Daily Archives

ବେଆଇନ ମଦ ଦୋକାନରେ ଅବକାରୀ ବିଭାଗର ଚଢ଼ାଉ : ଜଣେ ଗିରଫ, କୋର୍ଟ ଚାଲାଣ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅବକାରୀ ବିଭାଗ ତରଫରୁ ଗୋଲାମୁଣ୍ଡା ବ୍ଲକର ବୃନ୍ଦାବାହାଲ ଗାଁରେ ଚଡାଉ କରାଯାଇଛି । ଏହି ଚଢ଼ାଉରେ ବେଆଇନ ଦେଶୀ ମଦ ବିକ୍ରି କରୁଥିବା ନେଇ ଜଣେ ମଦ ବେପାରୀକୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତ ଜଣକ ହେଲେ ବୃନ୍ଦାବାହାଲ ଗାଁର
Read More...

ଜିଲ୍ଲା ସ୍ତରୀୟ ଏକତା ପଦଯାତ୍ରା ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ଏକତା ଦିବସ ଅବସରରେ ଆଜି ସ୍ଥାନୀୟ ଆର୍‌ବି, ହାଇସ୍କୁଲ ପଡିଆ ଠାରୁ ଭେରୁଆଛକ, ରାଜବାଟି ପଡିଆ, ଶାସ୍ତ୍ରୀ ଛକ, ଦୁର୍ଗା ମା' ମନ୍ଦିର ପୁଣି ଭେରୁଆ ଛକ ଦେଇ ଆର୍‌ବି, ହାଇସ୍କୁଲ ପଡିଆ ପର୍ଯ୍ୟନ୍ତ ଏକତା
Read More...

ଟିଟିଲାଗଡ ରେଳବାଇ ଇନଷ୍ଟିଚ୍ୟୁଟ ଠାରେ ସମ୍ବଲପୁର ମଣ୍ଡଳ ପେନସନଭୋଗୀଙ୍କ ପାଇଁ ଡିଜିଟାଲ୍ ଜୀବନ ପ୍ରମାଣପତ୍ର ଦାଖଲ ମେଗା…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ସମ୍ବଲପୁର ମଣ୍ଡଳର ରେଳବାଇ ଇନଷ୍ଟିଚ୍ୟୁଟ୍ ଟିଟଲାଗଡ଼ରେ ଆଜି ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ସହଯୋଗରେ ଦେଶବ୍ୟାପୀ ଡିଜିଟାଲ୍ ଜୀବନ ପ୍ରମାଣପତ୍ର (ଡିଏଲ୍‌ସି) ଅଭିଯାନ ୪.୦ ଅନ୍ତର୍ଗତ ଏକ ମେଗା ଶିବିର ଆୟୋଜନ କରାଯାଇଥିଲା । ଏହି ପଦକ୍ଷେପର ଲକ୍ଷ୍ୟ
Read More...

ସଦର ବିଧାୟକଙ୍କୁ ହତ୍ୟା ଧମକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ ମିଳିଛି । ଏ ସମ୍ପର୍କରେ ବିଧାୟକ ଶ୍ରୀ ଦାସ ତାଙ୍କ ଏକ୍ସରେ ଟୁଇଟ କରି ସୂଚନା ଦେଇଛନ୍ତି । ଏହା ସହ ସାଗର ରାଜ୍ୟରେ ଯଦି ଜଣେ ନିର୍ବାଚିତ ବିଧାୟକ ସୁରକ୍ଷିତ
Read More...

ତୁମୁଡିବନ୍ଧରେ ବୁଲିଲା ବୁଲ ଡୋଜର : ସରକାରୀ ଜମି ଜବରଦଖଲ ଅଭିଯୋଗରେ ୬ଟି ଘର ଭାଙ୍ଗିଲା ପ୍ରଶାସନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଜ୍ୟରେ ନୂତନ ସରକାର ଗଠନ ପରେ ସମଗ୍ର ଓଡିଶାରେ ସରକାରୀ ଜମି ଜବରଦଖଲକାରୀଙ୍କ ଉପରେ କଡା ନଜର ରଖି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ
Read More...

କୃତୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟା ବିକାଶ ସମ୍ବଲପୁର ପକ୍ଷରୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ପିପିଲିପାଲି ସ୍ଥିତ ବିଶ୍ଵ ଭାରତୀ ଚିନ୍ତନ ଶିକ୍ଷା ନିକେତନରେ ବିକାଶ ଏପ୍ଟିଚିୟୁଟ (ଜ୍ଞାନ କୌଶଳ) ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ସ୍କୁଲର ୧୦ ଜଣ କୃତି ଛାତ୍ରଛାତ୍ରୀ ଓ ଦଶମ ଶ୍ରେଣୀର ସାତ ଜଣ କ୍ଲାସ ଟିଚର୍‌ଙ୍କୁ
Read More...

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଶିଶୁ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ଡୁଙ୍ଗୁରିପାଲି/ଏସ. ରାମପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଶିଶୁ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ କୁଇଜ ପ୍ରତିଯୋଗିତା କନ୍ଦାଗାଡ଼ ଉଚ୍ଚ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଗଣେଶ କିଷାନଙ୍କ
Read More...

କର୍କଟ ସଚେତନତା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସିଭିଲ ଟାଉନସିପ ସ୍ଥିତ କ୍ୟାରିୟର ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଠାରେ ଏକ ଦିନିକିଆ କର୍କଟ ରୋଗ ଚିହ୍ନଟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରଶାସକ ଡକ୍ଟର ଉମାକାନ୍ତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜାତୀୟ କବି ବୀରକିଶୋର ଦାସଙ୍କ ଜୟନ୍ତୀ ଓ ସାହିତ୍ୟକୃତି ଉପରେ ଆଲୋଚନା କରାଯାଇଥିଲା
Read More...

ଦ୍ୱିଦିବସୀୟ ଶିଶୁ ମେଳା ମହୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଚିନ୍ମୟ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଠାରେ ଦ୍ୱିଦିବସୀୟ ଶିଶୁ ମେଳା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଶର୍ମିଷ୍ଠା କବିଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ମାର୍ଗଦର୍ଶନରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...