Daily Archives

୫୦୦ ମିଟର ରାସ୍ତାକୁ ୧୦ ବଡ ହମ୍ପସ୍‌ : ଦୁର୍ଦ୍ଦଶା ଭୋଗୁଛନ୍ତି ବରିଷ୍ଠ ଓ ଭିନ୍ନକ୍ଷମ ନାଗରିକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଚକାଚକ୍ ରାସ୍ତାକୁ ବରବାଦ କରିଦେଲେ ଯନ୍ତ୍ରୀ ଓ ଠିକାଦାର । ସୁବର୍ଣ୍ଣପୁର ସହରର ପୁରୁଣା ବସ୍ତି ଗାର୍ଲ୍ସ ହାଇସ୍କୁଲ ଛକ ଠାରୁ ବଡ଼ବଜାର ରାସ୍ତା ପୌର ପରିଷଦ ପକ୍ଷରୁ ନୂତନ ଭାବରେ ତିଆରି ହୋଇଛି । ଦୀର୍ଘଦିନ ଧରି ଅବହେଳିତ ଅବସ୍ଥାରେ ପଡି ରହିଥିବା
Read More...

ଅକାଳରେ ଲିଭିଗଲା ରୁବିର ଜୀବନ ଦୀପ

ଜୟପାଟଣା, (ଶେଷଦେବ ବେହେରା) : କେତେ ସ୍ୱପ୍ନ ଆଙ୍କି ନଅ ମାସ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲା ରୁବି । ମାସ ଗଡିଲା ପରେ ସବୁ ସ୍ୱପ୍ନ ଚୁର୍‌ମାର୍ ହେବାକୁ ବସିଲା । ଦାମ୍ପତ୍ୟ ଜୀବନର ସବୁ ସୁଖ ସମ୍ଭୋଗ ଉଜୁଡ଼ି ଗଲା । ଗତକାଲି ପୂର୍ବାହ୍ନରେ ତାର ଶାଢ଼ୀ କାନିରେ ଲଟକି ଥିବା ନିସ୍ପନ୍ଦ
Read More...

ଶିଶୁ ମନ୍ଦିରର ୩୯ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୯ତମ ବାର୍ଷିକ ଖେଳକୁଦ ସମାରୋହ ଦୁଇଦିନ ଧରି ହାତୀଶାଳ ପଡ଼ା ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜୟପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ମୋହନ
Read More...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ – ୨୦୨୫

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ-ହୀରାପୁର ପ୍ରଧାନମନ୍ତ୍ରୀ ଶ୍ରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫ ସମାରୋହର ସହ ଅନୁଷ୍ଠିତ ହୋଇଯାଇଛି । ଏହି ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନରେ ଜୟପାଟଣା ଗୋଷ୍ଠୀ ସାଧନ କାର୍ଯ୍ୟାଳୟ
Read More...

ଝାରବନ୍ଧର ଭାଜପା ଯୁବମୋର୍ଚ୍ଚା ସଭାପତି ହେଲେ ସତ୍ୟ ଭୂଷଣ ସାହୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ମଣ୍ଡଳର ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ଝାରବନ୍ଧର ବନଦୁର୍ଗା ମନ୍ଦିର ପରିସରରେ ଡା. ମୋହନ ପ୍ରସାଦ ନାୟକଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସର୍ବସମ୍ମତିକ୍ରମେ ଭାରତୀୟ
Read More...

ବୁଢ଼ୀପଦର ପଞ୍ଚାୟତରେ ସମ୍ବିଧାନ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲାର ଏକମାତ୍ର ମହିଳା ଅନୁକୂଳ ଗ୍ରାମ ପଞ୍ଚାୟତର ମାନ୍ୟତା ପାଇଥିବା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ପଞ୍ଚାୟତ ପରିସରରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ସରପଞ୍ଚ ଲକ୍ଷ୍ମୀ ପଧାନଙ୍କ ପୌରହିତ୍ୟରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୧ତମ ବାର୍ଷିକ କ୍ରୀଡା ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୪୧ତମ ଦ୍ୱିଦିବସୀୟ କ୍ରୀଡା ସମାରୋହ ଉଦଘାଟିତ ହୋଇଯାଇଛି । ବିଦ୍ୟା ମନ୍ଦିରର କୋଷାଧ୍ୟକ୍ଷ ଉପେନ୍ଦ୍ରନାଥ ଦାସଙ୍କ ସଭାପତିତ୍ୱ, ପ୍ରଧାନଚାର୍ଯ୍ୟ ସୁରେନ୍ଦ୍ର କୁମାର ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ
Read More...

ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ଖରିଫ ଧାନକ୍ରୟ କମିଟି ବୈଠକ

ଡିସେମ୍ବର ୦୩ ତାରିଖରୁ ଧାନ କ୍ରୟ ଆରମ୍ଭ ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଖରିଫ ଧାନକ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସଦଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବିଧାୟକ ଖଡିଆଳ ଅଧିରାଜ
Read More...

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଉକ୍ତ ସଭାରେ ଅଧ୍ୟକ୍ଷ ଶ୍ରୀ ବାରିକ ଭାରତୀୟ ସମ୍ବିଧାନ ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ
Read More...

ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ସମ୍ବିଧାନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ବୁଧବାର ସକାଳେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ । ଅନୁଷ୍ଠାନର ସଭାପତି ପଦ୍ମ ଚରଣ
Read More...