Monthly Archives

September 2025

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ସାଧାରଣ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ବଲାଙ୍ଗିର ଶାଖାର ସାଧାରଣ ବୈଠକ ଗୋବିନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାର ପ୍ରାରମ୍ଭରେ ସଂଘର ବରିଷ୍ଠ ସଭ୍ୟ ସ୍ୱର୍ଗତ ନରେନ୍ଦ୍ର କବାଟଙ୍କ ଦେହାନ୍ତ ହେତୁ
Read More...

ବ୍ଲକସ୍ତରୀୟ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଅନ୍ତର୍ଗତ ବନ୍ଧପଡ଼ା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସଚେତନତା ପଦଯାତ୍ରା ଆୟୋଜନ ହୋଇ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ପୁଇଁନ୍ତଲା ବିଇଓ
Read More...

ଭାରତୀୟ ସ୍ଥଳ ବାହିନୀ ତରଫରୁ ବାରିପଦା ବିବାହ ମଣ୍ଡପ ଠାରେ ୩ ଦିନିଆ ଆଦର୍ଶ ସମନ୍ୱିତ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭାରତୀୟ ସ୍ଥଳ ବାହିନୀର ଷ୍ଟେସନ ହେଡ଼ କ୍ୱାଟର, ବାଲେଶ୍ୱର (ଚାନ୍ଦିପୁର-ଅନ-ସି) ଓ ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜଙ୍କ ମିଳିତ ଆନୁକୂଲ୍ୟରେ ଆଜିଠାରୁ ତା ୧୦-୦୯-୨୦୨୫ରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ବାରିପଦାର ଷ୍ଟେସନବଜାର ଆଶୀର୍ବାଦ ଛକ ନିକଟସ୍ଥ ବିବାହ
Read More...

ଓଡ଼ିଶାର ପଞ୍ଚମ ଅନୁସୂଚୀ ଅଞ୍ଚଳରେ ଏନ୍‌ଏସି ଗଠିତ ଘୋଷଣାକୁ ପ୍ରତ୍ୟାହାର ଦାବି

ପ୍ରତ୍ୟାହାର କରାନଗଲେ ଆଇନର ଆଶ୍ରୟ ଚେତାବନୀଯଦି ବିକାଶ କରିବାର ଅଛି ତ୍ରିବିଭାଗକୁ ପାଣ୍ଠି ବୃଦ୍ଧି ଦାବି ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଦିବାସୀ ସେଙ୍ଗେଲ ଅଭିଯାନ ସହିତ ଅଲ୍ ଇଣ୍ଡିଆ ମାଝୀ-ପାର୍ଗାନା ମାଡ଼ୱା ଓଡ଼ିଶା ପ୍ରଦେଶ କମିଟି ପକ୍ଷରୁ ମହାମହିମ ରାଷ୍ଟ୍ରପତି, ଓଡ଼ିଶାର
Read More...

ସେଞ୍ଚୁରିଅନ ବିଦ୍ୟାଳୟ (ଜେଆଇଟିଏମ୍‌) ପରିସରରେ ତିନିଦିନିଆ ବାର୍ଷିକ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେଞ୍ଚୁରିଅନ ବିଦ୍ୟାଳୟ ପରିସରରେ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ, ତ୍ରିଲୋଚନ ନେତ୍ରାଳୟ ଓ ଲାୟନ୍ସ କ୍ଲବର ମିଳିତ ଆନୁକୂଲ୍ୟରେ ଏକ ତିନି ଦିନିଆ ବାର୍ଷିକ ଚକ୍ଷୁ୍ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି । ଶିବିରରେ ବିଶିଷ୍ଟ ଚକ୍ଷୁରୋଗ ବିଶେଷଜ୍ଞ ସୌରଭ
Read More...

ଓଡ଼ିଆ ସମ୍ବାଦପତ୍ର ପାଇଁ ସ୍ୱତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ ଦାବିରେ ୧୫ରେ କୋରାପୁଟରେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଗଠନର ଆଗାମୀ ବୈଠକ ଆସନ୍ତା ସେପ୍ଟେମ୍ବର ୧୫, ୨୦୨୫ ତାରିଖ ଦିନ ଦିବା ୧୦ ଘଟିକା ସମୟରେ କୋରାପୁଟ ସହରର ଜଗନ୍ନାଥ ମନ୍ଦିର ପରିଚାଳିତ ଅତିଥି ଭବନ ସଭା କକ୍ଷଠାରେ ଅନୁଷ୍ଠିତ ହେବ । ଏହି ସଭାରେ ଯୋଗଦେବା ନିମନ୍ତେ
Read More...

ବିଷାକ୍ତ ସାପ କାମୁଡାରେ ମହିଳା ସରପଞ୍ଚଙ୍କ ମୃତ୍ୟୁ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ବିଷାକ୍ତ ସାପ କାମୁଡାରେ ଜଣେ ମହିଳା ସରପଞ୍ଚଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମହିଳା ସରପଞ୍ଚ ଜଣକ ହେଲେ ରାୟଗଡା ସଦର ବ୍ଲକ କୁଲି ପଞ୍ଚାୟତର ମାଙ୍ଗି କାଡ୍ରାକା । ଗତକାଲି ବିଳମ୍ବିତ ରାତିରେ ମାଙ୍ଗି ନିଜ ଘରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ
Read More...

ଗନ୍ଧମାର୍ଦ୍ଦନ ପାହାଡରେ ବାଦଲ ଫଟା ବର୍ଷା, ତିନିଘଣ୍ଟା ପାଇଁ ଜନଜୀବନ ଅସ୍ତବ୍ୟସ୍ତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ହୋଇଛି । ଯାହାଫଳରେ ହରିଶଙ୍କର ଝରଣାରେ ହଠାତ୍ ଅପ୍ରତ୍ୟାସିତ ଭାବରେ ଝରଣା ପାଣି ବୃଦ୍ଧି ପାଇଥିଲା । ପାଣି ବୃଦ୍ଧି ଯୋଗୁଁ ଝରଣାର ଶବ୍ଦ ମଧ୍ୟ ଯୋର୍‌ରେ ହୋଇଥିଲା । କିଛି
Read More...

କଲମପୁରରେ କଂଗ୍ରେସର ସଂଗଠନ ସୃଜନ ଅଭିଯାନ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଅଲ୍ ଇଣ୍ଡିଆ କଂଗ୍ରେସ କମିଟି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଜିଲ୍ଲାସ୍ତରୀୟ କଂଗ୍ରେସ କମିଟି ସଭାପତି ଚୟନ ପ୍ରକିୟା ଆରମ୍ଭ କରାଯାଇଛି । ଜିଲ୍ଲା ସଭାପତି ଚୟନ ନେତା ମାନଙ୍କୁ ନେଇ ଚୟନ ପ୍ରକିୟା ନକରି ପ୍ରଥମ
Read More...

୮୪ ଘର ଅଘରିଆ ସମାଜ ବଲାଙ୍ଗିର ଜିଲ୍ଲା ଟ୍ରଷ୍ଟର ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତା ସମ୍ପନ୍ନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ୮୪ ଘର ଅଘରିଆ ସମାଜ ଟ୍ରଷ୍ଟ ଦ୍ୱାରା ତୃତୀୟ ଶ୍ରେଣୀରୁ ଦଶମ ଶ୍ରେଣୀ ଯାଏ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ରଚନା, ବୁଦ୍ଧିଜ୍ଞାନ ଓ ସଂଗୀତ ପ୍ରତିଯୋଗିତା କନ୍ଧପାଲି ସ୍ଥିତ ଅଘରିଆ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଭା
Read More...