Daily Archives

ବାଲ୍ମିକୀ ଜୟନ୍ତୀ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ମାଧବ ନଗର ଶାଖା ଦ୍ୱାରା ଆୟୋଜିତ ମାସିକ ସାହିତ୍ୟ ଆସରରେ ବାଲ୍ମିକୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସୋନାଲି ମହାନନ୍ଦଙ୍କ ସଂଯୋଜନାରେ
Read More...

ମାଲପଡ଼ା ବିଦ୍ୟାଳୟରେ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଶୁକ୍ରବାର ମାଳପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମାଳପଡ଼ା ବିଦ୍ୟାଳୟ ପ୍ରଧାନଶିକ୍ଷକ ରାଜେନ୍ଦ୍ର ପାତ୍ରଙ୍କ
Read More...

ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭି-୨୫ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ସଦର ମହକୁମା ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଳଷ୍ଟରସ୍ତରୀୟ ସୁରଭି- ୨୫ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ
Read More...

ଡୁଡୁକିଝରିଆ କପ୍ : ଡୁଡୁକିଝରିଆକୁ ହରାଇ ପାଇକମାଲ ଚମ୍ପିୟାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜାମସେଠ ପଞ୍ଚାୟତ ଡୁଡୁକିଝରିଆ ଖେଳପଡିଆରେ ଚାଲିଥିବା ୧୨ତମ ଡୁଡୁକିଝରିଆ କପରେ ଶୁକ୍ରବାର ଡୁଡୁକିଝରିଆକୁ ହରାଇ ପାଇକମାଲ ଚମ୍ପିୟାନ ହୋଇଛି । ଡୁଡୁକିଝରିଆ ପ୍ରଥମ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହରାଇ ୭୧
Read More...

ଲୋଇସିଂହାରେ ଅନ୍ତଃରାଷ୍ଟ୍ରୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ କନଫରେନ୍ସ ହଲ ଠାରେ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଛି । ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଅକ୍ଷୟ ପାଣିଉଡୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି
Read More...

ଚୀନରେ ଚମକିଲେ, ଏବେ ପାଳି ଶ୍ରୀଲଙ୍କାରେ : ଇତିହାସ ରଚିଲେ ସନ୍ଧ୍ୟା

ବାରିପଦା, (ଦେବସ୍ମିତ ଚୌଧୁରୀ) : ଶ୍ରୀଲଙ୍କାର କୋଲମ୍ବ ଠାରେ ଅନୁଷ୍ଠିତ ହେବାକୁ ଥିବା ଏସିଆ ରଗବୀ ଏମିରେଟ୍ସ ସେଭେନ ସିରିଜ ୨୦୨୫ - ଲେଗ ୨ରେ ଖେଳିବା ପାଇଁ ଭାରତୀୟ ବରିଷ୍ଠ ମହିଳା ଦଳରେ ସ୍ଥାନ ପାଇଛନ୍ତି ମୟୁରଭଞ୍ଜର ସନ୍ଧ୍ୟାରାଣୀ ଟୁଡୁ । ଗତ ମାସ ଚୀନ ଠାରେ ଅନୁଷ୍ଠିତ ଲେଗ ୧ ସିରିଜରେ
Read More...

ସିବିଆଇର ଚଢାଉରେ ଚକ୍ରଧରପୁର ରେଳ ମଣ୍ଡଳ ପୁଣି ଚର୍ଚ୍ଚାରେ : ବଣ୍ଡାମୁଣ୍ଡାରେ ଆର୍‌ପିଏଫ୍‌ ଜବାନ ଗିରଫ୍

ଲାଞ୍ଚ ନେବା ସମୟରେ ମାଡିବସିଲା ସିବିଆଇ ରାଉାକେଲା, (ସସ୍ମିତା ପ୍ରଧାନ) : ଚକ୍ରଧରପୁର ରେଳ ମଣ୍ଡଳ ଅନ୍ତର୍ଗତ ବଣ୍ଡାମୁଣ୍ଡାରୁ ବଡ଼ ଖବର ଆସିଛି । ବଣ୍ଡାମୁଣ୍ଡାରେ ସିବିଆଇର ଚଢାଉରେ ଜଣେ ଆର୍‌ପିଏଫ୍‌ ଜବାନକୁ ଲାଞ୍ଚ ନେବା ସମୟରେ ଗିରଫ୍ କରାଯାଇଛି । ଗତ କିଛି ମାସ ମଧ୍ୟରେ ସିବିଆଇ
Read More...

ବଲାଙ୍ଗିର ଦିନ୍‌ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପି. ପି. ଏକାଡେମୀ ଠାରେ ବଲାଙ୍ଗିର ଦିନ୍‌ ଆୟୋଜନ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନଭେମ୍ବର ୧, ୧୯୪୯ ମସିହାରେ ବଲାଙ୍ଗିର ଜିଲ୍ଲା ନାମରେ ନାମିତ ହୋଇଥିଲା । ଏହି ଦିନକୁ
Read More...

ଶୋକାକୁଳ ପରିବେଶରେ ପ୍ରବାସୀ ଶ୍ରମିକର ଅନ୍ତିମ ସଂସ୍କାର

ଜୟପାଟଣା, (ଶେଷଦେବ ବେହେରା) : ଗତ ଚାରିମାସ ତଳେ ବେଙ୍ଗାଲୁରୁକୁ ଯାଇ ଏକ ଘରୋଇ ସଂସ୍ଥାରେ ପ୍ରବାସୀ ଶ୍ରମିକ ଭାବରେ କାର୍ଯ୍ୟରତ ଥିବା ପଚିଶ ବର୍ଷର ଯୁବକ ଗିରିରାଜ ବଣୁଆଙ୍କ ବେଙ୍ଗାଲୁରୁ ଠାରେ ଟ୍ରେନ ସହ ଧକ୍କା ହୋଇ ମୃତ୍ୟୁ ବରଣ କରିଥିବା ଘଟଣା ଅଞ୍ଚଳରେ ଏକ ଶୋକାକୁଳ ପରିବେଶ ସୃଷ୍ଟି
Read More...

ଉତ୍କଳମଣିଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାରନଗରୀର ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟା ଷ୍ଟଡି ପଏଂଟ ଠାରେ ୧୪୮ ତମ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ କରାଯାଇଥିଲା । ଅନୁଷ୍ଠାନର ନିର୍ଦ୍ଦେଶକ ସରୋଜ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଶିକ୍ଷାବିତ୍ ଶାନ୍ତନୁ
Read More...