Daily Archives

୧୫୦ ଟିଣ ତେଲ ସହ ପିକ୍‌ଅପ୍ ଜବତ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଧୀନ ଚଟୁଅନଙ୍କା ଗାଁରେ ଥିବା ପ୍ରହରୀ ମଣ୍ଡପ ଠାରେ ବ୍ୟବସାୟୀ ମୁକେଶ କୁମାର ଜୈନଙ୍କ ଗୋଦାମ ଘରରକୁ ଏକ ଗାଡ଼ି ଲଗାଇ ଖାଇବା ତେଲ ଟିଣ ଚୋରି କରି ନେଇଥିଲେ । ଏନେଇ ମୁକେଶ ଜୈନ କଣ୍ଟାବାଞ୍ଜି ଥାନାକୁ ଆସି ଲିଖିତ
Read More...

ପାଇକମାଲ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ ମସ୍ତ୍ୟ ଓ ପ୍ରାଣୀ ସମ୍ପଦ ମେଳା ସୋମବାର ହାଇସ୍କୁଲ ପଡିଆରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏନେଇ ଅନୁଷ୍ଠିତ ସଭାରେ ପାଇକମାଲ ବିଡ଼ିଓ ପ୍ରଫୁଲ୍ଲ କୁମାର ଓଡୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବରଗଡ
Read More...

ଧର୍ମପରାୟଣା ମହିଳାଙ୍କ ପ୍ରତିମୂର୍ତ୍ତି ସ୍ଥାପନ

ଜୟପାଟଣା, (ଶେଷଦେବ ବେହେରା) : ମଣିଷ ଆରପାରିକୁ ଚାଲି ଯିବା ପରେ କର୍ମଫଳର ପ୍ରଭାବ ଅନ୍ୟ ମାନଙ୍କୁ ପ୍ରଭାବିତ କରିଥାଏ । ଏକ ଗ୍ରମଞ୍ଚାଳରେ ନିଜର ବୈବାହିକ ଜୀବନ କାଳ ମଧ୍ୟରେ ଶିକ୍ଷା, ଧର୍ମ ନାରୀ ସଶକ୍ତି କରଣ, ଆଞ୍ଚଳିକ ବିକାଶ ମଧ୍ୟରେ ନିଜକୁ ସମର୍ପିତ ରଖି ଅଧୁରା ଜୀବନ କାଳରେ ଆରପାରିକୁ
Read More...

ଓରାମ ସମାଜର ଜାଗୃତି ଓ ହିତାର୍ଥେ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପାଦା ପାଡହା, ଓଡ଼ିଶା ଓ ଓରାମ ସାଂସ୍କୃତିକ ସମାଜ, ଓଡ଼ିଶା ମିଳିତ ଆନୁକୂଲ୍ୟରେ ଲାଠିକଟାର ବଲାନୀ ଡ଼ାଡ଼ା ପାଡ଼ହା ନାଇନୀ ଟୁଙ୍ଗୁରୀର ବାବା ଭିଖରାମ ଭଗତ ମେମୋରିଆଲ ହଲରେ ଓରାମ ସମାଜର ତୃତୀୟ ଦିନର ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ସୁବର୍ଣ୍ଣରେଖା ଆନୁକୂଲ୍ୟରେ “ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା” ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସୁବର୍ଣ୍ଣରେଖା ପରିବାର ତରଫରୁ ଚଳିତ ବର୍ଷର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପିଲାମାନଙ୍କ ମଧ୍ୟରେ କନିଷ୍ଠ ଓ ବରିଷ୍ଠ ବର୍ଗରେ ଚିତ୍ରକଳା, ମେଧା ପରୀକ୍ଷା, ବାଲଟି ବଲ ଭଳି
Read More...

ବିଶ୍ୱନାଥ ଆଜ୍ଞାଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସୋମବାର
Read More...

ଜିଲ୍ଲା ସ୍ତରୀୟ ଗଣ୍ଡାବଜା ମହୋତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗଣ୍ଡାବଜାକୁ ପ୍ରୋତ୍ସାହନ, ସମ୍ମାନ ପ୍ରଦାନ ଏବଂ ଏହାର ସୁରକ୍ଷାକୁ ଏକ ସକରାତ୍ମକ ଦିଗ ଦେବା ଉଦ୍ଦେଶ୍ୟରେ ଗଣ୍ଡାବଜା ମହୋତ୍ସବ ୨୦୨୫ କୋଶଳ କଳାମଣ୍ଡଳ ପଡିଆରେ ଡ. ନିଳାଂଚଳ ନନ୍ଦଙ୍କ ଆବାହକତ୍ୱ ଏବଂ ତରଣୀସେନ ଦୀପଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ
Read More...

ପ୍ରଥମ ପଶ୍ଚିମ ଓଡ଼ିଶା ଓପନ୍‌ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ଗାର୍ଲ ହାଇସ୍କୁଲ ଠାରେ ପ୍ରଥମ ପଶ୍ଚିମ ଓଡ଼ିଶା ଓପନ୍‌ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଏଓସିଏ ଅଧ୍ୟକ୍ଷ ସତ୍ୟ ରଞ୍ଜନ ପଟ୍ଟନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଭାବରେ
Read More...

ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଲେଫ୍ରିପଡା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ
Read More...

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ : ଚାଳକ ମୃତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳରେ ଭାରସାମ୍ୟ ହରାଇ ଗଛରେ ବାଇକ ପିଟି ହେବାରୁ ଘଟଣା ସ୍ଥଳରେ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳର
Read More...