Daily Archives

ଲୋଇସିଂହା ଗାନ୍ଧୀଛକ ସାର୍ବଜନୀନ ଗଜଲକ୍ଷ୍ମୀ ପୂଜା ଆରମ୍ଭ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଗାନ୍ଧୀଛକ ସ୍ଥିତ ସାର୍ବଜନୀନ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଛି । ସଭାପତି ବବଲୁ ଦଲେଇଙ୍କ ନେତୃତ୍ଵରେ ସୋମବାର ପୂର୍ବାହ୍ନରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ଲୋଇସିଂହା ଜମିଦାର ରାଜନନ୍ଦିନୀ ଅର୍ଚ୍ଚନା ସିଂହ ରାଏ, ଭଉଣୀ ବନ୍ଦନା ସିଂହ ରାଏ,
Read More...

ଲୋଇସିଂହା ବ୍ଲକ ବାରିକ ସମାଜ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ବାରିକ ସମାଜ ପକ୍ଷରୁ ସ୍ଥାନୀୟ ବାରିକ ଭବନ ଠାରେ ପଶ୍ଚିମ ଓଡିଶା ବାରିକ ସମାଜ ତଥା ବଲାଙ୍ଗିର ଜିଲ୍ଲା ବାରିକ ସମାଜର ସଭାପତି କଙ୍ଗାଳୁ ବାରିକଙ୍କ ଦେହାନ୍ତରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ସମାଜର ଲୋଇସିଂହା ବ୍ଲକ
Read More...

ଛିନ୍ଦେଇକେଲା ହାଇସ୍କୁଲ ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ହାଇସ୍କୁଲ ୨୦୧୩ ମାଟ୍ରିକ ପୁରାତନ ଛାତ୍ରୀଛାତ୍ରୀଙ୍କ ତିଖାଲି ଡ୍ୟାମ ନିକଟରେ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ତାଙ୍କ ଛାତ୍ର ଜୀବନ ଅନୁଭୂତି ବଖାଣି ଥିଲେ
Read More...

ଜେଏସ୍ଏମ୍ ବାଣିଜ୍ୟ, କଳା ଏବଂ ବିଜ୍ଞାନ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷା ବର୍ଷର ସ୍ୱାଗତ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୦୨୫-୨୬ ଶିକ୍ଷା ବର୍ଷରେ +୨ ଓ +୩ରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଜେଏସ୍ଏମ୍ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟରେ 'ଫ୍ରେସର୍ ଡେ' ଭାବରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ବିଶେଷ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ରାଉରକେଲା ଠାରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋଟ ୩୬ଟି ଅଭିଯୋଗର ହେଲା ଶୁଣାଣି ରାଉରକେଲା, (ସସ୍ମିତା ପ୍ରଧାନ) : ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ତଥା ଅଭିଯୋଗର ସମାଧାନ ନିମନ୍ତେ ରାଉରକେଲା ମହାନଗର ନିଗମ ଠାରେ ଥିବା ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଶୁଣାଣି କାଙ୍କ'କ୍ରକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଅତିରିକ୍ତ ଜିଲ୍ଲାପାଳ
Read More...

ରାଉରକେଲା ଆନ୍ତର୍ଜାତୀୟ ବାଣିଜ୍ୟ ମେଳା ଆସନ୍ତା ୭ରୁ ୧୬ ପର୍ଯ୍ୟନ୍ତ

ରାଉରକେଲା. (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର -୧୩ ମେଲଣ ପଡ଼ିଆରେ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରା.ଲି. ପକ୍ଷରୁ 'ଆପେଲ ସାଇନ୍ ଆଣ୍ଡ ଗ୍ରାଫିକ୍ସ' ସହାୟତାରେ “ରାଉରକେଲା ଆନ୍ତର୍ଜାତୀୟ ବାଣିଜ୍ୟ ମେଳା - ୨୦୨୫” ଅନୁଷ୍ଠିତ ହେବାକୁ ଯାଉଛି । ଏହି ମଲ୍ଟି ସେକ୍ଟର ବି ୨ ବି ଏବଂ ବି
Read More...

