Monthly Archives

October 2025

ନୃସିଂହନାଥ ଆୟୁର୍ବେଦ କଲେଜରେ ବିଶ୍ୱ ମାନସିକ ସଚେତନତା ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ନୃସିଂହନାଥ ଆୟୁର୍ବେଦ କଲେଜ ପରିସରରେ ବିଶ୍ୱ ମାନସିକ ସଚେତନତା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ପଦ୍ମପୁର ଏଡିଜେ ତଥା ତାଳୁକ ଆଇନ ସେବା କମିଟି ଚେୟାରମେନ ସୂର୍ଯ୍ୟ ନାରାୟଣ ଦ୍ୱିବେଦୀ, ସମ୍ମାନିତ ଅତିଥି ଭାବରେ
Read More...

ଚେରଙ୍ଗାଝାଞ୍ଜ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ମାଣ୍ଡୋସିଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚେରଙ୍ଗାଝାଞ୍ଜ ପରିସରରେ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି ଉଗ୍ରସେନ ପ୍ରଧାନଙ୍କ
Read More...

ନୃସିଂହନାଥରେ କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟିର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ଆୟୋସିଏଲ ଡାକ ବଙ୍ଗଳା ସଭା ଗୃହ ଠାରେ କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟିର ବୈଠକ ଆଇନଜୀବୀ ଅଜିତ ଶତପଥୀଙ୍କ ସଭାପତିତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଶ୍ଚିମ ଓଡିଶାର କୋଶଳ
Read More...

ଛେତଗାଁ ହାଇସ୍କୁଲରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛେତଗାଁ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମୀନକେତନ ସାହୁଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିବା ପାଇଁ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରାଜକୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଏକ ସଭା
Read More...

ପାଇକମାଲ ପୋଲିସକୁ ବଡ଼ ସଫଳତା : ୨୫୯୮ ନିଶା ଇଞ୍ଜେକସନ ସହ ୫ ଜଣ ଅଭିଯୁକ୍ତ ଗିରଫ

ନିଶା ଇଞ୍ଜେକସନ ପାଖାପାଖି ୩ ଲକ୍ଷ ଟଙ୍କା ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ପୋଲିସକୁ ମିଳିଛି ବଡ ଧରଣର ସଫଳତା । ପୋଲିସ ୨୫୯୮ଟି ନିଶା ଇଞ୍ଜେକସନ, ଏକ ଜାଇଲୋ କାର ଗାଡି ନଂ (ଓଆର୍‌୧୫ ଆର୍‌ ୭୬୬୬), ଗୋଟିଏ ବୁଲେଟ ଗାଡି ନଂ (ଓଡି୧୭ ଏସ୍‌ ୫୬୫୩), ଗୋଟିଏ
Read More...

ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ମାନସିକ ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ମାନସିକ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗିର ତରଫରୁ, ଜିଲ୍ଲା ମାନସିକ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ବିଶ୍ୱ ମାନସିକ ଦିବସ, ଏ.ଏନ୍‌.ଏମ୍‌ ଟ୍ରେନିଂ ସେଣ୍ଟର ଠାରେ ପାଳନ କରାଯାଇଛି । କାର୍ଯ୍ୟକ୍ରମଟି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନମିତା ମିଶ୍ର
Read More...

ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ବେଦ ବିଦ୍ୱାନ ବ୍ରଜ ବିହାରୀଙ୍କ ଜୟନ୍ତୀ ସମାରୋହରେ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଗ୍ରଣୀ ସମାଜିକ ଅନୁଷ୍ଠାନ ନେତାଜୀ ସଂଗ୍ରାମୀ ପରିଷଦ ଆନ୍ରୁୂଲ୍ୟରେ ବଲାଙ୍ଗିର ସ୍ଥିତ ଆର୍ଯ୍ୟ ସମାଜ ମନ୍ଦିର ପରିସରରେ ବିଶିଷ୍ଟ ଦାର୍ଶନିକ ବେଦ ବିଦ୍ୱାନ ବ୍ରଜ ବିହାରୀଙ୍କ ୧୦୫ ତମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବିଜୟ କୁମାର ରଣାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ବିଜୟ କୁମାର ରଣାଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଶନିବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି
Read More...

ଶିଶୁ ସୁରକ୍ଷା ୟୁନିଟ ତରଫରୁ କନ୍ୟା ସନ୍ତାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବାଲାଜୀ ନର୍ସିଂ କଲେଜ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନର୍ସିଂ କଲେଜ୍‌ର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ରାଲି ସହିତ ବେଟି ବଚାଓ ବେଟି
Read More...

ସରସ୍ଵତୀ ଶିଶୁ ମନ୍ଦିରରେ ଅଭିଭାବକ ବୈଠକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଶିଶୁଙ୍କ ଅଭିଭାବକମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତି ଉପ ସଭାପତି ମୁକୁନ୍ଦ ନାରାୟଣ ସିଂହଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟର ବରିଷ୍ଠ
Read More...