ଚିକିତ୍ସା ପାଇଁ ଆସି ନିଖୋଜ ଥିଲେ ବୃଦ୍ଧ : ୧୨ ଦିନ ପରେ ନଦୀରୁ ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୨ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ଶବ ଉଦ୍ଧାର ହୋଇଛି । ସୂଚନା!-->…
Read More...
Read More...