Daily Archives

ଛତ୍ରପୁର ଠାରେ ଭଗବାନ ଶ୍ରୀ ସତ୍ୟସାଇଙ୍କ ଜନ୍ମଶତବାର୍ଷିକୀ ସମାରୋହ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭଗବାନ ଶ୍ରୀ ସତ୍ୟସାଇଙ୍କ ଜନ୍ମଶତବାର୍ଷିକୀ ଉତ୍ସବ ଛତ୍ରପୁର ସ୍ଥିତ ସାଇ ମନ୍ଦିରରେ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଛତ୍ରପୁର ସତ୍ୟସାଇ ସେବା ସମିତି ଆନୁକୂଲ୍ୟରେ ଆୟୋଜିତ ନିତ୍ୟନାରାୟଣ ସେବାର ୨୫ ବର୍ଷ ପୂର୍ତ୍ତି ଅବସରରେ ଏବଂ
Read More...

ମା’ ନିତେଇ ଧୋବଣୀ ମନ୍ଦିର ପ୍ରତିଷ୍ଠାର ପୂର୍ବ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ରଜକ ସମାଜର ଇଷ୍ଟ ଦେବୀ ମା' ନିତେଇ ଧୋବଣୀଙ୍କ ମନ୍ଦିର ପ୍ରତିଷ୍ଠାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ସଭାପତି କଲାକାହ୍ନୁ ସେଠ୍ ସଭାପତିତ୍ୱ କରିଥିଲେ । ପ୍ରଥମେ ମନ୍ଦିର ପୂଜକ ଚେତରାମ ସେଠ୍ ଓ ଛବି ସେଠ୍‌
Read More...

ଡିସେମ୍ବର ୨୧ ଓ ୨୨ ତାରିଖ ତାରିଖରେ ଜିଲ୍ଲା ଦୌଡ ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଜିଲ୍ଲା ଦୌଡ କୁଦ ପ୍ରତିଯୋଗିତା (ଆଥେଲେଟିକ ମିଟ) ଡିସେମ୍ବର ୨୧ ଓ ୨୨ ତାରିଖ ଦୁଇ ଦିନ ଧରି ସ୍ଥାନୀୟ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି କ୍ରୀଡା ସଂସଦ ପକ୍ଷରୁ କୁହାଯାଇଛି । ଏହି
Read More...