ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ ଯୁବ ରେଡକ୍ରସ ସୋସାଇଟି ଦ୍ୱାରା ଆୟୋଜିତ ଇଣ୍ଡିଆନ୍ ରେଡକ୍ରସ ସୋସାଇଟିର ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ସୁନ୍ଦରଗଡ ଜିଲ୍ଲାର ୩୩ଟି ମହାବିଦ୍ୟାଳୟ,!-->…
Read More...
Read More...