ଗୋଇମୁଣ୍ଡ ୪୯ତମ ଦୁର୍ଗାପୂଜା ପାଇଁ ମାଟି ଅନୁକୂଳ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମରେ ୪୯ତମ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ମାଁଙ୍କ ମୃଣ୍ମୟୀ ମୂର୍ତ୍ତି ତିଆରି ପାଇଁ ମୃତ୍ତିକା ଅନୁକୂଳ କରାଯାଇଥିଲା । ଯଥାରୀତି ପୂଜାର୍ଚ୍ଚନା!-->…
Read More...
Read More...