Daily Archives

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର ସାଧାରଣ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର ସାଧାରଣ ସଭା ସ୍ଥାନୀୟ ଶ୍ରୀନୃସିଂହ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇ ସମ୍ବିଧାନ ସଂଶୋଧନ ସହିତ ନୂତନ କର୍ମକର୍ତ୍ତା ସର୍ବ ସମ୍ମତି କ୍ରମେ ମନୋନୟନ କରାଯାଇ କମିଟି ଗଠନ କରାଯାଇଛି । ନୂତନ ଭାବେ ଉପଦେଷ୍ଟା ମଣ୍ଡଳୀରେ
Read More...

ବଙ୍ଗୋମୁଣ୍ଡା ବ୍ଲକର କୃଷକ ସାଥିମାନଙ୍କୁ ପରିଚୟ ପତ୍ର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ଅଧିନସ୍ଥ ବଙ୍ଗୋମୁଣ୍ଡା କୃଷି କାର୍ଯ୍ୟାଲୟ ଠାରେ ବଙ୍ଗୋମୁଣ୍ଡା ବ୍ଲକର କୃଷକ ସାଥିମାନଙ୍କୁ ପରିଚୟ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା
Read More...

ଦେଓଗାଁ ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସଭା କକ୍ଷରେ ଶୁକ୍ରବାର ଦିନ ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ, ଦେଓଗାଁ ବିଡ଼ିଓ ପ୍ରିୟରଞ୍ଜନ କୁମ୍ଭାର, ଏବିଡିଓ ପୁଷ୍ପାଞ୍ଜଳି ନାୟକ, ଜିପିଇଓ ସେନାପତି
Read More...

କୁଡ଼ାସିଂହାରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବୁଢାଡ଼ଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଡାସିଂହାରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଇଂରାଜୀ ଅଧ୍ୟାପକ ଅକ୍ଷୟ ଚୌଧୁରୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଅର୍ଥନୀତି ଅଧ୍ୟାପକ ନରେଶ ମିଶ୍ର
Read More...

ଦେଓଗାଁ ଗଜଲକ୍ଷ୍ମୀ ପୂଜା ଓ ନାମଯଜ୍ଞ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସଦର ପଞ୍ଚାୟତ କଛାରପାଲି ଅନ୍ତର୍ଗତ ସାହୁପଡ଼ା ପ୍ରଗତି ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ଗଜଲକ୍ଷ୍ମୀ ପୂଜା ଏବଂ ନାମଯଜ୍ଞ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି । ସୋମବାର ଦିନରୁ ଆରମ୍ଭ ହୋଇଥିବା ଗଜଲକ୍ଷ୍ମୀ ପୂଜା ଅବସରରେ ସ୍ଥାନୀୟ ଜଗନ୍ନାଥ
Read More...