Daily Archives

ମାସିକ ସାହିତ୍ୟ ଆସର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ମାଧବ ନଗର ଶାଖା ଦ୍ୱାରା ଆୟୋଜିତ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଡ. ରବୀନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏବଂ ନିରୁପମା ପତିଙ୍କ
Read More...

ଗୁରୁ ନାନକ ପବ୍ଲିକ୍ ସ୍କୁଲ ପକ୍ଷରୁ ଜାତୀୟ ପ୍ରେସ୍ ଦିବସରେ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ରୂପେ ପରିଚିତ ଗଣମାଧ୍ୟମ ବିନା ଗଣତନ୍ତ୍ରର ମୂଲ୍ୟବୋଧ କିଛି ନଥାଏ । ଯେକୌଣସି ଦେଶର ସ୍ୱାଧୀନତା ପ୍ରାପ୍ତିରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ଗଣମାଧ୍ୟମ । ଭାରତର ସ୍ୱାଧୀନତା ପ୍ରାପ୍ତିରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା
Read More...

ଜନ ଜାତୀୟ ଗୌରବ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉତ୍ସବ ପାଳିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଖଲିଆଭଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ ଜାତୀୟ ଗୌରବ ଦିବସ ଏବଂ ସହଭାଗୀ ଭାବେ ଅଭିଭାବକ କାର୍ଯ୍ୟକ୍ରମ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସର ଉତ୍ସବରେ ଅଗ୍ରପୁଜ୍ୟ ଗଜାନନଙ୍କ ଫଟୋଚିତ୍ର
Read More...

ଯୁବ କବି ଗଣେଶ ବାରିକଙ୍କ ପିତୃ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ସକାଳ ୧୦ଟା ସମୟରେ ଯୁବ କବି ଗଣେଶ ବାରିକଙ୍କ ବାପା ପ୍ରକାଶ ବାରିକଙ୍କ ୫୨ ବର୍ଷ ବୟସରେ ବଲାଙ୍ଗିର ବ୍ଲକ ସ୍ଥିତ ବାସସ୍ଥାନ ରିନ୍ ବଚନ ଗାଁ ଠାରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତ ଜନିତ କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ପ୍ରକାଶ
Read More...

ସୁବର୍ଣ୍ଣପୁରରେ ଜାତୀୟ ପ୍ରେସ ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳ ଅଫିସ ସଭାଗୃହରେ ଜାତୀୟ ପ୍ରେସ୍ ଦିବସ ୨୦୨୫ ପାଳିତ ହୋଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଅର୍ଜୁନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ମ. ରାମପୁରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

ମ. ରାମପୁର, (ପିକେସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଦୁର୍ଗା ମାଧବ ଉଚ୍ଚ ବିଦ୍ୟାପୀଠ ଖେଳପଡିଆଠାରେ ପ୍ରଥମଥର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଏକ ପ୍ରଦର୍ଶନୀ ଓ ଜନ ସଚେନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ସାରା ରାଜ୍ୟର ପ୍ରତ୍ୟେକ ଜିଲ୍ଲାର
Read More...

ଭିନ୍ନକ୍ଷମ ବିଦ୍ୟାଳୟଠାରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) ସୋନପୁର କଳାପଥର ସ୍ଥିତ ଜିଲ୍ଲା ଭିନ୍ନକ୍ଷମ ବିଦ୍ୟାଳୟଠାରେ ସମ୍ବର୍ଦ୍ଧନା ଉତ୍ସବ ତଥା ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଉପସଭାପତି ହରି ନାରାୟଣ ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ
Read More...

ଜାତୀୟ ନାଟ୍ୟ ମହୋତ୍ସବର ୩ୟ ସନ୍ଧ୍ୟା : ଦର୍ଶକଙ୍କୁ ବିମୋହିତ କଲା କୋଲକତାର ନାଟକ “ବେହୁଲା ଆଜୋ”

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ସହିଦ ସ୍ମୃତି ଭବନରେ ଓମ ନାଟ୍ୟ ସଂସ୍ଥାର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବର ୩ୟ ସନ୍ଧ୍ୟାରେ ତିଲଜାଲା କଳ୍ପନ ନାଟ୍ୟଗୋଷ୍ଠୀ, କୋଲକତା ପ୍ରଯୋଜିତ ବେଙ୍ଗଲୀ ନାଟକ "ବେହୁଲା ଆଜୋ" ମଞ୍ଚସ୍ଥ ହୋଇଯାଇଛି । କଳ୍ପନା
Read More...

ବଲାଙ୍ଗିର ସାମ୍ବାଦିକ ଭବନରେ ଜାତୀୟ ପ୍ରେସ ଦିବସ – ୨୦୨୫ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଓ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଜାତୀୟ ପ୍ରେସ ଦିବସ-୨୦୨୫ ସ୍ଥାନୀୟ ସାମ୍ବାଦିକ ଭବନରେ ପାଳିତ ହୋଇଯାଇଛି । ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡ଼ଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଭଂଜପୁର ଜଗଦ୍ଧାତ୍ରୀ ମେଳା ଉଦଯାପିତ ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଭଂଜପୁରଠାରେ ଉତ୍ତର ଓଡିଶାର ପ୍ରସିଦ୍ଧ ଜଗଦ୍ଧାତ୍ରୀ ମେଳା ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି । ପୂଜା ଅଧ୍ୟକ୍ଷ ପୂର୍ବତନ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୃହ ନିର୍ମାଣ ଓ ନଗର
Read More...