Daily Archives

ଭୁବନେଶ୍ୱର ସୈନିକ ସ୍କୁଲରେ ପାଠ ପଢ଼ିବାର ସୁଯୋଗ

• ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ନିମନ୍ତେ ଅନଲାଇନ ଆବେଦନ ଆହ୍ୱାନ• ବର୍ଷ ଜାନୁଆରୀ ମାସରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ଭୁବନେଶ୍ୱର, (ପିଆଇବି) : ୨୦୨୬-୨୭ ଶିକ୍ଷା ବର୍ଷ ଲାଗି ଭୁବନେଶ୍ୱର ସୈନିକ ସ୍କୁଲରେ ନାମ ଲେଖାଇବା ନିମନ୍ତେ ପ୍ରବେଶିକା ପରୀକ୍ଷାରେ
Read More...

ଏଆଇ-ଚାଳିତ ଶିକ୍ଷା ଏବଂ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରୁଛି ଏସଓଏଆର

● ଏହି ଡିଜିଟାଲ୍ ଦୁନିଆରେ ଭବିଷ୍ୟତ ପାଇଁ ପ୍ରସ୍ତୁତ ଭାରତକୁ ସକ୍ଷମ କରିବା ପାଇଁ ସ୍କିଲିଂ ଫର୍ ଏଆଇ ରେଡିନେସ୍ (ଏସଓଏଆର) ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଲକ୍ଷ୍ୟ ରଖିଛି ।● ଏସଓଏଆର ଛାତ୍ରଛାତ୍ରୀମାନଙ୍କ ପାଇଁ ୩ଟି ଟାରଗେଟ୍
Read More...

ରାଜ୍ୟ ବାହାରକୁ ଫେରାର ବେଳେ ମାଡି ବସିଲା ପୋଲିସ, ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଫୁଲବାଣୀ ପକ୍ସୋ କୋର୍ଟରେ ହାଜର କରିଥିବା ଜଣାପଡିଛି । ସେଠାରେ ଜାମିନ ନାମାଞ୍ଜୁର ହେବାରୁ
Read More...

ବାଙ୍କେଲ ଗ୍ରାମକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ସହ ସହାୟତା ଦାବୀ ନେଇ ଗ୍ରାମବାସୀ ତହସିଲଦାରଙ୍କ ଦ୍ୱାରସ୍ଥ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଳକୀ ପଞ୍ଚାୟତ ବାଙ୍କେଲ ଗ୍ରାମକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରି ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ବୁଧବାର ତହସିଲଦାର ଓ କୃଷି ବିଭାଗର ଦ୍ୱାରସ୍ଥ ହୋଇଛନ୍ତି । ଗ୍ରାମବାସୀଙ୍କ ଲିଖିତ ଅଭିଯୋଗ ମୁତାବକ
Read More...

ଖପ୍ରାଖୋଲ ପୋଲିସର ସଚେତନ ଅଭିଯାନ : ନାବାଳକ ଓ ନାବାଳିକା ସହ ୧୧ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ପୋଲିସ ତାଙ୍କ ସଚେତନତା ଓ ଦୃଢ଼ ତଦନ୍ତ ଯୋଗୁଁ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି । ବୁଧବାର ହରିଶଙ୍କର ଛକ ନିକଟରେ ଅଭିଯାନ ଚଲାଇ ପିଙ୍କି ବସରୁ ୧୧ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ଉଦ୍ଧାର ହୋଇଥିବା ମଧ୍ୟରୁ କିଛି ନାବାଳକ ଓ
Read More...

ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳଙ୍କ ବୈଠକ ଗୃହ ଠାରେ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ ସମାରୋହ ଆୟୋଜିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ଉପସ୍ଥିତ ଥିଲେ । ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ
Read More...

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ସମ୍ଭବ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ପଞ୍ଚଦିବସୀୟ 'ସମ୍ଭବ' ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅବସରରେ ଅନୁଷ୍ଠିତ ଉଦଘାଟନୀ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ
Read More...

ଚନ୍ଦନଭାଟି ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର ସଦର, (କେପିଏନ୍‌ଏସ୍‌) : ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ମିର୍ଦ୍ଧାପାଲିରେ ଆଜି ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ ହେଇଯାଇଛି । ଏଥିରେ ଉଦ୍ଘାଟନୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ମୁଖ୍ୟ ଅତିଥି ଭାବରେ
Read More...

ଧର୍ମପରାୟାଣା ମହିଳାଙ୍କ ପରଲୋକ

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ଝରେଇବାହାଲି ଗ୍ରାମର ପୂର୍ବତନ ଶିକ୍ଷକ ପୁରନ୍ଦର ପ୍ରଧାନଙ୍କ ସ୍ତ୍ରୀ ଯାଜ୍ଞସେନୀ ପ୍ରଧାନଙ୍କ ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଶ୍ରୀମତୀ ପ୍ରଧାନ କିଛି ଦିନ ହେଲା ଅସୁସ୍ଥ ଥିଲେ । ଗତ ଦୁଇଦିନ ତଳେ ହଠାତ୍
Read More...

ଟିଟିଲାଗଡ଼ ଷ୍ଟେସନରେ ଭିଡ଼ ପରିଚାଳନା ବ୍ୟବସ୍ଥା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ଉତ୍ସବ ଋତୁ ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି, ପୂର୍ବତଟ ରେଳପଥର ସମ୍ବଲପୁର ମଣ୍ଡଳ ଯାତ୍ରୀମାନଙ୍କ ସୁରକ୍ଷା, ଆରାମ ଏବଂ ସୁବିଧା ସୁନିଶ୍ଚିତ କରିବା ପାଇଁ ଟିଟିଲାଗଡ଼ ରେଳ ଷ୍ଟେସନରେ ବ୍ୟାପକ ଭିଡ଼ ପରିଚାଳନା ବ୍ୟବସ୍ଥା
Read More...