ରାମପୁର କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ : ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ପଞ୍ଚମ ମାସିକ ବୈଠକ ସି.ଆର.ସି.ସି ପ୍ରଦୀପ୍ତ କିଶୋର ଦାଶଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରିଲୋଚନ ବେହେରା!-->…
Read More...
Read More...