Daily Archives

ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଠାରେ ଜିଲ୍ଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ତରଫରୁ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ପ୍ରେକ୍ଷାଳୟ ଠାରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳନ ହୋଇଯାଇଛି । ଜିଲ୍ଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧିକାରୀ ସୁଷମା ମହାପାତ୍ରଙ୍କ ସଭାପତିତ୍ୱରେ
Read More...

ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟର ଅନ୍ତର୍ଗତ ତୁରେକେଲା ଆଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପାର୍ଥବ ମହାନନ୍ଦଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବିରଞ୍ଚି ନାରାୟଣ ଦାଶ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମୁଖ୍ୟ
Read More...

ଡିଏଭି ସ୍କୁଲରେ ସାହିତ୍ୟ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଡିଏଭି ପବ୍ଲିକ ସ୍କୁଲ ଅନ୍ତର୍ଗତ ଏକ ପୁସ୍ତକ ପ୍ରଦର୍ଶନୀ ଏବଂ ସାହିତ୍ୟ ସମ୍ମିଳନୀ ଆୟୋଜିତ ହୋଇଥିଲା । ସାହିତ୍ୟ ସମାଜର ଦର୍ପଣ । ଏଥିରେ ସମାଜର ସମସ୍ତ ତଥ୍ୟ ସ୍ଥାନ ପାଇଥାଏ କିନ୍ତୁ ମୋବାଇଲର ଯୁଗରେ ପୁସ୍ତକର ଆଗ୍ରହ ବଢାଇବା ଓ ଜ୍ଞାନ ଅର୍ଜନ କରିବା
Read More...

ମାରିଆଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ : ନରୱେର ନୋବେଲ କମିଟି ଗତ ଶୁକ୍ରବାର ଦିନ ୨୦୨୫ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରିଥିବା ବେଳେ ଭେନେଜୁଏଲାର ଲୋକଙ୍କ ପାଇଁ ଗଣତାନ୍ତ୍ରିକ ଅଧିକାରକୁ ପ୍ରୋତ୍ସାହିତ କରିବା ଏବଂ ଏକଚ୍ଛତ୍ରବାଦରୁ ଗଣତନ୍ତ୍ରକୁ ଶାନ୍ତିପୂର୍ଣ୍ଣ ପରିବର୍ତ୍ତନ ହାସଲ କରିବା ପାଇଁ
Read More...

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ପଂଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଏସ୍‌ଏସ୍‌ଓ ସୁଶାନ୍ତ ମହାକୁରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ଗଞ୍ଜାମ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଗୃହରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ୨୦୨୫ ପାଳିତ
Read More...

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ସଇଁତଲା, (ଖୁସିରାଣୀ ସାହୁ) : ସଇଁତଲା ବ୍ଲକ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ବିଡ଼ିଓ ପୁରୁଷୋତ୍ତମ ମିର୍ଦ୍ଧାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ପ୍ରମୁଖ ଯୋଗଦେଇ ପ୍ରଥମେ ନାଗରିକ ମାନଙ୍କୁ
Read More...

ଛତ୍ରପୁର ବଡ଼ବଜାର ଗଜଲକ୍ଷ୍ମୀଙ୍କ ପୂଜା ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବଡ଼ବଜାର ବଣିକ ସଂଘ ଆନୁକୂଲ୍ୟରେ ଧନଧାତ୍ରୀ ମା' ଗଜଲକ୍ଷ୍ମୀଙ୍କ ପୂଜା ପାର୍ବଣ ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି । ଦୈନିକ ସନ୍ଧ୍ୟା ବେଳେ ମା' ଗଜଲକ୍ଷ୍ମୀଙ୍କ ଆରତୀ, ବନ୍ଦାପନା ଓ ଦର୍ଶନ ପାଇଁ ଶହସ୍ରାଧିକ ମହିଳା ଗୋଷ୍ଠୀ
Read More...

ନୂତନ ଫର୍ମାଟ ସହ ଜାତୀୟ ଟେଲିଭିଜନକୁ ଫେରୁଛି ଭାରତର କାଳଜୟୀ ମହାକାବ୍ୟ ମହାଭାରତ

ମହାଭାରତର ପୁନଃ-ପରିକଳ୍ପନା କରିବା ପାଇଁ ପ୍ରସାର ଭାରତୀ ଓ କଲେକ୍ଟିଭ୍ ମିଡିଆ ନେଟୱାର୍କର ନୂଆ ପଦକ୍ଷେପ ନୂଆଦିଲ୍ଲୀ, (ପିଆଇବି) : କଲେକ୍ଟିଭ୍ ମିଡିଆ ନେଟୱାର୍କ ଏଆଇ ମାଧ୍ୟମରେ ଭାରତର ସବୁଠାରୁ ପ୍ରସିଦ୍ଧ ମହାକାବ୍ୟ, ମହାଭାରତର ଏକ ଅଭୂତପୂର୍ବ ପୁନଃ-ପରିକଳ୍ପନା ଘୋଷଣା କରିଛି । ଏହି
Read More...

ଅକ୍ଟୋବର ୧୧ରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ ନୂଆଦିଲ୍ଲୀଠାରେ, ସ୍ୱତନ୍ତ୍ର କୃଷି କାର୍ଯ୍ୟକ୍ରମରେ ଯୋଗଦେବେ…

କୃଷି ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ୪୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ ଓ ଯୋଜନା ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ୨୪,୦୦୦ କୋଟି ଟଙ୍କା ବ୍ୟୟବରାଦରେ ‘ପ୍ରଧାନମନ୍ତ୍ରୀ ଧନ ଧନ୍ୟ କୃଷି ଯୋଜନା’ର ଶୁଭାରମ୍ଭ କରିବେଏହି ଯୋଜନା ୧୦୦ଟି ଜିଲ୍ଲାରେ କୃଷି କ୍ଷେତ୍ରକୁ ବ୍ୟାପକ ପରିବର୍ତ୍ତନ
Read More...