଜାତୀୟ ସାକ୍ଷରତା ସପ୍ତାହ ପାଳନ ଅବସରରେ ବାରିପଦା ଠାରେ ଜିଲ୍ଲାସ୍ତରୀୟ ସାଇକେଲ ଶୋଭାଯାତ୍ରା ଓ ସଚେତନତା…

ବାରିପଦା, (ଦେବସ୍ମିତ ଚୌଧୁରୀ) : କେନ୍ଦ୍ର ସରକାରଙ୍କ ଉଲ୍ଲାସ -ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ-୨୦୨୫ ଅଧୀନରେ ସାଧାରଣ ଲୋକଙ୍କୁ ସାକ୍ଷର କରିବା ଲକ୍ଷ୍ୟ ନେଇ, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ୧୫ ବର୍ଷ ବୟସରୁ ଅଧିକ ନିରକ୍ଷର ଭାଈ ଓ ଭଉଣୀ ମାନଙ୍କ ସାକ୍ଷରତା ପାଇଁ ଏକ ଅଭିନବ
Read More...

ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମୀକ୍ଷା ବୈଠକରେ
Read More...

ଜର୍ଜିଆଡି କ୍ଲବ ସେଭେନ୍ସ କପ୍ ଜିତିଲା ଫ୍ୟୁଚର୍‌ ଷ୍ଟାର୍ ସ୍ପୋର୍ଟସ ଏକାଡେମୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ମାସ ୬ ଓ ୭ ତାରିଖ କୋଲକାତା ଠାରେ କୋଲକାତା କ୍ରିକେଟ ଓ ଫୁଟବଲ କ୍ଲବ ଓ ବେଙ୍ଗଲ ରଗବୀ ସଂଘର ମିଳିତ ଉଦ୍ୟମରେ ଆୟୋଜିତ ହୋଇଥିବା ଜର୍ଜିଆଡି କ୍ଲବ ସେଭେନ୍ସ କପ୍ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲ୍ଳାର ଫ୍ୟୁଚର୍‌ ଷ୍ଟାର୍‌ ସ୍ପୋର୍ଟସ ଏକାଡେମୀର ମହିଳା
Read More...

ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌତମ ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟବକ୍ତା ଭାବରେ ଅଧ୍ୟାପକ ଲୋହିତାକ୍ଷ ଯୋଷୀ, ସମ୍ମାନିତ
Read More...