ଗାୟତ୍ରୀ ଉଚ୍ଚ ବିଦ୍ୟାଳୟ ସାପଲହର ୨୦୦୯ ବ୍ୟାଚର ବନ୍ଧୁ ମିଳନ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାୟତ୍ରୀ ଉଚ୍ଚ ବିଦ୍ୟାଳୟ ସାପଲହର ୨୦୦୯ ବ୍ୟାଚର ଦୀର୍ଘ ୧୬ ବର୍ଷ ପରେ ଏକ ବନ୍ଧୁମିଳନ ଉତ୍ସବ ପ୍ରସିଦ୍ଧ ଶୈବପୀଠ ଦେବଦର୍ହା ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୁରୁଣା ଦିନର ସ୍ମୃତି ତଥା ସେ ସମୟର ପାଠପଢ଼ାକୁ
Read More...

ପଞ୍ଚାୟତ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କେନ୍ଦ୍ର ଘୁନେଶ୍ ଗାଁ ହାଇସ୍କୁଲ ଖେଳ ପଡିଆରେ ପଞ୍ଚାୟତ ସ୍ତରୀୟ (୩୯ ଗାଁରୁ) ଲକ୍ଷେ ଘର ଗଣ୍ଡା ସମାଜର ନୂଆଁଖାଇ ଭେଟଘାଟ କର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ନିର୍ବାଚନ
Read More...

ମାନବବାଦୀ ଓ ସାର୍ବଜନୀନ ଦୃଷ୍ଟିକୋଣ ପାଇଁ ଚିତ୍ତରଞ୍ଜନ ଦାସ ଥିଲେ ଅନନ୍ୟ

ଅସୀମିତ ପ୍ରଜ୍ଞା ଓ ଗଭୀର ଚିନ୍ତାଧାରା ସମନ୍ୱିତ ଚିତ୍ତରଞ୍ଜନ ଥିଲେ ଓଡ଼ିଶାର ସକ୍ରେଟିସ୍ପ୍ରଗତି ଉତ୍କଳ ସଂଘରେ ଚିତ୍ତରଞ୍ଜନ ଦାସଙ୍କ ଜୟନ୍ତୀ ପାଳିତ ରାଉରକେଲା, (ସସ୍ମିତା ପ୍ରଧାନ) : ଧୂରୀଣ ଲେଖକ, ଅନୁବାଦକ, ଦାର୍ଶନିକ ତଥା ସମାଜ ସଂସ୍କାରକ ଚିତ୍ତରଞ୍ଜନ ଦାସ ଜଣେ ପ୍ରତିଷ୍ଠିତ
Read More...

ଆଇଆଇଟି ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ନମୋ ସେମିକଣ୍ଡକ୍ଟର ପ୍ରୟୋଗଶାଳା

● ସମଗ୍ର ଭାରତରେ ସ୍ୱଦେଶୀ ଚିପ୍ ନିର୍ମାଣ ଏବଂ ପ୍ୟାକେଜିଂ କ୍ଷମତା ପାଇଁ ପ୍ରତିଭା ପୁଲ ବିକାଶ କରିବାରେ ହେବ ସହାୟକ● ଯୁବପିଢ଼ିଙ୍କୁ ଶିଳ୍ପ-ପ୍ରସ୍ତୁତ ଦକ୍ଷତାରେ ପ୍ରଶିକ୍ଷଣ ପ୍ରଦାନ କରି ନମୋ ସେମିକଣ୍ଡକ୍ଟର ପ୍ରୟୋଗଶାଳା ‘ମେକ୍ ଇନ୍ ଇଣ୍ଡିଆ’ ଏବଂ ‘ଡିଜାଇନ୍ ଇନ୍ ଇଣ୍ଡିଆ’ ପଦକ୍ଷେପକୁ
Read More...