Daily Archives

ତୁରେକେଲା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ବୁଡିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟ ଓ
Read More...

ରାଷ୍ଟ୍ରୀୟ ପୋଷଣ ମାସ ପାଳିତ : ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଷ୍ଟ୍ରୀୟ ପୋଷଣ ମାସ ଅବସରରରେ ବାଲିଗୁଡ଼ା ବ୍ଲକର ସମନ୍ୱିତ ଶିଶୁ ବିକାଶ ଅଧିକାରୀ କ୍ରୀଷ୍ଣା ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ସୁପରଭାଇଜର ମଞ୍ଜୁଲତା ବେହେରା, ସଂଯୁକ୍ତା ବେହେରାଙ୍କ ନେତୃତ୍ୱରେ ଖମନଖୋଲ, ବାରଖମା, ବାଟାଗୁଡା, ସୂଡ୍ରା,
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ଅନୁଷ୍ଠିତ

ଶିଶୁ ହସିଲେ, ଦୁନିଆଁ ହସିବ ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟରର ଚଳିତ ଶିକ୍ଷା ବର୍ଷର ଶିଶୁ ମହୋତ୍ସବ ସୁରଭି ୨୦୨୫ ତୁଷୁରା ଉଚ୍ଚ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ଜଗଦୀଶ ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଭୀମ ଆର୍ମି ଜୟ ଭୀମ ସଂଗଠନ ପକ୍ଷରୁ ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାନନୀୟ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଉପରେ ହୋଇଥିବା ଜୋତା ମାଡ ମୁଖ୍ୟ ଅଭିଯୁକ୍ତ ଓକିଲ ରାକେଶ କିଶୋରଙ୍କର ଲାଇସେନ୍ସ ରଦ୍ଦ ସହିତ ଜେଲଦଣ୍ଡ ଏବଂ ସମସ୍ତଙ୍କର ସାମ୍ନାରେ କ୍ଷମା ପ୍ରାର୍ଥନା, ହରିୟାନାରେ ସିନିୟର ଆଇପିଏସ୍‌ ଅଫିସରଙ୍କୁ ଚାପ ପକାଇଥିବା
Read More...

ରେଳ ଉପଭୋକ୍ତା ସଂଘର ସାଧାରଣ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଆର୍ଯ୍ୟ ସମାଜ ମନ୍ଦିର ଠାରେ ରେଳ ଉପଭୋକ୍ତା ସଂଘର ସାଧାରଣ ବୈଠକ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭ୍ୟ ନରେନ୍ଦ୍ର କବାଟଙ୍କ ବିୟୋଗରେ ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା
Read More...

ନଗର କଂଗ୍ରେସର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନଗର କଂଗ୍ରେସ କମିଟି ତରଫରୁ ସ୍ଥାନୀୟ କଂଗ୍ରେସ କାର୍ଯ୍ୟାଳୟ ଠାରେ ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଟାଉନ କଂଗ୍ରେସର ଆଗାମୀ ଦିନର କାର୍ଯ୍ୟପନ୍ଥା ତଥା ସହରର ପରିମଳ ଏବଂ ଟ୍ରାଫିକ
Read More...

ଗର୍ଭବତୀ ମହିଳାଙ୍କୁ ରକ୍ତଦାନ କରିଲେ ସମାଜସେବୀକା ଭାସ୍ଵତି ପଣ୍ଡା

ବାରିପଦା, (ଦେବସ୍ମିତ ଚୌଧୁରୀ) : ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲରେ ବଡ଼ସାହିର ସରସ୍ଵତୀ ସିଂ ପ୍ରସୂତି ବିଭାଗରେ ଚିକିତ୍ସିତ ହେଉଥିବା ସମୟରେ ଜରୁରୀ କାଳୀନ ରକ୍ତର ଆବଶ୍ୟକ ହେବାରୁ ରୋଗୀଙ୍କ ଘର ଲୋକେ ବାରିପଦାର ନାରାୟଣ ସେବା ଟ୍ରଷ୍ଟକୁ ଯୋଗାଯୋଗ କରିଥିଲେ । ଖବର ପାଇ ନାରାୟଣ ସେବା
Read More...

ଦୀର୍ଘ ବର୍ଷର ପରିଶ୍ରମର ଫଳ ପାଇଲେ ଭାନୁପ୍ରତାପ : ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଦୀର୍ଘ ୩୦/୩୫ ବର୍ଷ ଧରି ରାଇଫଲ ଚାଳନା ପ୍ରତିଯୋଗିତା ପାଇଁ ଅଭ୍ୟାସ କରିବା ସହ ବିଭନ୍ନ ସମୟରେ ବିଫଳ ହୋଇ ଶେଷରେ ସଫଳତାର ସ୍ୱାଦ ଚାଖିଲେ ଭାନୁପ୍ରତାପ ଭଞ୍ଜଦେଓ । ତାଳଚେର ଠାରେ ଅନୁଷ୍ଠିତ ଅନୁଗୁଳ ଜିଲ୍ଲା ରାଇଫଲ ଏସୋସିଏସନ ଆନୁକୂଲ୍ୟରେ ଆୟୋଜିତ ୬୦ ତମ
Read More...

୭ମ ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ : ୨୦ ନଭେମ୍ବର ସୁଦ୍ଧା ପଞ୍ଜିକରଣ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସାନ୍ତାଳୀ ଆର୍ଟ ଏଣ୍ଡ ଫିଲ୍ମ ଡେଭେଲପମେଣ୍ଟ ଫାଉଣ୍ଡେସନ ଆନୁକୂଲ୍ୟରେ ୭ମ ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଡିସେମ୍ବର ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବ । ଜାତୀୟ ସ୍ତରୀୟ ଏହି ପ୍ରତିଯୋଗିତାରେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଦୁଇଟି
Read More...