ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ ସ୍ୱେଚ୍ଛାସେବୀଙ୍କ ଅଧ୍ୟୟନ ତଥା ତାଲିମ ଶିବିର ସମାପିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ତତ୍ତ୍ୱାବଧାନରେ ପରିଚାଳିତ ହେଉଥିବା ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ ସ୍ୱେଚ୍ଛାସେବୀଙ୍କ ଅଧ୍ୟୟନ ତଥା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଏହି ଦିବସର ଶୁଭାରମ୍ଭ!-->…
Read More...
Read More...