Daily Archives

ବିଦ୍ୟାଳୟ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

ସଇଁତଲା, (ଖୁସିରାଣୀ ସାହୁ) : ଆଜି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, କେରମେଲୀ ଠାରେ ପ୍ରଧାନ ଶିକ୍ଷକଙ୍କ ଅଧକ୍ଷତାରେ ବିଦ୍ୟାଳୟ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ବିଭିନ୍ନ ଶ୍ରେଣୀର ପ୍ରାୟ ୧୮ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏହି
Read More...

କିସ୍ ବିଦ୍ୟାଳୟରେ ଜନ ଜାତୀୟ ଗୌରବ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ବାଦଲି ଠାରେ ଥିବା କିସ୍ ଆବାସିକ ବିଦ୍ୟାଳୟରେ ଜନ ଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡ. ଶିବରାମ ନାୟକ କଳାହାଣ୍ଡି ଘରୋଇ ବିଦ୍ୟାଳୟ ସଂଘର ସଭାପତି,
Read More...

ସରକାରୀ ମହାବିଦ୍ୟାଳୟରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ବିର୍ସାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. କୌତୁକ ପନ୍ଦରଙ୍କ ସଭାପତିତ୍ୱରେ ସଭାଟି ଅନୁଷ୍ଠିତ
Read More...

ତୁରେକେଲା ଆଶ୍ରମରେ ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଶ୍ରମ ବିଦ୍ୟାଳୟରେ ଭଗବାନ ବିର୍ସାମୁଣ୍ଡାଙ୍କ ଏକଶତପଚାଶ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ତୁରେକେଲା ସରପଞ୍ଚ ଜଳନ୍ଧର
Read More...

ଜିଲ୍ଲା ବିଦ୍ୟାଳୟ ସମୂହ କ୍ରିକେଟ ପ୍ରତିଯୋଗିତା ୨୦୨୫ ଉଦଯାପିତ : ତୁରେକେଲା ବ୍ଲକ ଚମ୍ପିୟାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ଜିଲ୍ଲା ବିଦ୍ୟାଳୟ ସମୂହ ୧୭ ବର୍ଷରୁ କମ୍ ବାଳକ ବିଭାଗର କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଆଗଲପୁର ବିଇଓ ଶ୍ୟାମ ମେହେରଙ୍କ ସଭାପତିତ୍ୱରେ ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଅତିରିକ୍ତ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଦୁଇ ନୂତନ ସଫଳତା

ଇଷ୍ଟ୍ ଜୋନ ପ୍ରି–ଆର୍ଡି ପ୍ୟାରେଡ୍ କ୍ୟାମ୍ପ ପାଇଁ ଲୋକେଶ ବଗର୍ତ୍ତୀ ଓ ମାନସୀ ସାହୁଙ୍କ ଚୟନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ପଂଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ମୁରିବାହାଲର ରାଜନୀତି ବିଜ୍ଞାନ ବିଭାଗ ଛାତ୍ର ଲୋକେଶ ବଗର୍ତ୍ତୀ ଏବଂ ଇତିହାସ ବିଭାଗର
Read More...

ରାଉରକେଲାରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : କିମ୍ବଦନ୍ତୀ ପୁରୁଷ ତଥା ବୀର ସ୍ୱାଧିନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ସମାରୋହ ରାଉରକେଲା ସହରର ବିର୍ସା ମୁଣ୍ଡା ଛକ ଠାରେ ଥିବା ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହିତ ଜୟନ୍ତିପାଳନ କରାଯାଇଛି । ବିର୍ସା
Read More...

ପାଲଲହଡ଼ା ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୫

ପାଲଲହଡ଼ା, (ସଞ୍ଜୟ କୁମାର ନାୟକ) : ଅନୁଗୋଳ ଜିଲ୍ଲା ପାଲଲହଡା ବ୍ଲକର ପାଲଲହଡା ଷ୍ଟାଡିୟମଠାରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଯାଇଛି ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ୨୦୨୫ । ଏହି କାର୍ଯ୍ୟକ୍ରମରେ ସାଂସଦ, ଢେଙ୍କାନାଳ ଲୋକସଭା ରୁଦ୍ର ନାରାୟଣ ପାଣୀ ମୁଖ୍ୟ ଅତିଥି ଭାବେ ଯୋଗ
Read More...

ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କବାଡି ପ୍ରତିଯୋଗିତା ଉଦଯାପିତ

ପଦ୍ମପୁର, (ନୀରୋଜ କୁମାର ପାଣୀ) : ସ୍ଥାନୀୟ ରାଜ ବୋଡ଼ାସମ୍ବର ଖେଳ ପଡିଆଠାରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କବାଡି ପ୍ରତିଯୋଗିତା ୨୦୨୫ ଉଦଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବରଗଡ଼ ଲୋକସଭା ସାଂସଦ
Read More...

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ

ନୂଆପଡା, (ସନ୍ତୋଷ ପଟ୍ଟନାୟକ) : ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ଅଧ୍ୟକ୍ଷତାରେ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସହିଦ ବିର୍ସା ମୁଣ୍ଡାଙ୍କ ୧୫୧ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଜନଜାତି
Read More...