ମା ସୁରେଶ୍ଵରୀଙ୍କ ମନ୍ଦିରରେ ଭବ୍ୟ କଲ୍ୟାଣ ମଣ୍ଡପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁରର ଇଷ୍ଟଦେବୀ ମା' ସୁରେଶ୍ଵରୀଙ୍କ ମନ୍ଦିର ପ୍ରାଙ୍ଗଣରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ୧୦ ହଜାର ବର୍ଗ ଫୁଟର ଏକ ଭବ୍ୟ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ!-->…
Read More...
Read More...