ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ ଓ ଉତ୍ସବ”- ଉଦଯାପିତ
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ମହକ ଓ ଉତ୍ସବ"ର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ଓ କିଶୋର ମାନଙ୍କ ମଧ୍ୟରେ ଥିବା ପ୍ରତିଭାର ଅନ୍ୱେଷଣ, ଅନ୍ତର୍ନିହିତ ଗୁଣାବଳୀର ବିକାଶ ନିମନ୍ତେ ଆୟୋଜିତ ବଲାଙ୍ଗିର ଜିଲ୍ଲାସ୍ତରୀୟ ଶିଶୁ ଯତ୍ନ!-->…
Read More...
Read More...