Daily Archives

ପାନପୋଷ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ବେଦବ୍ୟାସ ।ମେଳା ପଡିଆ ଠାରେ ଆଜି ଉଦଘାଟିତ ହୋଇଯାଇଛି ପାନପୋଷ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା । ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । କୃଷିକୁ ଉତ୍ସାହିତ କରିବା ଏବଂ
Read More...

ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

ପୁଇଁତଲା, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଗଇନ୍ତଲାପଡିଆଠାରେ ପୁଇଁନ୍ତଲା ବ୍ଲକର ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁଇନ୍ତଲା ବ୍ଲକର ସମସ୍ତ ଗ୍ରାମ ପଞ୍ଚାୟତରୁ ୫୦୦ ରୁ ଅଧିକ ମତ୍ସ୍ୟଜୀବୀ ଏବଂ ପ୍ରାଣୀପାଳକ ତଥା ସ୍ଵୟଂ ସହାୟକ ଗୋଷ୍ଠୀ ଦଳର ମାଁ
Read More...

ଆମେଥିଷ୍ଟ ଆବାକସ୍ ବ୍ରେନ୍ ମାଷ୍ଟରଙ୍କ ଷଷ୍ଠ ବାର୍ଷିକ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସେଣ୍ଟରର ଆମେଥିଷ୍ଟ ଆବାକସ୍ ବ୍ରେନ୍ ମାଷ୍ଟର ସେକ୍ଟର ୭ର ମଧୁ ମଣ୍ଡପରେ ଏହାର ଷଷ୍ଠ ବାର୍ଷିକ ସମାରୋହ ପାଳନ କରିଥିଲେ । ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଥିଲେ କେନ୍ଦ୍ରୀୟ ବିଦ୍ୟାଳୟ, ସେକ୍ଟର ୬ର ଅଧ୍ୟକ୍ଷ ସୁଜିତ ରାୟ । ଏହି ଅବସରରେ
Read More...

ନୂଆଖାଇ ଭେଟଘାଟ ୨୦୨୫ ଅବସରରେ କଳାକାର ସମାବେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅର୍ନ୍ତଗତ ବାନ୍ଧନଘୋର ଗ୍ରାମଠାରେ ସ୍ୱେଛାସେବୀ ଅନୁଷ୍ଠାନ ନେସନାଲ ସର୍ଭିସ ଫାଉଣ୍ଡେସନ, ବଲାଙ୍ଗିର ତରଫରୁ ନୂଆଖାଇ ଭେଟଘାଟ-୨୦୨୫ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କର ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସହଯୋଗରେ
Read More...

ଲୁହା ବୋଝେଇ ଟ୍ରଲର ଓଲଟି ଡ୍ରାଇଭର ମୃତ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଜାତୀୟ ରାଜପଥ ୩୨୬ରେ ଲୁହା ବୋଝେଇ ଟ୍ରଲର ଗାଡ଼ି ଓଲଟି ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଗାଡ଼ି ବିଶାଖାପାଟଣାରୁ ରାଉଲକେଲାକୁ ଯାଉଥିବା ଜଣାପଡ଼ିଛି । ବିଷମ କଟକ ଠାରୁ ମାତ୍ର ୭ କିଲୋମିଟର ଦୂରରେ ଘଟିଛି ଏହି ଘଟଣା । ବିଷମ କଟକ ପୋଲିସ୍
Read More...

ନୂଆପଡାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ : ସାମ୍ବାଦିକମାନଙ୍କୁ ଜିଲ୍ଲାର ପ୍ରଗତିରେ ସକ୍ରିୟ ଯୋଗଦାନ…

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ସମାରୋହରେ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ
Read More...

ବାସୁଦେବ ସ୍ମାରକୀ କ୍ରିକେଟ ପ୍ରତିଯୋଗିତା ଉଦଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସିକୁଆଁ ପଞ୍ଚାୟତ ଅନ୍ତର୍ଗତ ବାଞ୍ଜିବାହାଲି କ୍ରିକେଟ କ୍ଲବ ଆନୁକୂଲ୍ୟରେ କରୁଆଁଝର ଖେଳ ପଡ଼ିଆରେ ଗତ ୧୨ତାରିଖରୁ ଆରମ୍ଭ ହୋଇଥିବା ବାସୁଦେବ ସ୍ମାରକୀ କ୍ରିକେଟ ପ୍ରତିଯୋଗିତା ରବିବାର ଦିନ ଉଦଯାପିତ ହୋଇଯାଇଛି । ପ୍ରତିଯୋଗିତାର ଫାଇନାଲ ଖେଳ
Read More...

ଗୋଆରେ ଦୃଢ଼ ବିଶ୍ୱସ୍ତରୀୟ ସହ-ପ୍ରଯୋଜନା ବଜାର ଉପସ୍ଥାପନ କରିବ ୱେଭ୍ସ ଫିଲ୍ମ ବଜାର

ଅନ୍ତର୍ଜାତୀୟ ଆର୍ଥିକ ସହାୟତା ଏବଂ ମହୋତ୍ସବ ପ୍ରସାରଣ ପାଇଁ ୨୨ଟି ଫିଚର ପ୍ରକଳ୍ପ ଏବଂ ପାଞ୍ଚଟି ପ୍ରାମାଣିକ ଚଳଚ୍ଚିତ୍ର ତାଲିକାଭୁକ୍ତ ହୋଇଛି ନୂଆଦିଲ୍ଲୀ, (ପିଆଇବି) : ଭାରତର ପ୍ରମୁଖ ଚଳଚ୍ଚିତ୍ର ବଜାର ରୂପେ ପରିଚିତ ‘ୱେଭ୍ସ ଫିଲ୍ମ ବଜାର’ର ଉନବିଂଶତମ ସଂସ୍କରଣ ୫୬ତମ ଅନ୍ତର୍ଜାତୀୟ
Read More...

ବଲାଙ୍ଗିର ଜିଲ୍ଲା ସ୍ତରୀୟ କିରାଣୀ ସଂଘର ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଶିରାବାହାଲ ପଲ୍ଲୀଶ୍ରୀ ଉଚ୍ଚ ବିଦ୍ୟାଳୟରେ ରବିବାର ଦିନ ବଲାଙ୍ଗିର ଜିଲ୍ଲାର ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟ କିରାଣୀ ସଙ୍ଘର ବୈଠକ ଜିଲ୍ଲା ସଭାପତି ଦିଲ୍ଲୀପ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କିରାଣୀ ମାନଙ୍କ
Read More...

ଗୁଜରାଟର ସୁରତରେ ଭାରତର ହାଇସ୍ପିଡ୍ବୁଲେଟ ଟ୍ରେନ ପ୍ରକଳ୍ପର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

• ଭାରତର ପ୍ରଥମ ବୁଲେଟ ଟ୍ରେନ ପ୍ରକଳ୍ପର ଦଳ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ• ବୁଲେଟ ଟ୍ରେନ ପ୍ରକଳ୍ପ କାର୍ଯ୍ୟକାରିତାରୁ ମିଳୁଥିବା ଶିକ୍ଷାକୁ ନେଇ ଲିଖିତ ରେକର୍ଡ ପ୍ରସ୍ତୁତ କରିବା ଲାଗି ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ• ଯେତେବେଳେ ଦେଶ ପାଇଁ କାମ କରିବା ଏବଂ କିଛି ନୂତନ ଯୋଗଦାନ
Read More...