ରତାଖଣ୍ଡି ଗାଁ ନିକଟ ଜଙ୍ଗଲରୁ ନିଖୋଜ ଝିଅର ମୃତ ଶରୀର ଉଦ୍ଧାର
ପାଟଣାଗଡ଼, (କେପିଏନ୍ଏସ୍) : ପାଟଣାଗଡ ଥାନା ତେଣ୍ଡାପଦର ପଞ୍ଚାୟତ ରତାଖଣ୍ଡି ଗ୍ରାମର କିଛି ଦୂରରେ ଥିବା ଏକ ଗୋଚର ଜଙ୍ଗଲ ଭିତରେ ନିଖୋଜ ଝିଅର ଶବ ପଡିଥିବା ଗ୍ରାମବାସୀ ଦେଖିବାକୁ ପାଇଛନ୍ତି । ଏହା ଦେଖି ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ!-->…
Read More...
Read More...