Daily Archives

ବାଘମୁଣ୍ଡ ଗାଁରେ ଧୁମଧାମରେ ଜିଲ୍ଲା ସ୍ତରୀୟ ଶିଶୁ ପ୍ରତିଭା ଓ ଗୁରୁ ପ୍ରତିଭା ମହୋତ୍ସବ ପାଳିତ

ବେଲ୍‌ପଡ଼ା, (ଭୋଜରାଜ ଦଣ୍ଡସେନା) : ଶିଶୁ ମାନଙ୍କ ପ୍ରତିଭା ଲୋକଲୋଚନକୁ ଆଣିବା ପାଇଁ ଭିନ୍ନ ଏକ ପ୍ରୟାସ ଜାରି ରହିଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିଶୁ ମାନଙ୍କୁ ଓ ଅନେକ କଳାକାରମାନଙ୍କୁ ନେଇ ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ଗାଁ ଠାରେ କାର୍ୟ୍ୟକ୍ରମ ଆୟୋଜନ କରାଯାଇଛି । ଉକ୍ତ
Read More...

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀ ମାନଙ୍କ ସମ୍ମିଳନୀ

"ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀମାନେ ବିଦ୍ୟାଳୟର ମୁଖ୍ୟ ସ୍ତମ୍ଭ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ କନଫରେନ୍ସ ହଲ ଠାରେ ସଦର ବ୍ଲକ ଅନ୍ତର୍ଗତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀ
Read More...

ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ସାହାଜପାଣି ପଂଚାୟତ ଅଧିନରେ ଥିବା ବାଗଡିଆ ଗ୍ରାମରେ ବିର୍ସା ମୁଣ୍ଡା ଜୟନ୍ତୀ ଜନ ଶିକ୍ଷଣ ସଂସ୍ଥାନ ବଲାଙ୍ଗିର ତରଫରୁ ପାଳନ କରାଯାଇଥିଲା । ଏହି ସଭାରେ ସଂସ୍ଥାର କାର୍ଯ୍ୟକ୍ରମ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ମିଶ୍ର,
Read More...

ମୁରିବାହାଲ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

୬ ଜଣ ସଫଳ ଚାଷୀଙ୍କ ସହ ୨ମହିଳା ଗୋଷ୍ଠୀ ସମ୍ବର୍ଦ୍ଧିତ ମୁରିବାହାଲ, (ଦୁର୍ଗାନଦ ମହାକୁର) : ବଲାଙ୍ଗିର ଜ଼ିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଶନିବାର ମୁରିବାହାଲ ପଂଚାୟତି ହାଇସ୍କୁଲ ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ୨ ଗୋଟି ମହିଳା
Read More...

୧୫୦ ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳନ : ସାଲିସ ବିହୀନ ସଂଗ୍ରାମ ପାଇଁ ଆହ୍ୱାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି କୋଶଲ କଳା ମଣ୍ଡଳ ପଡ଼ିଆ ବଲାଙ୍ଗିର ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆହ୍ୱାନରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କ୍ରାନ୍ତିବୀର ଜନ ଜାତିର ଜନ ନାୟକ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ସଂଘର ସାଧାରଣ
Read More...

ସାରସ୍ୱତ ସମାରୋହ – ଭାବ ଚର୍ଚ୍ଚା

ଲୋଇସିଂହା , (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ସମ୍ମିଳନୀ କକ୍ଷରେ ସ୍ଥାନୀୟ ସୁରସଂଗମ୍ ସାଂସ୍କୃତିକ ସଂସଦ ଆନୁକୂଲ୍ୟରେ ଭାବ ଚର୍ଚ୍ଚା ବିଷୟ ଭିତ୍ତିକ ସାରସ୍ୱତ ସମାରୋହ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ନରେନ୍ଦ୍ର କୁମାର ହୋତା ଯୋଗ ଦେଇଥିବା ବେଳେ ସମ୍ମାନିତ
Read More...

ଜୁନାଗାଁ ବିଦ୍ୟାଳୟରେ ଶିକ୍ଷକ ଅଭାବ, ଉତ୍ତେଜିତ ହେଲେ ଅଭିଭାବକ : ପରିଦର୍ଶନରେ ଆସିଥିବା ସିଆରସିସିଙ୍କୁ ୪ ଘଣ୍ଟା ଅଟକ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ରହିଥିବା ଜୁନାଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ସମସ୍ୟା ସମାଧାନ ନ ହେବାରୁ ଶନିବାର ଅଭିଭାବକ ମଧ୍ୟରେ ଦେଖା
Read More...

ପୋଲିସ କନେଷ୍ଟବଳଙ୍କୁ ହତ୍ୟା

କନ୍ଧମାଳ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନାରେ କାର୍ଯ୍ୟରତ ପୋଲିସ କନେଷ୍ଟବଳଙ୍କୁ ହତ୍ୟା । ମୃତ କନେଷ୍ଟବଳ ପୁରୁଣା କଟକ ଥାନା ବାଲିସାହି ଗାଁର ଉଦୟ ରଞ୍ଜନ ପଟ୍ଟନାୟକ ବୋଲି ଜଣାପଡ଼ିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରିଥିବା ସୂଚନା ମିଳିଛି । ହତ୍ୟା କରିଥିବା ସନ୍ଦେହରେ
Read More...

ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ରାଉରକେଲାରେ ଅନୁଷ୍ଠିତ

ଯୋଗଦେଲେ ମୁଖ୍ୟମନ୍ତ୍ରୀଗୁଜୁରାଟରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀରାଜ୍ୟସ୍ତରୀୟ ଉତ୍ସବରେ ୧୩୪୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନରାଉରକେଲା ହନୁମାଟ ବାଟିକା ଛକରୁ ପାୱାର ହାଉସ୍ ଛକ ରାସ୍ତାକୁ ଭଗବାନ
Read More...

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ଜନଜାତି ସ୍ୱାଭିମାନର ପ୍ରତୀକ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି । ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ
Read More...