Daily Archives

ଖପ୍ରାଖୋଲ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ମହୋତ୍ସବ ଧୂମଧାମରେ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ମହୋତ୍ସବ ଶୁକ୍ରବାର ଖପ୍ରାଖୋଲ ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ବିପୁଳ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଛାତ୍ରମାନେ ଗ୍ରାମଦେବୀ ଡ଼ୁମେରତଲେନ
Read More...

ମାୟାବର୍ହା ହାଇସ୍କୁଲରେ ଶିଶୁ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଶିଶୁ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ପଣ୍ଡିତ ଜବାହରଲାଲ ନେହେରୁଙ୍କ
Read More...

ଶିଶୁ ଦିବସରେ ସମ୍ବର୍ଦ୍ଧିତ ହେଲେ ବିରଞ୍ଚି ଦାଶ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଶ୍ରୀ ଶ୍ରୀ ଜ୍ଞାନ ମନ୍ଦିର ବିଦ୍ୟାଳୟ ଡିଆଟନ ଠାରେ ଶିଶୁ ଦିବସ ଧୁମଧାମରେ ପାଳିତ ହୋଇଯାଇଛି । ବ୍ୟଙ୍ଗ କବି ଟିକେଲାଲ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବାଲସାହିତ୍ୟ ପୁରସ୍କାର ପ୍ରାପ୍ତ ଡ. ଯୁଗଳ କିଶୋର ଷଡ଼ଙ୍ଗୀ ମୁଖ୍ୟ ଅତିଥି, ସାହିତ୍ୟିକ
Read More...

ମାନବ ସେବା ସଦନରେ ଶିଶୁ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ମାନବ ସେବା ସଦନ ଠାରେ ଶିଶୁ ଦିବସ ପାଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଅଞ୍ଜନ ଦେଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ପୀତାମ୍ବର ଲେଙ୍କାଙ୍କ ଆବାହକତ୍ୱ ଓ ହେମନ୍ତା ତାଣ୍ଡିଆଙ୍କ ମଂଚ ସଂଯୋଜନାରେ ଆୟୋଜିତ ଏହି
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେଙ୍ଗାଲିରେ ମହାସମାରୋହରେ ଶିଶୁ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେଙ୍ଗାଲିରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବୀରକିଶୋର ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ ସମାଜସେବୀ ଉଦୟସିଂ ଠାକୁର, ପରିଚାଳନା କମିଟି
Read More...

ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଶିଶୁ ଦିବସ ଓ ଚଳିତ ଶିକ୍ଷା ବର୍ଷର ପୋଷାକ ବିତରଣ ଉତ୍ସବ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏନ୍‌ଏସି ତୁଷୁରାର ଉପାଧ୍ୟକ୍ଷା ମାମି ଦାସ ମୁଖ୍ୟ ଅତିଥି
Read More...

ଏଥଲେଟିକ୍ସ ଚାମ୍ପିୟନସିପରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଅଶୋକ ବିଶ୍ୱାଳଙ୍କୁ ଅର୍ଜିନାଲ ପାୱାର କ୍ଲବ ପକ୍ଷରୁ ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅର୍ଜିନାଲ୍ ପାୱାର କ୍ଲବ୍ ନିରନ୍ତର କ୍ରୀଡା ଏବଂ ଖେଳାଳିମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ କାର୍ଯ୍ୟ କରୁଛି । କ୍ଲବର ଉଦ୍ଦେଶ୍ୟ ହେଉଛି ଦେଶର ପ୍ରତିଭାବାନ ଖେଳାଳିମାନଙ୍କୁ ଆଗକୁ ବଢ଼ିବା ପାଇଁ ଆବଶ୍ୟକ ସୁଯୋଗ, ସମର୍ଥନ ଏବଂ ପ୍ଲାଟଫର୍ମ ପ୍ରଦାନ
Read More...

ଚୁଡାପାଲି ଶିଶୁ ମନ୍ଦିରରେ ଶିଶୁଦିବସ ପାଳନ

ଚୁଡାପାଲି, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚୁଡାପାଲି ରେ ଶିଶୁଦିବସ ଉତ୍ସବ ଓ ଶିଶୁବାଟିକା ବିଭାଗର ଶିଶୁ ଶିବିର ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସଭାପତି କ୍ଷୀରୋଦ୍ର ସାହୁ, ସମ୍ପାଦକ ଦନାର୍ଦ୍ଦନ ମହାପାତ୍ର, ଉପସଭାପତି ସଂଜୀବ ମେହେର, କୋଷାଧ୍ୟକ୍ଷ
Read More...

ବରଗଡ ଜିଲ୍ଲା ସ୍ତରୀୟ ଏକତା ପଦଯାତ୍ରା ଆୟୋଜିତ

ବରଗଡ, (ନିରୋଜ କୁମାର ପାଣୀ) : ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ଏକତା ଦିବସ ଅବସରରେ ଆଜି ସ୍ଥାନୀୟ ମିନି ଷ୍ଟାଡିୟମଠାରୁ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଦେଇ ଲେଙ୍ଗୁ ମିଶ୍ର ଛକ, ଅଗ୍ରସେନ ଛକ, ଭଟଲି ଛକ, ଗାନ୍ଧୀ ଛକ ଏବଂ ପ୍ରାଇଭେଟ ବସଷ୍ଟାଣ୍ଡରୁ ମିନି ଷ୍ଟାଡିୟମ
Read More...

ଅଦ୍ଭୁତ ଘଟଣା, ସାଇବାବାଙ୍କ ମଥାରୁ ଝରୁଛି ବିଭୂତି

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ସାଇବାବାଙ୍କ ମଥାରୁ ଝରୁଛି ବିଭୂତି । ଏ ଭଳି ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ମାଝିଗୁଡା ପଞ୍ଚାୟତ ସଦର ବ୍ୟାଙ୍କ ସାହିର ପି. ସାବିତ୍ରୀ ଆମ୍ମାଙ୍କ ଘରେ । ସେ କହିଛନ୍ତି ଯେ, ୨୦୦୭ ମସିହା ଶ୍ରୀ ଗୁଣ୍ଡିଚା
Read More...