ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠିରୁ ୪୧.୧୭ କୋଟି ଟଙ୍କାର ବୃହତ୍ ପ୍ୟାକେଜ୍ ପ୍ରଦାନ
ଭୁବନେଶ୍ୱର, (କେପିଏନ୍ଏସ୍) : କେନ୍ଦୁପତ୍ର ତୋଳାଳି, ବାଇଣ୍ଡର୍ ଏବଂ ଋତୁକାଳୀନ କର୍ମଚାରୀଙ୍କ ସମ୍ମାନିତ ଜୀବିକାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାର ଏକ ଦୃଢ଼ ମାନବିକ ପଦକ୍ଷେପ ଗ୍ରହଣ କରିଛି । ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠିରୁ ୨୦୨୪ ଫସଲ ବର୍ଷ ଏବଂ ୨୦୨୫-୨୬!-->…
Read More...
Read More...